ମାଲକାନଗିରି,୨୬ା୪: ମାଲକାନଗିରି ଜିଲା ସଦରସ୍ଥିତ କୋଭିଡ୍ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ମହିଳା ସୋମବାର ଏକ ଶିଶୁପୁତ୍ର ଜନ୍ମ ଦେଇଛନ୍ତି। ମହିଳା ଜଣକ କରୋନା ସଂକ୍ରମିତ ହୋଇଥିବାରୁ…
ଟିଟିଲାଗଡ଼, ୨୬।୪: ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଲୁଟ୍ପାଟ୍ ବଢି ଚାଲିଛି। ସୋମବାର ଟଙ୍କା, ସୁନା ଲୁଟିବା ବେଳେ ଲୁଟେରା ପାଟ୍ରୋଲିଂ କରୁଥିବା ପୋଲିସ ସହ ମୁହଁାମୁହିଁ…
ଭୁବନେଶ୍ୱର,୨୬।୪(ବ୍ୟୁରୋ): ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ମଙ୍ଗଳବାରଠାରୁ ନାମଲେଖା ଆରମ୍ଭ ହେବ। ମେ’ ୩୧ ସୁଦ୍ଧା ସମସ୍ତ ସ୍କୁଲରେ ନାମଲେଖା…
ଭୁବନେଶ୍ୱର,୨୬।୪: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୫୧ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୫୭ ସଂକ୍ରମିତ…
ଭବାନୀପାଟଣା,୨୬।୪ କଳାହାଣ୍ଡି ବଣିକ ସଂଘ ପକ୍ଷରୁ ଆସନ୍ତା ୨୮ ରୁ ମେ’ ୨ ତାରିଖ ପର୍ଯ୍ୟନ୍ତ ଭବାନୀପାଟଣା ସହରାଞ୍ଚଳର ସମସ୍ତ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ କରିବାକୁ…
ଭୁବନେଶ୍ୱର,୨୬ା୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମଙ୍ଗଳପୁର ବ୍ଲକ କଂଗ୍ରେସ କାର୍ଯ୍ୟାଳୟରୁ ବିଶ୍ୱକେଶନ ସମର୍ଥକଙ୍କ ସହ…
ଭୁବନେଶ୍ୱର,୨୬।୪(ବ୍ୟୁରୋ): ପରୀକ୍ଷା କେବେ ହେବ ଏଯାବତ୍ ସ୍ଥିର ହୋଇ ନାହିଁ, ଏପରି ସ୍ଥିତି ଲାଗି ରହିଲେ ଆଗକୁ ଉଚ୍ଚ ଶିକ୍ଷାରେ ଅନେକ ଅସୁବିଧା ହେବ । ତେଣୁ…
ଫୁଲବାଣୀ ଅଫିସ,୨୬।୪: କନ୍ଧମାଳ ଜିଲାର ପୂର୍ବତନ ଏମ୍ପି ସୁଗ୍ରୀବ ସିଂଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ମିଳିଥିବା ସୂଚନା ଅନୁସାରେ, ସିଂ…
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ ତଥା ଓପିଏସ୍ସି ପରୀକ୍ଷା ଆସନ୍ତା ୨୮ ତାରିଖ ତଥା ବୁଧବାର ଅନଷ୍ଠିତ ହେବ। ଗତ ୨୫ ତାରିଖରେ ଏହି ପରୀକ୍ଷା ହେବା…
ପୁରୀ ଅଫିସ,୨୬।୪: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଚାଲିଛି । ନୟାଗଡ଼ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ପହଞ୍ଚିଛି।…