ରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୦୭ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ  ୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୭୯ ଜଣ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୮୪, ଖୋର୍ଦ୍ଧାରୁ ୫୦, କଟକରୁ ୪୨,…

5 years ago

ଆଇସ୍‌କ୍ରିମ୍‌ ଫ୍ୟାକ୍ଟ୍ରିରେ ଗ୍ୟାସ ଦୁର୍ଘଟଣା: ପୁଅ ମୃତ, ବାପା ଗୁରୁତର

ବାଙ୍କୀ, ୧୮।୭(ଡି.ଏନ୍‌.ଏ)- କଟକ ଜିଲା ବାଙ୍କୀ ଚର୍ଚ୍ଚିକାସାହିରେ ଥିବା ଏକ ଆଇସ୍‌କ୍ରିମ୍‌ ଫ୍ୟାକ୍ଟିରେ ଶନିବାର ପୂର୍ବାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ପୁଅ ସ୍ମୃତିରଞ୍ଜନ ସୁବୁଦ୍ଧି(୨୫)ଙ୍କ ମୃତ୍ୟୁ ଘଟିଥିବାବେଳେ…

5 years ago

ଭୁବନେଶ୍ୱରରେ ଆଉ ୮୭ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୭(ବ୍ୟୁରୋ)- ଶନିବାର ଭୁବନେଶ୍ୱରରେ ଆଉ ୮୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୪୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୪ହାଇ ନୟାପଲ୍ଲୀ ତ୍ରିନାଥ ନଗର…

5 years ago

ହସ୍ପିଟାଲ ଆଡମିଶନ୍‌ ନ କଲେ ୧୦୦କୁ କୁହ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଆଡ୍‌ମିଶନ୍‌ ନେବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟ ଶାସନ ସଚିବ। ଯଦି କୌଣସି ହସ୍ପିଟାଲ ଆଡମିଶନ ନ କରେ ତେବେ ଟୋଲ…

5 years ago

ବିନା ଅନୁମତି ପତ୍ରରେ କର୍ମଚାରୀଙ୍କୁ ଛାଡ଼ିବନି ପୋଲିସ

ଭୁବନେଶ୍ୱର,୧୮।୭(ବ୍ୟୁରୋ): କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର ନ ଥିଲେ କର୍ମଚାରୀମାନେ ଅଫିସ ଯାଇପାରିବେନାହିଁ। ଏଣିକି ବିନା ଅନୁମତି ପତ୍ରରେ ଛାଡ଼ିବନି ପୋଲିସ। କର୍ମଚାରୀଙ୍କ ନାଁ କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର…

5 years ago

କରୋନାକୁ ହରାଇଲେ କେନ୍ଦ୍ରାପଡ଼ାର ଏହି ବୃଦ୍ଧ ଦମ୍ପତି: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦିନକୁ ଦିନ ମହାମାରୀ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଶେଷଭାବେ ବୟସ୍କ ଏବଂ ଅନ୍ୟ ରୋଗରେ ଆକ୍ରାନ୍ତ ବ୍ୟକ୍ତିବିଶେଷଙ୍କ ଏଥିରେ ସଂକ୍ରମିତ ହେବାର ଆଶଙ୍କା…

5 years ago

ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା: ବିଦ୍ୟାଶ୍ରୀଙ୍କ ମା’, ଭାଇଙ୍କୁ ଜିଆର୍‌ପି ପୋଲିସର ଜେରା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା ଦିନକୁ ଦିନ ରୋଚକ ମୋଡ଼ ନେଉଛି। ଶନିବାର ଜିଆର୍‌ପି ପୋଲିସ ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ମା’ ଏବଂ ଭାଇଙ୍କୁ…

5 years ago

ଟିକା ପ୍ରସ୍ତୁତ ନ ହେବା ଯାଏ ମାନନ୍ତୁ କଟକଣା

ଭୁବନେଶ୍ୱର,୧୮।୭(ବ୍ୟୁରୋ): କରୋନା ସ୍ଥିତି ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରାମର୍ଶ ଦେଇଛନ୍ତି। ଏହି ସମୟରେ ଆମ ସମସ୍ତଙ୍କୁ ସଚେତନ ରହିବାକୁ ପଡ଼ିବ। କରୋନା ଟିକା ତିଆରି…

5 years ago

ମାଲକାନଗିରି ୧୦ ଡାକ୍ତରଙ୍କୁ ଗଞ୍ଜାମ ବଦଳି: ଏଭଳି ଚେତାବନୀ ଦେଲା ଜିଲା କଂଗ୍ରେସ

ମାଲକାନଗିରି,୧୮।୭(ଡି.ଏନ୍‌.ଏ.): ବର୍ତ୍ତମାନ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ରାଜ୍ୟରେ ସର୍ବାଧିକ ପ୍ରଭାବିତ ଜିଲାରେ ଗଞ୍ଜାମକୁ ଗଣାଯାଉଛି। ଫଳରେ କରୋନା ରୋଗୀଙ୍କ ଚିକିତ୍ସା ନିମନ୍ତେ ଡାକ୍ତରଙ୍କ ଅଭାବ ଥିବାରୁ…

5 years ago

ବଢୁଛି କରୋନା କାୟା: କଟକରୁ ଆଉ ୧୧ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୮।୭: କଟକ ସହରରେ ଶନିବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୬ଜଣ, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୩ଜଣ, ଲୋକାଲ…

5 years ago