ରାଜ୍ୟ

ପାଟଣା କଲେଜ ନିର୍ବାଚନ: ସରିଲା ପ୍ରଚାର, ବିରିୟାନି-ଗୁପ୍‌ଚୁପ୍‌ରେ କମ୍ପିଲା କଲେଜ କ୍ୟାମ୍ପସ୍…

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନୀ ପ୍ରଚାରର ଶେଷ ଦିନରେ କଲେଜ ପରିସର ଚଳଚଞ୍ଚଳ…

3 weeks ago

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର  ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

3 weeks ago

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

3 weeks ago

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

3 weeks ago

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

3 weeks ago

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

3 weeks ago

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

3 weeks ago

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

3 weeks ago

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା  ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

3 weeks ago

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା  ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

3 weeks ago