ରାଜ୍ୟ

ଆଉ ନାହାନ୍ତି ବିଜୟ ମହାନ୍ତି

ଭୁବନେଶ୍ୱର,୨୦।୭(ବ୍ୟୁରୋ)ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଆଉ ନାହାନ୍ତି। ଦୀର୍ଘ ମାସର ଅସୁସ୍ଥତା ପରେ ସୋମବାର ରାତିରେ ବିଜୟ ଆଖି ବୁଜିଛନ୍ତି। ସନ୍ଧ୍ୟାରେ ଗୁରୁତର…

5 years ago

ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି ଗୁରୁତର

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି ସୋମବାର ପୁଣି ଥରେ ଗୁରୁତର ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

5 years ago

ରାଜ୍ୟରେ ପୁଣି ୪୫୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୧୮ ଜଣ ସୁସ୍ଥ ହୋଇଥିବାବେଳେ ନୟାଗଡରୁ ୫୩, କଟକରୁ ୪୪, ସୁନ୍ଦରଗଡରୁ ୩୮,…

5 years ago

ହେଲ୍ପ ଡେସ୍କରେ କାର୍ଯ୍ୟରତ ୨ କର୍ମଚାରୀ କରୋନା ପଜିଟିଭ୍‌: କୋରାପୁଟ ଜିଲା ଚିକିତ୍ସାଳୟ ୪୮ ଘଣ୍ଟା ବନ୍ଦ

ଜୟପୁର,୨୦ା୭(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ଚିକିତ୍ସାଳୟର ୨ଜଣ ହେଲ୍ପ ଡେସ୍କରେ କାର୍ଯ୍ୟରତ ଅସ୍ଥାୟୀ ମହିଳା କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ତୁରନ୍ତ…

5 years ago

କାଲିଠୁ ଗଞ୍ଜାମରେ ପ୍ଲାଜମା ଥେରାପି

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ମଙ୍ଗଳବାରଠାରୁ ଗଞ୍ଜାମ ଜିଲାର ଶିତଳାପଲ୍ଲୀ ସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହାଦ୍ୱାରା…

5 years ago

ଜୁଲାଇ ୨୨ ରୁ ୩୧ ଯାଏ ବନ୍ଦ ରହିବ ଭିସୁଟ

ସମ୍ବଲପୁର,୨୦।୭(ବ୍ୟୁରୋ)-କରୋନା ସଂକ୍ରମଣ ରାଜ୍ୟରେ ଦିକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଆସନ୍ତା ୨୨ ତାରିଖଠାରୁ…

5 years ago

କୋଭିଡ୍‌ ହସ୍ପିଟାଲରେ କାର୍ଯ୍ୟରତ ଏହି ସବୁ କର୍ମଚାରୀଙ୍କୁ ମିଳିବ ପ୍ରୋତ୍ସାହନ ରାଶି: ଜାଣନ୍ତୁ କାହାକୁ କେତେ

ଭୁବନେଶ୍ୱର,୨୦।୭(ବ୍ୟୁରୋ): କୋଭିଡ୍‌ ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତର, ନର୍ସ, ଫାର୍ମାସିଷ୍ଟ ରେଡିଓଗ୍ରାଫର ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ମିଳିବ ପ୍ରୋତ୍ସାହନ ରାଶି। ଏନେଇ ସୋମବାର ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ…

5 years ago

ଗ୍ୟାସ୍‌ ଟାଙ୍କିରୁ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୯ ପରିବାରର ୪୦ ବଖରା

ମହାକାଳପଡ଼ା,୨୦।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାଜଗଡ଼ ପଞ୍ଚାୟତର ନିୟାମନ୍ତପୁର ଗ୍ରାମରେ ସୋମବାର ଭୟାଭହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୯ ପରିବାରର ୪୦ ବଖରା ଘର ସମ୍ପୂର୍ଣ୍ଣ…

5 years ago

ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଶହ ଟପିଲା

ଭୁବନେଶ୍ୱର, ୨୦।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ରହିଥିବା ବେଳେ ୧୫ଜଣ…

5 years ago

କଟକ ସହରରୁ ୧୬ ନୂଆ ପଜିଟିଭ ଚିହ୍ନଟ

କଟକ ଅଫିସ, ୨୦।୭: କଟକ ସହରରୁ ସୋମବାର ୧୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬ଜଣ ସରକାରୀ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୮ଜଣ…

5 years ago