ଚିତ୍ରକୋଣ୍ଡା,୨୪।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳ ଅନ୍ତର୍ଗତ ପଣସପୁଟ ପଞ୍ଚାୟତ ଗୋରାସେତୁ ନିକଟ ହାଣ୍ଡିଖାଲ ଜଙ୍ଗଲରେ ରବିବାର ବିଏସ୍ଏଫ ଯବାନ ସର୍ଚ୍ଚ ଅପରେଶନ ଆରମ୍ଭ…
ଭୁବନେଶ୍ୱର,୨୪।୧(ବ୍ୟୁରୋ): ମହାପ୍ରଭୁଙ୍କ ଦର୍ଶନରୁ ଆଉ ଏକ ବାଧାକୁ ହଟାଯିବ। ସେଠାରେ ଲଗାଯାଇଥିବା ବ୍ୟାରିକେଡକୁ ସୋମବାରଠାରୁ ହଟାଯିବା ନେଇ ପୁରୀ ଏସ୍ପି କନଓ୍ବର ବିଶାଲ ସିଂହ ରବିବାର ସୂଚନା…
ଭୁବନେଶ୍ୱର,୨୪।୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍ ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପରେଡ ସ୍ଥଳ ଗାନ୍ଧୀମାର୍ଗରେ ୩୦ ପ୍ଲାଟୁନ୍ ଫୋର୍ସ…
ରାଜନଗର,୨୪।୧(ଡି.ଏନ୍.ଏ.) : କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖରୁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଥିଲା। ତେବେ ଏହା ଆଜି ସକାଳେ ଖୋଲିଛି। ପ୍ରଥମେ ଭିତରକନିକାକୁ…
ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଆସନ୍ତା ୨୬ ତାରିଖଠାରୁ ୟୁନିଟ୍-୧ସ୍ଥିତ ଆଦିବାସୀ ପଡ଼ିଆରେ ହେବାକୁ ଥିବା ଆଦିବାସୀ ମେଳା-୨୦୨୧ ପାଇଁ ଏକ ପ୍ରସ୍ତୁତି ବୈଠକ ଶନିବାର ଆଦିବାସୀ ପଡ଼ିଆଠାରେ ଅନୁଷ୍ଠିିତ ହୋଇଯାଇଛି।…
ଭୁବନେଶ୍ୱର,୨୪।୧(ବ୍ୟୁରୋ): ରବିବାର ରାଜ୍ୟରେ ୧୫୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୩୦୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…
କେନ୍ଦ୍ରାପଡ଼ା ଅଫିସ,୨୪।୧: କେନ୍ଦ୍ରାପଡ଼ା ଜିଲା ସର୍ଭେ ରିପୋର୍ଟ ଅନୁଯାୟୀ ମଧ୍ୟମ ଓ ବୃହତ୍ ଶିଳ୍ପ ସଂଖ୍ୟା ଶୂନ । ଜିଲାର ଅର୍ଥନୀତି ୭୯ ପ୍ରତିଶତ ଚାଷ ଦ୍ୱାରା…
ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଓଡ଼ିଶାର ଲୋକନୃତ୍ୟ ମୋହରେ ପଡ଼ିଛନ୍ତି ବିଦେଶୀ। ମୟୂରଭଞ୍ଜର ପ୍ରସିଦ୍ଧ ଛଉନୃତ୍ୟ ରାଜ୍ୟ ଓ ରାଜ୍ୟ ବାହାରେ ବିଶେଷ ଲୋକପ୍ରିୟତା ହାସଲ କରିଛି। ଓଡ଼ିଶୀ ନୃତ୍ୟ ପରେ…
କେନ୍ଦୁଝର, ୨୪।୧(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ ପୁରୀ -ବଡ଼ବିଲ ଇଣ୍ଟରସିଟି ଏକ୍ସପ୍ରେସ ଚଳାଚଳ ପାଇଁ ଏମ୍ପି ଚନ୍ଦ୍ରାଣୀ ମୂର୍ମୁ କେନ୍ଦ୍ର ରେଳମନ୍ତ୍ରୀଙ୍କଠାରେ ଦାବି କରିଛନ୍ତି। କରୋନା ମହାମାରୀ ପାଇଁ…