ରାଜ୍ୟ

ଅଭିମାନ କଲେ ଭକ୍ତ: ଗରିବକୁ ମିଳିଲାନି ଦର୍ଶନ

ପୁରୀ ଅଫିସ, ୪।୧: ସର୍ବସାଧାରଣ ଦର୍ଶନବେଳେ ବଡଦାଣ୍ଡରେ ରବିବାର ଅନେକ ଏଭଳି ଶ୍ରଦ୍ଧାଳୁଙ୍କୁ ଦେଖିବାକୁ ମିଳିଥିଲା, ଯେଉଁମାନେ ବିନା କୋଭିଡ୍‌ ରିପୋର୍ଟରେ ଆସି ମହାପ୍ରଭୁଙ୍କ ଦୁଆରେ ଠିଆ…

5 years ago

କଳାହୀରାର କଳାବଜାର

ଯାଜପୁର ଅଫିସ,୪।୧: କଳାହୀରା କୋଇଲାର କଳାବଜାର ତାଳଚେରଠାରୁ ଯାଜପୁର ଜିଲା ଷଠିପୁର ପର୍ଯ୍ୟନ୍ତ ଲମ୍ବିଛି। ଏହାର କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ବର୍ଷକ ମଧ୍ୟରେ…

5 years ago

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ୍‌,୪।୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଏସ୍‌.ମୁରଲୀଧର ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସକାଳ ୧୦ଟାରେ ତାଙ୍କୁ ପଦ ଏବଂ…

5 years ago

ଆଉ ୩ଦିନ ଘନ କୁହୁଡ଼ି: ସତର୍କ ରହିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ଆଉ ୩ଦିନ ଘନକୁହୁଡ଼ି ରହିବ। କୁହୁଡ଼ିକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେବାକୁ ଏସ୍‌ଆର୍‌ସି ସମସ୍ତ ଜିଲାପାଳ ଓ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି। କୁହୁଡ଼ି…

5 years ago

ମାହାଙ୍ଗା ଡବଲ ମର୍ଡର: ବିଜେଡିକୁ ଭାଜପାର ଅଙ୍ଗୁଳି

ଭୁବନେଶ୍ୱର,୪।୧(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଦଳର ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି, ପଶ୍ଚିମବଙ୍ଗ ପରି ଓଡ଼ିଶାରେ ରାଜନୈତିକ ହିଂସା ଦେଖାଦେଇଛି। ପଶ୍ଚିମବଙ୍ଗ…

5 years ago

ସଂଗ୍ରାମ ପୁଣି ଜଗତ୍‌ସିଂହପୁର ଜିଲାପାଳ

ଜଗତସିଂହପୁର ଅଫିସ,୪।୧: ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓଏସ୍‌ଡି ଭାବେ କାର୍ଯ୍ୟ କରୁଥିବା ସଂଗ୍ରାମ କେଶରୀ ମହାପାତ୍ର ପୁଣି ଜଗତ୍‌ସିଂହପୁର ଜିଲାପାଳ ଭାବେ ନିଯୁକ୍ତ ହୋଇଛନ୍ତି।…

5 years ago

ଆଜି ଶପଥ ନେବେ ହାଇକୋର୍ଟର ମୁଖ୍ୟ ବିଚାରପତି

ଭୁବନେଶ୍ୱର,୪।୧(ବ୍ୟୁରୋ): ସୋମବାର ଶପଥ ନେବେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଡକ୍ଟର ଏସ୍‌ ମୁରଲୀଧର। ସକାଳ ୯.୩୦ ମିନିଟରେ ରାଜଭବନରେ ଶପଥ ଗ୍ରହଣ ଉତ୍ସବ ରହିଛି…

5 years ago

ଆଜି ଦ୍ୱିତୀୟ ଦିନରେ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ଭୁବନେଶ୍ୱର,୪।୧(ବ୍ୟୁରୋ): ଦୀର୍ଘମାସର ପ୍ରତୀକ୍ଷା ପରେ ରବିବାର ରାଜ୍ୟର ସମସ୍ତ ମନ୍ଦିର ଖୋଲିଛି। ଭାବ ଓ ଭକ୍ତିମୟ ପରିବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଭଗବାନ। ଭୁବନେଶ୍ୱରର ପ୍ରସିଦ୍ଧ ଶୈବପୀଠ…

5 years ago

ସୁରକ୍ଷା ଖୋଜୁଛି ବାଘମାମୁଁ: ସଂଖ୍ୟା ବୃଦ୍ଧି ଉତ୍ସାହ ଭିତରେ ନୈରାଶ୍ୟ ଆଣିଛି ମୃତ୍ୟୁ

ଭୁବନେଶ୍ୱର,୪।୧(ବ୍ୟୁରୋ): ଆଈମା’ କାହାଣୀ ଶୁଣିବାବେଳେ ପିଲେ ଦୁଷ୍ଟ ହେଲେ ବାଘମାମୁ ଆସିବ କହି ଡରାଯାଏ। ଏବେ ସମୟ ବଦଳି ଯାଇଛି। ବାଘ ଛୁଆଟି କଥା ନ ମାନିଲେ…

5 years ago

ସଂଖ୍ୟା ବଢ଼ିଲେ ସମ୍ଭବ

ଅନୁଗୋଳ ଅଫିସ, ୪।୧: ୯ ମାସ ପରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମିଳିଛି ଅନୁମତି। ମାତ୍ର ୨ଶହ ଲୋକଙ୍କ ଉପସ୍ଥିତିରେ ମଞ୍ଚରେ କଳା ପ୍ରଦର୍ଶନ କରାଯାଇପାରିବ ବୋଲି ଜାନୁୟାରୀ ଗାଇଡ୍‌ଲାଇନ୍‌ରେ…

5 years ago