ଭୁବନେଶ୍ୱର,୪ା୧- ରାଜ୍ୟରେ ସୋମବାର ୨୯୮ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୬,୫୦୭ରେ ପହଞ୍ଚିଛି। ସୁନ୍ଦରଗଡ଼…
ଲୋଇସିଂହା,୪।୧: ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପ୍ୟାକ୍ସରେ ଧାନକିଣାରେ ଅଚଳାବସ୍ଥା ଦେଖାଦେଇଛି। ମିଲର୍ସଙ୍କ ଅସହଯୋଗ ଯୋଗୁ ଚାଷୀଙ୍କ ଧାନ ଉଠିବାରେ ସମସ୍ୟା ହେଉଛି। ମଣ୍ଡିରେ ୨୦ରୁ…
ଅତାବିରା, ୪।୧ (ଡି.ଏନ.ଏ): ବରଗଡ଼ ଜିଲା ଅତାବିରା ବ୍ଲକ କାଦୋବାହାଲ ପଞ୍ଚାୟତ ପୋଡବାଡି-ବରାହମୁଣ୍ଡା ଛକ କେନାଲ ହିଡରେ ରହୁଛନ୍ତି ଗଦାଧର ଡୋରା। ପରିବାର କହିଲେ ତାଙ୍କ ସ୍ତ୍ରୀ,…
ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍ ୮…
ଖୋର୍ଦ୍ଧା ଅଫିସ, ୪।୧: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାରୀ ସକାଳେ ଜଣେ ଯୁବକ ଆତ୍ମାହୁତି ଉଦ୍ୟମ କହିଛନ୍ତି। ପୋଲିସର ଉପସ୍ଥିତରେ ଯୁବକ ଦେହରେ କିରୋସିନ ଢାଳି…
ଭୁବନେଶ୍ୱର,୪।୧(ବ୍ୟୁରୋ) : ସୋମବାର ରାଜ୍ୟରେ ୧୮୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୪୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା…
ପୁରୀ ଅଫିସ, ୪।୧: ସର୍ବସାଧାରଣ ଦର୍ଶନବେଳେ ବଡଦାଣ୍ଡରେ ରବିବାର ଅନେକ ଏଭଳି ଶ୍ରଦ୍ଧାଳୁଙ୍କୁ ଦେଖିବାକୁ ମିଳିଥିଲା, ଯେଉଁମାନେ ବିନା କୋଭିଡ୍ ରିପୋର୍ଟରେ ଆସି ମହାପ୍ରଭୁଙ୍କ ଦୁଆରେ ଠିଆ…
ଯାଜପୁର ଅଫିସ,୪।୧: କଳାହୀରା କୋଇଲାର କଳାବଜାର ତାଳଚେରଠାରୁ ଯାଜପୁର ଜିଲା ଷଠିପୁର ପର୍ଯ୍ୟନ୍ତ ଲମ୍ବିଛି। ଏହାର କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ବର୍ଷକ ମଧ୍ୟରେ…
କଟକ ଅଫିସ୍,୪।୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଏସ୍.ମୁରଲୀଧର ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସକାଳ ୧୦ଟାରେ ତାଙ୍କୁ ପଦ ଏବଂ…
ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ଆଉ ୩ଦିନ ଘନକୁହୁଡ଼ି ରହିବ। କୁହୁଡ଼ିକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେବାକୁ ଏସ୍ଆର୍ସି ସମସ୍ତ ଜିଲାପାଳ ଓ ଏସ୍ପିଙ୍କୁ ଚିଠି ଲେଖିଛନ୍ତି। କୁହୁଡ଼ି…