ରାଜ୍ୟ

ଭିଜିଲାନ୍ସ, ବନ ବିଭାଗର ମିଳିତ ଚଢ଼ାଉ: ୨୬ ଲକ୍ଷ ଟଙ୍କାର ସାମଗ୍ରୀ ଜବତ

ଖୋର୍ଦ୍ଧା ଅଫିସ,୧୦।୧୧: ବାଲିପାଟଣା ବନାଞ୍ଚଳର ଧାନହରା ଏବଂ ଡେଙ୍ଗ କରତକଳ ଉପରେ ମଙ୍ଗଳବାର ସକାଳୁ ଖୋର୍ଦ୍ଧା ବନଖଣ୍ଡ ଏବଂ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ମିଳିତ ଭାବେ…

5 years ago

ଦାଦାବଟି ମାଗିବା ଅଭିଯୋଗରେ ପୂର୍ବତନ କର୍ପୋରେଟର ରଞ୍ଜିତା ଗିରଫ

କଟକ ଅଫିସ, ୧୦।୧୧: ଦାଦାବଟି ମାଗିବା ଅଭିଯୋଗରେ ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳଙ୍କୁ ଗିରଫ କରାଯାଇଛି। ରଞ୍ଜିତାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଜଣେ…

5 years ago

ଆଗରେ ଚାଲିଛି ବିଜେଡି: ତିର୍ତ୍ତୋଲରେ ୧୭,୪୧୫ ଭୋଟରେ ଆଗୁଆ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ଭୋଟ ଗଣତି ଜାରି ରହିଛି। ଉଭୟ ଆସନରେ ବିଜେଡି ଆଗୁଆ ଥିବା ଜଣାପଡ଼ିଛି। ତିର୍ତ୍ତୋଲ ବିଧାନସଭାରେ…

5 years ago

୨୦ରୁ ବିଧାନସଭା ଶୀତ ଅଧିବେଶନ: ପୂର୍ବରୁ ହେବ କୋଭିଡ୍‌ ଟେଷ୍ଟ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ। କରୋନା କଟକଣାକୁ ଦୃଷ୍ଟିରେ ରଖି ବିଧାନସଭାର ଶୀତ ଅଧିବେଶନ ପୂର୍ବରୁ କୋଭିଡ୍‌ ଟେଷ୍ଟକୁ…

5 years ago

ସ୍କୁଲ ଫି’ ଛାଡ ପ୍ରସଙ୍ଗ: ହାଇକୋର୍ଟଙ୍କ ଉପରେ ଛାଡିଲେ ସରକାର

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ହାଇକୋର୍ଟରେ ଘରୋଇ ସ୍କୁଲ ଫି’ ଛାଡ ଆବେଦନ ମାମଲା। ରାଜ୍ୟ ସରକାର ସ୍କୁଲ ଫି’ ଛାଡ ନିଷ୍ପତ୍ତି ହାଇକୋର୍ଟଙ୍କ ଉପରେ ଛାଡି ଦେଇଛନ୍ତି। ତେଣୁ…

5 years ago

ଆଗରେ ଚାଲିଛି ବିଜେଡି: ତିର୍ତ୍ତୋଲରେ ୧୦,୭୩୬ ଭୋଟରେ ଆଗୁଆ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ଭୋଟ ଗଣତି ଜାରି ରହିଛି। ଉଭୟ ଆସନରେ ବିଜେଡି ଆଗୁଆ ଥିବା ଜଣାପଡ଼ିଛି। ତିର୍ତ୍ତୋଲ ବିଧାନସଭାରେ…

5 years ago

ପଣ୍ୟ ପରିବହନରେ ପୂର୍ବତଟ ରେଳପଥ ଦେଶରେ ପ୍ରଥମ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ପୂର୍ବତଟ ରେଳପଥ ଚଳିତ ଆର୍ଥିକ ବର୍ଷରେ ଅର୍ଥାତ୍‌ ଏପ୍ରିଲ ପହିଲାରୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ପ୍ରାୟ ୧୦୪.୮୮ ନିୟୁତ ଟନ୍‌ ମାଲ ପରିବହନ କରିଛି। ଫଳରେ…

5 years ago

ଟେରାକୋଟା ଟ୍ରେଣ୍ଡ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ଭିଣ୍ଟେଜ୍‌ ଟ୍ରେଣ୍ଡ୍‌ ଆଜିକାଲି ମାର୍କେଟରେ ବେଶ୍‌ ଚାଲିଛି। ପୂର୍ବଜମାନେ ବ୍ୟବହାର କରୁଥିବା କିଛି ସାମଗ୍ରୀ ଏବେ ପୁଣିଥରେ ଲୋକଙ୍କ ମଧ୍ୟରେ ଆଦୃତ ହେଉଛି। କେବଳ ଦେଖାସୁନ୍ଦର…

5 years ago

ବାଲେଶ୍ୱର ଫଳାଫଳ: ଚତୁର୍ଥ ରାଉଣ୍ଡ ଶେଷରେ ବି ବିଜେଡି ଆଗରେ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ବାଲେଶ୍ୱରରେ ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ଆଗରେ…

5 years ago

ଆଗେଇ ଚାଲିଛି ବିଜେଡି: ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ତିର୍ତ୍ତୋଲରେ ୬,୪୦୦ ଭୋଟ୍‌ରେ ଆଗୁଆ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତିର୍ତ୍ତୋଲରେ ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ୬,୪୦୦…

5 years ago