ରାଜ୍ୟ

ରାଜ୍ୟ କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ରାଜ୍ୟ କଂଗ୍ରେସ ଭବନରେ ଆଜି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଜଗତସିଂହପୁରର ୨ ଗୋଷ୍ଠୀ ମଧ୍ୟରେ ଏହି ମାର୍‌ପିଟ୍‌ ହୋଇଥିବା ସୂଚନା ମିଳିଛି। ଗୋଟିଏ ଗୋଷ୍ଠୀ…

5 years ago

ଆଜି ରାଜ୍ୟରୁ ୮୯ ପଜିଟିଭ୍‌ ଚିହ୍ନଟ, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୯୨୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

5 years ago

କରୋନା ଟିକା ନେଲେ ବିଏମ୍‌ସି କମିଶନର୍‌

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଗୁରୁବାର କରୋନା ଟିକା ନେଇଛନ୍ତି। ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଚାଲିଥିବାବେଳେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକା ନେଇଛନ୍ତି…

5 years ago

ସ୍ବୀକୃତି ମିଳିଛି, ସୁବିଧା ମିଳୁନି

ଅନୁଗୋଳ ଅଫିସ, ୨୫।୨: ଶିଳ୍ପ ପାଇଁ ସମୃଦ୍ଧ ଅନୁଗୋଳ ସହରରେ ଥିବା ୨୭ ବସ୍ତି ମଧ୍ୟରୁ ୧୩ଟିକୁ ମିଳିଛି ସରକାରୀ ସ୍ବୀକୃତି। ଏସବୁ ବସ୍ତିରେ ରହିଛି ୨,୬୬୨ ଘର।…

5 years ago

ଆଜିଠୁ ପ୍ରସିଦ୍ଧ ମାଘମେଳା

ଢେଙ୍କାନାଳ ଅଫିସ, ୨୫।୨: ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିରେ ଗୁରୁବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ ମାଘମେଳା। ନୂଆ ରୂପରେ ଫେରିଥିବା କରୋନା ଭୂତାଣୁ ଅଧିକ ମାରାତ୍ମକ ହୋଇଥିବାରୁ ସତର୍କତାମୂଳକ…

5 years ago

ଓଡ଼ିଶା ପର୍ଯ୍ୟଟନକୁ ରୌପ୍ୟ ପୁରସ୍କାର

ଭୁବନେଶ୍ୱର, ୨୫।୨ (ବ୍ୟୁରୋ)"ଦିଲ୍ଲୀରେ ଆୟୋଜିତ ଭାରତୀୟ ଦାୟିତ୍ୱପୂର୍ଣ୍ଣ ପର୍ଯ୍ୟଟନ ପୁରସ୍କାରର ଷଷ୍ଠ ସଂସ୍କରଣରେ ଓଡିଶା ପର୍ଯ୍ୟଟନକୁ ‘ଶ୍ରେଷ୍ଠ ଭବିଷ୍ୟତ ଅଗ୍ରଗାମୀ ରାଜ୍ୟ’ ଭାବେ ରୌପ୍ୟ ପୁରସ୍କାର ମିଳିଛି।…

5 years ago

ମାର୍ଚ୍ଚରେ କଲବଲ କରିବ ତାତି

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ଉପରମୁହଁା ହୋଇଛି। ଦେହମୁଣ୍ଡ ପୋଡ଼ି ଜାଳି ପକାଉଛି। ଆସନ୍ତା ୨୮ ତାରିଖ ଯାଏ ପାଗରେ କୌଣସି…

5 years ago

ଆକର୍ଷଣ ସାଜିଛି ହାତ ତିଆରି ସାମଗ୍ରୀ

ଭୁବନେଶ୍ୱର, ୨୫।୨ (ବ୍ୟୁରୋ) :ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧୀନ ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ …

5 years ago

କୋଲ୍‌କାତାରୁ ଆସିବ ସିବିଆଇ ଟିମ୍‌

ଭୁବନେଶ୍ୱର,୨୫।୨(ବ୍ୟୁରୋ):ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ସିବିଆଇ ଜୋରଦାର ପ୍ରୟାସ ଚଳାଇଛି। ଦିନେ କି ଦୁଇଦିନ ମଧ୍ୟରେ…

5 years ago

କେନ୍ଦ୍ର ସରକାର ସ୍ବାମୀନାଥନ କମିଟି ସୁପାରିସ ଲାଗୁ କରନ୍ତୁ: କୃଷି ମନ୍ତ୍ରୀ

ଭୁବନେଶ୍ୱର,୨୫/୨(ବ୍ୟୁରୋ):ଏମ୍‌.ଏସ୍‌. ସ୍ବାମୀନାଥନ କମିଟି ସୁପାରିସ ଅନୁଯାୟୀ କେନ୍ଦ୍ର ସରକାର କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ନିର୍ଦ୍ଧାରଣ କରିବା ଆବଶ୍ୟକ। ବୁଧବାର ବିଧାନସଭା ପ୍ରଶ୍ନ କାଳରେ ବିଜେଡି…

5 years ago