ରାଜ୍ୟ

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୨୫ ଆକ୍ରାନ୍ତ, ଅଛନ୍ତି ଖୋର୍ଦ୍ଧାର ସର୍ବାଧିକ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୫ କରୋନା ଆକ୍ରାନ୍ତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଟୁଇଟ୍‌ କରି ସୂଚନା…

6 years ago

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ତାଳଧ୍ୱଜ ରଥ

ପୁରୀ ଅଫିସ, ୨୩।୬: ନବ ଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଭାଉଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀକୁ ଯାତ୍ରା କରୁଛନ୍ତି ମହାପ୍ରଭୁ। ପ୍ରଥମେ ପୂର୍ବାହ୍ନ ୧୧ଟା ୫୫ରେ ସିଂହଦ୍ୱାର…

6 years ago

ଭୁବନେଶ୍ୱରରୁ ଆଉ ୨ କରୋନା ପଜିଟିଭ ଚିହ୍ନଟ: ୫ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୩।୬(ବ୍ୟୁରୋ): ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଜଣେ…

6 years ago

ସାତ ଦିନରେ ସାତ ରଙ୍ଗର ପାଟ

ମହାପ୍ରଭୁଙ୍କ ସବୁ ପରମ୍ପରା ଭଳି ତାଙ୍କ ବସ୍ତ୍ର ସମ୍ଭାରରେ ବି ରହିଛି ସ୍ବକୀୟତା। ବିଶେଷତଃ ତାଙ୍କୁ ଲାଗି ହେଉଥିବା ବସ୍ତ୍ର ‘ଖଣ୍ଡୁଆ ପାଟ’ ଭାବରେ ପରିଚିତ। ବଡସିଂହାର…

6 years ago

ଶେଷରେ ଗଡ଼ିଲା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ

ପୁରୀ ଅଫିସ, ୨୩।୬: ବହୁ ପ୍ରତୀକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି ତିନି ରଥ। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପଛକୁ ଦେବୀ…

6 years ago

କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ୱର, ୨୩।୬(ବ୍ୟୁରୋ): କଂଗ୍ରେସ ଭବନରେ ମଙ୍ଗଳବାର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ନୂତନ ଯୁବ କଂଗ୍ରେସ ସଭାପତି ସ୍ମୃତି ଲେଙ୍କାଙ୍କ ନିଯୁକ୍ତିକୁ ନେଇ ଦୁଇ ଗୋଷ୍ଠୀ…

6 years ago

ବ୍ୟାରିକେଟ୍‌ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ ରଥ

କେନ୍ଦୁଝର,୨୩।୬(ସ୍ବ.ପ୍ର.): ବ୍ୟାରିକେଟ୍‌ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ ଅର୍ଥାତ କେନ୍ଦୁଝରର ଆରାଧ୍ୟ ପ୍ରଭୁ ଶ୍ରୀ ବଳଦେବ ଜୀଉଙ୍କ ରଥ। ପ୍ରତିବର୍ଷ ରଥଯାତ୍ରାରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇ…

6 years ago

ଶ୍ରୀଗୁଣ୍ଡିଚା ଅଭିମୁଖେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ

ପୁରୀ ଅଫିସ, ୨୩।୬: ବହୁ ପ୍ରତିକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ବାହାରିଛନ୍ତି। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡିବା ପରେ…

6 years ago

ଅନ୍ୟ ରୋଗରେ ଆକ୍ରାନ୍ତ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଜଣେ କରୋନା ସଂକ୍ରମିତଙ୍କ ଅନ୍ୟ ରୋଗରେ ପୀଡିତ ଥିବା ଯୋଗୁ ମୃତ୍ୟୁ ଘଟିଛି। ସେ ହେଲେ କଟକ ଜିଲାର ୮୦ ବର୍ଷୀୟ…

6 years ago

୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୩।୬(ବ୍ୟୁରୋ): ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗୀର…

6 years ago