ରାଜ୍ୟ

ଗଞ୍ଜାମରେ କରୋନା ସ୍ଥିତି ଅସମ୍ଭାଳ: ୨ ଆଇଏଏସ୍‌ ପରେ ଗଲେ ୬ ଓଏଏସ୍‌

ଭୁବନେଶ୍ୱର,୪।୭(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଗଞ୍ଜାମ ଜିଲା। ଗୋଟିଏ ପଟେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୬୦୧ରେ ପହଞ୍ଚିଥିବା ବେଳେ ସେଥିରୁ ୨୦୬୬ଜଣ ଗଞ୍ଜାମର। ଏପରିକି ଦିନକୁ ଦିନ…

5 years ago

କରୋନା ଜାଲରେ କଟକ ସହର: ଚିହ୍ନଟ ହେଲେ ଆଉ ୧୧ ଆକ୍ରାନ୍ତ

କଟକ ଅଫିସ, ୪।୭: କଟକରେ ଶନିବାର ଆଉ ୧୧ ନୂଆ କରୋନା ପଜିଟିଭ୍‌ କେସ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୧୬…

5 years ago

ଗଞ୍ଜାମ ଜିଲା ପାଇଁ ୨ ସ୍ପେଶାଲ ଏଡିଏମ୍‌ ନିଯୁକ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ୨ ଆଇଏଏସ୍‌ ଅଫିସର କରୋନା ପରିଚାଳନା ପାଇଁ ଜିଲାକୁ ଯିବେ।…

5 years ago

ଅପରାହ୍ନ ସାଢ଼େ ୨ଟାରେ ରାଜ୍ୟ ସରକାରଙ୍କ ଜରୁରୀ ପ୍ରେସ୍‌ମିଟ୍‌

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ଜନିତ ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥଳେ ପରିସ୍ଥିତିକୁ କିଭଳି ସାମ୍ନା କରିହେବ ତାହା ପ୍ରଶାସନର ମୁଣ୍ଡବିନ୍ଧାର…

5 years ago

କଟକ ସହର ମାଳିସାହି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

କଟକ ଅଫିସ,୪।୭: କଟକ ସହର ରାଣୀହାଟସ୍ଥିତ ମାଳିସାହି ବସ୍ତିରୁ ଶୁକ୍ରବାର ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏ ନେଇ ଉକ୍ତ ବସ୍ତିକୁ ଶନିବାର କଟକ…

5 years ago

ବିଶ୍ୱ ଦରବାରରେ ଚମକିଲେ ଓଡ଼ିଆ ଝିଅ ବୈଶାଳୀ

ଭୁବନେଶ୍ୱର,୪।୭(ବ୍ୟୁରୋ): ବିଶ୍ୱ ଦରବାରରେ ଚମକିଲେ ଓଡ଼ିଆ ଝିଅ। ପୁରୀରେ ଜନ୍ମିତ ତଥା ଇଂଲଣ୍ଡର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଟପ୍ପର ବୈଶାଳୀ ମହାନ୍ତି ଜାତିସଂଘର ନୀତି ଅଧିକାରୀ ଭାବେ ନିଯୁକ୍ତ…

5 years ago

୬ରୁ ଖୋଲିବ ଏହିସବୁ ଦର୍ଶନୀୟ ସ୍ଥାନ

ଭୁବନେଶ୍ୱର, ୪।୭(ବ୍ୟୁରୋ): କରୋନା ପାଇଁ ଓଡ଼ିଶାରେ ବନ୍ଦ ଥିବା କିଛି ଦର୍ଶନୀୟ ସ୍ଥାନ ଖୋଲାଯିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୬ ତାରିଖରୁ କିଛି ଦର୍ଶନୀୟ ସ୍ଥାନ ଖୋଲିବ…

5 years ago

ବରଗଡ଼ରୁ ପୁଣି ୨କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ରେ ପହଞ୍ଚିଲା

ବରଗଡ଼ ଅଫିସ,୪।୭: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହି କ୍ରମରେ ଶନିବାର ଜିଲାରେ ପୁଣି ୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି…

5 years ago

CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ; ଅଛନ୍ତି ଗଞ୍ଜାମରୁ ୩, ଖୋର୍ଦ୍ଧାରୁ ୨

ଭୁବନେଶ୍ୱର, ଛତ୍ରପୁର, ୪।୭(ବ୍ୟୁରୋ/ଡି.ଏନ୍‌.ଏ.): ଶନିବାର ରାଜ୍ୟରେ କରୋନା ଆକ୍ରାନ୍ତରେ ଆଉ ୫ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ…

5 years ago

CORONAVIRUS UPDATE: ରାଜ୍ୟରେ ପୁଣି ୪୯୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ ରେ ପହଞ୍ଚିଲା

ଭୁବନେଶ୍ୱର, ୪।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୪୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ରେ ପହଞ୍ଚିଛି। ଏ…

5 years ago