ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଜୁଲାଇ ୩୧ ଭିତରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୋମବାର ସୂଚନା…
ଛତ୍ରପୁର, ୧୩।୭(ଡି.ଏନ୍.ଏ.): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ସବୁଠାରୁ ଅଧିକ ଚିନ୍ତାର କାରଣ ପାଲଟିଛି ଗଞ୍ଜାମ…
ଭଦ୍ରକ ଅଫିସ, ୧୩।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବିରୋଳି ଶାସନ ଅଞ୍ଚଳରେ ଜଣେ ଗର୍ଭବତୀ ମହିଳାଙ୍କୁ ରବିବାର ମରଣାନ୍ତକ ଆକ୍ରମଣ ହୋଇଛି। ଗ୍ରାମର କିଛି ପଡୋଶୀ…
ଜୁନାଗଡ଼,୧୩।୭(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ପଲାସ ଗ୍ରାମରେ କ୍ରାଇମବ୍ରାଞ୍ଚର ଏସ୍ଟିଏଫ୍ ଟିମ୍ ଓ ଜୁନାଗଡ଼ ପୋଲିସ ରବିବାର ସନ୍ଧ୍ୟାରେ ଚଢ଼ାଉକରି ୩ କୁଇଣ୍ଟାଲ ୨…
ମହାକାଳପଡ଼ା,୧୩ା୭(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତର ପନ୍ଦରମାଇଲି ଆଦିବାସୀପଡ଼ାରେ ୧୦ରୁ ଊର୍ଦ୍ଧ୍ୱ ପରିବାରଙ୍କୁ ଏପର୍ଯ୍ୟନ୍ତ ବିଦ୍ୟୁତ୍ ସେବା ମିଳିପାରିନାହିଁ। ବାପ ଅଜା ଅମଳରୁ ସେମାନେ…
ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ଆଉ ୬ ଜଣଙ୍କ ଜୀବନ ଯାଇଛି। ଫଳରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି। ଏହି ୬ ମୃତକଙ୍କ ମଧ୍ୟରେ…
ଭୁବନେଶ୍ୱର,୧୩ା୭(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୬୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩, ୭୩୭ରେ ପହଞ୍ଚିଥିବା ରାଜ୍ୟ ସୂଚନା…
ଅନୁଗୋଳ ଅଫିସ୍, ୧୩ା୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ରୋଗୀଙ୍କ ମୃତ୍ୟୁ ପରେ କରୋନା ସନ୍ଦେହରେ ଦୀର୍ଘ ୧୪ ଘଣ୍ଟା ମୃତଦେହ ପକାଇ ରଖାଯାଇଥିଲା। ରବିବାର…
ପୁରୀ ଅଫିସ,୧୩।୭କେନ୍ଦ୍ର ସରକାରଙ୍କ ଆଇକନ ସିଟି ତାଲିକାରେ ସ୍ଥାନ ପାଇଛି ଓଡ଼ିଶାର ଆଧ୍ୟାତ୍ମିକ ସହର ପୁରୀ। ଏଠାରେ ରହିଛି ବହୁ ପୁରାତନ ମଠ, ମନ୍ଦିର ଓ ଧର୍ମଶାଳା।…
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚିଲିକା ସହ ଯୋଡ଼ିହୋଇଛି ଆଉଏକ ସଫଳତା। ଦୀର୍ଘଦିନର ପ୍ରତୀକ୍ଷା ପରେ ଚିଲିକା ହ୍ରଦ କୂଳରେ ନିର୍ମାଣ ହୋଇଛି ଓଡ଼ିଶାର ପ୍ରଥମ ଫିଶ୍ ମ୍ୟୁଜିୟମ୍ ବା ମାଛ…