ଭୁବନେଶ୍ୱର,୫।୧(ବ୍ୟୁରୋ): ଦେଶର ସର୍ବବୃହତ୍ ଚଳଚ୍ଚିତ୍ର ମହୋତ୍ସବ ‘ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ଅଫ୍ ଇଣ୍ଡିଆ-୨୦୨୦’ ଆଇଏଫ୍ଏଫ୍ଆଇ ଗୋଆରେ ଏଥର ପ୍ରଦର୍ଶିତ ହେବ ୩ ଓଡ଼ିଆ ଚଳଚ୍ଚିତ୍ର। ଏହାସହ ଗତବର୍ଷ…
କଟକ ଅଫିସ,୫।୧(ଡି.ଏନ.ଏ.): ପୂର୍ବତନ ମନ୍ତ୍ରୀ ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଦେବବ୍ରତ ଦାସ…
ଭୁବନେଶ୍ୱର,୫।୧(ବ୍ୟୁରୋ): ବାଇକ୍ ଚାଳକଙ୍କ ସୁରକ୍ଷା କବଚ ହେଉଛି ହେଲ୍ମେଟ୍। ଦୁର୍ଘଟଣାଜନିତ ମୃତ୍ୟୁ ରୋକିବାକୁ ହେଲ୍ମେଟ୍ ପିନ୍ଧି ବାଇକ୍ ଚଳାଇବା ବାଧ୍ୟତାମୂଳକ କରାଯାଇଛି। କିଛିଦିନ ତଳେ ପରିବହନ ବିଭାଗ…
ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ଶୀତ ହ୍ରାସ ପାଇଛି। ଆଗାମୀ ଦିନରେ ଆହୁରି କମିବ। ମଙ୍ଗଳବାରଠାରୁ ଆସନ୍ତା ୯ ତାରିଖଯାଏ ପାରଦ ଉପରକୁ ଉଠିବ। ୧୦ ତାରିଖରୁ ୧ରୁ ୨…
ଭୁବନେଶ୍ୱର, ୫।୧(ବ୍ୟୁରୋ): ଚଳିତ ମାସରେ ଓଡ଼ିଶାକୁ କରୋନା ଟିକା ଆସିଯାଇପାରେ। ଏନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ସୋମବାର ସୂଚନା ଦେଇଛନ୍ତି।…
ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ୍/ନିଶ୍ଚିନ୍ତକୋଇଲି/ମାହାଙ୍ଗା/ ସାଲେପୁର,୫।୧(ସ୍ବ.ପ୍ର./ଡି.ଏନ୍.ଏ.) କଟକ ଜିଲା ମାହାଙ୍ଗା ବ୍ଲକର ନୃତାଙ୍ଗରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କୁ ହତ୍ୟା ଘଟଣାର ୧୩ତମ ଅଭିଯୁକ୍ତ…
ବଇଣ୍ଡା,୫ା୧(ଡି.ଏନ.ଏ.): ମେ’ ୩ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏହା ପୂର୍ବରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ପ୍ରସ୍ତୁତ କରିବା ପାଇଁ ରାଜ୍ୟ ସରକାର ଆସନ୍ତା ୮ ତାରିଖରୁ…
ଭୁବନେଶ୍ୱର, /କଟକ ଅଫିସ୍/ନିଶ୍ଚିନ୍ତକୋଇଲି/ମାହାଙ୍ଗା/ ସାଲେପୁର,୪ା୧: କଟକ ଜିଲା ମାହାଙ୍ଗା ବ୍ଲକର ନୃତାଙ୍ଗରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କୁ ହତ୍ୟା ଘଟଣାର ୧୩ତମ ଅଭିଯୁକ୍ତ…
ଦେବଗଡ଼,୪ା୧: ଦେବଗଡ଼ ଜିଲା ବାରକୋଟ ବ୍ଲକ ଅଧୀନ ଚକଡିହୀ(ନୂଆଁ ବାରକୋଟ) ଗ୍ରାମରେ ଶନିବାର ରାତିରେ ବନ୍ୟଜନ୍ତୁ ଆକ୍ରମଣରେ ୧୫ଟି ଛେଳି ଓ ୨ଗୋରୁର ମୃତ୍ୟୁ ଘଟିଛି। ଏହାସହ…
ବରଗଡ଼ ଅଫିସ୍,୪।୧: ବରଗଡ଼ ଜିଲାରେ ଅସଲି ବ୍ରାଣ୍ଡ୍ ଆଳରେ ନକଲି କାରବାର ଚାଲିଛି। ସାର, ବିହନ, କୀଟନାଶକକୁ ଅସଲି ବ୍ରାଣ୍ଡ୍ ଦର୍ଶାଇ ବିଭିନ୍ନ କମ୍ପାନୀ ଏଭଳି କାରବାର…