ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜ୍ୟରେ ଶୀତ ଗାଏବ ହୋଇଯାଇଛି। ଆସନ୍ତା ୨୫ ତାରିଖ ଯାଏ ଶୀତର ଦେଖା ମିଳିବ ନାହିଁ। ଓଡ଼ିଶା ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।…
ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ):ବିଧାନସଭାର ମୌସୁମୀ ଅଧିବେଶନ ଭଳି ଆସନ୍ତା ଶୀତ ଅଧିବେଶନରେ ମଧ୍ୟ ପ୍ରଶ୍ନକାଳ ରହିବ ନାହିଁ। ଏହାକୁ ବାତିଲ କରିଦିଆଯାଇଛି। କୋଭିଡ୍ ଗାଇଡ୍ଲାଇନ ଅନୁଯାୟୀ ଗୃହ ଚାଲିବ।…
ଜଗତ୍ସିଂହପୁର ଅଫିସ, ୧୯ା୧୧:ଜଗତ୍ସିଂହପୁର ଜିଲାରେ ନିମ୍ନମାନର ବିହନକୁ ନେଇ ଚାଷୀ ବିଭିନ୍ନ ସମୟରେ କ୍ଷତିଗ୍ରସ୍ତ ହେଉଥିବା ଅଭିଯୋଗ ହୋଇଆସିଛି। ଏବେ ସାରଳା ଓ ଆର୍ଜିଏଲ୍-୨୫୩୭ ସରକାରୀ ଧାନ…
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ଓଡ଼ିଶାକୁ ମିଳିଛି ‘ଶ୍ରେଷ୍ଠ ମେରାଇନ୍ ଷ୍ଟେଟ୍’ ଆଓ୍ବାର୍ଡ। କେନ୍ଦ୍ର ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରଣାଳୟ ଓଡ଼ିଶାକୁ ଦେଶର ଶ୍ରେଷ୍ଠ ସାମୁଦ୍ରିକ ରାଜ୍ୟର ମାନ୍ୟତା ଦେଇଛି। ଆସନ୍ତା ୨୧…
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ)-କରୋନା ମୁକାବିଲା ପାଇଁ ବିଭିନ୍ନ ଟୀକାର ପରୀକ୍ଷା ନିରୀକ୍ଷା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ନିକଟରେ ଟୀକାମିଳିବାର ଆଶା ଉଜ୍ୱଳ ହୋଇଛି। ଟୀକା ପ୍ରଦାନ ସମୟରେ ସ୍ବାସ୍ଥ୍ୟ କର୍ମୀ…
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ) : ରାଜଧାନୀରେ ବେଧଡ଼କ ଭାବେ ଚାଲିଥିବା ଡ୍ରଗ୍ସ କାରବାରରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) କର୍ମଚାରୀ। ଲିଙ୍ଗରାଜ ଥାନା ପୋଲିସ ପୁରୁଣା ଭୁବନେଶ୍ୱରିରେ ଚଢ଼ାଉ କରି…
ଭୁବନେଶ୍ୱର,୧୮ ା୧୧(ବ୍ୟୁରୋ)- ରାଜ୍ୟରେ ବୁଧବାର ଆଉ ୧୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୧୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୦୩, ମୟୂରଭଞ୍ଜରୁ…
ବଲାଙ୍ଗୀର ଅଫିସ,୧୮।୧୧-ବହୁ ଚର୍ଚ୍ଚିତ ବଲାଙ୍ଗୀର ପାଟଣାଗଡ ଗଣହତ୍ୟା ମାମଲାର ବୁଧବାର ପର୍ଦ୍ଦାଫାସ୍ ହୋଇଛି। ଏହି ମାମଲାରେ ପୋଲିସ ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟ ୨…
କେନ୍ଦୁଝର,୧୮ା୧୧(ସ୍ବ.ପ୍ର.)-ସଦର ଥାନା ଶୁଆକାଠି ପାଟେଶ୍ୱର ମନ୍ଦିର ନିକଟ ବାଂଶପାଳ-କେନ୍ଦୁଝର ରାସ୍ତାରେ ବୁଧବାର ଏକ ଟ୍ରକ ଭାରସାମ୍ୟ ହରାଇ ଦୋକାନ ଭିତରେ ପଶିଯାଇଛି। ଫଳରେ ଦୋକାନ ମାଲିକ ଦୋଳଗୋବିନ୍ଦ…
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୪୦ ରହିଛି।…