ରାଜ୍ୟ

କରୋନାରେ ଆଖି ବୁଜିଲେ ଦିଗପହଣ୍ଡି ବିଜୁ ଯୁବ ବାହିନୀ ସଦସ୍ୟ

ଦିଗପହଣ୍ଡି,୧୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସାନଦାଣ୍ଡ ସାହି ନିବାସୀ ତଥା ବିଜୁ ଯୁବ ବାହିନୀ ସଦସ୍ୟ ଏମ. ଶିବରାମଙ୍କର ଶନିବାର କରୋନାରେ ମୃତ୍ୟୁ ଘଟିଛି। ଗତ କିଛିଦିନ…

5 years ago

କରୋନା ଆକ୍ରାନ୍ତ ୨ ବିଧାୟକଙ୍କ ସହ କଥାହେଲେ ନବୀନ

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ଓ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନାରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି। ଉଭୟ ବିଧାୟକଙ୍କ…

5 years ago

ରାଜଧାନୀରେ ମାଡ଼ି ଚାଲିଛି କରୋନା: ଆଜି ଚିହ୍ନଟ ହେଲେ ଆଉ ୩୮

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜଧାନୀରେ ଶନିବାର ଆଉ ୩୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୬ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୧୨ ଲୋକାଲ କେସ୍‌ ରହିଛି। ସେହିଭଳି…

5 years ago

ଜଗତ୍‌ସିଂହପୁରବାସୀଙ୍କୁ ଟୁଇନ୍‌ ସିଟି ମନା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥିତିରେ ଜଗତ୍‌ସିଂହପୁରବାସୀଙ୍କୁ ଟୁଇନ୍‌ସିଟି କଟକ, ଭୁବନେଶ୍ୱର ଯିବାକୁ ବାରଣ କରାଯାଇଛି। ଏ…

5 years ago

ପୁରୀ ସେବାୟତଙ୍କ ୩ୟ ପର୍ଯ୍ୟାୟ କୋଭିଡ ଟେଷ୍ଟ ଆରମ୍ଭ

ପୁରୀ ଅଫିସ,୧୧।୭: ଶେଷ ହୋଇଛି ରଥଯାତ୍ରା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ରଥଯାତ୍ରା କିଭଳି ଭାବେ ସମ୍ପର୍ଣ୍ଣ ହୋଇଛି ସେ ନେଇ ରାଜ୍ୟ ସରକାର ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ରିପୋର୍ଟ…

5 years ago

୧୩ ଜିଲାବାସୀଙ୍କୁ ମାଲକାନଗିରି ମନା

କୋରୁକୋଣ୍ଡା, ୧୧।୭(ଡି.ଏନ୍‌.ଏ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏ ନେଇ ସବୁ ଜିଲାରେ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ଗ୍ରହଣ…

5 years ago

ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୫: ମୃତ୍ୟୁ ସଂଖ୍ୟା ୬୧କୁ ବୃଦ୍ଧି

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ ଶନିବାର ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୨ଜଣ…

5 years ago

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭୦ କରୋନା ପଜିଟିଭ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚିଲା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୫୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚିଛି। ଏ…

5 years ago

ଗଞ୍ଜାମ, ଯାଜପୁର ଫେରନ୍ତାଙ୍କୁ ଅନୁଗୋଳ ମନା: ଜିଲାପାଳ

ଅନୁଗୋଳ ଅଫିସ,୧୧।୭: ଅନୁଗୋଳ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଜିଲାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧ରେ ପହଞ୍ଚିଛି। ଏଥିରେ…

5 years ago

ବୟାନ ରେକର୍ଡ, ଟ୍ରେନ୍‌ ତଥ୍ୟ ମାଗିଲା ଜିଆର୍‌ପି

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଯୁବ ସାମାଜିକ କର୍ମୀ ଆଦିତ୍ୟ ଦାସ ମୃତ୍ୟୁ ଘଟଣା ଏବେବି ରହସ୍ୟ ହୋଇ ରହିଛି। ଭୁବନେଶ୍ୱର ଜିଆର୍‌ପି ଥାନା ପୋଲିସ ମାମଲାର ତଦନ୍ତ ଚଳାଇଥିଲେ ମଧ୍ୟ…

5 years ago