ରାଜ୍ୟ

CORONAVIRUS UPDATE: ରାଜ୍ୟରେ ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଲା

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଛି। ଏ ନେଇ…

6 years ago

ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ

ବାଲେଶ୍ୱର ଅଫିସ/ଭୁବନେଶ୍ୱର, ୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କର ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ…

6 years ago

ଆକସ୍ମିକ ଭାବେ ଅପସରି ଗଲେ

କଟକ ଅଫିସ,୧୭ା୬: ନିଜ ଅଭିନୟର ଯାଦୁରେ ଲୋକଙ୍କ ଭିତରେ ତାରକା ଭାବେ ପରିଚିତ ହୋଇ ଆସିଲାବେଳକୁ ହଠାତ୍‌ ସେମାନଙ୍କ ଆକସ୍ମିକ ମୃତ୍ୟୁ ସମସ୍ତଙ୍କୁ ହତଚକିତ କରିଦିଏ। ପ୍ରତିଷ୍ଠା…

6 years ago

ମହାନଦୀରେ ଗୋପୀନାଥ ମନ୍ଦିର ଦଧିନଉତି ଦୃଶ୍ୟମାନ ଘଟଣା: ମନ୍ଦିରର ସ୍ଥିତି ଅନୁଧ୍ୟାନ ସହ ନମୁନା ନେଲେ ବିଶେଷଜ୍ଞ ଟିମ୍‌

ଭୁବନେଶ୍ୱର, ୧୭।୬(ବ୍ୟୁରୋ)/ ନୟାଗଡ଼ ଅଫିସ: ନୟାଗଡ଼ ଜିଲା ଭାପୁର ବ୍ଲକ୍‌ ଅନ୍ତର୍ଗତ ମହାନଦୀ ଗର୍ଭରେ ବୁଡ଼ି ରହିଛି ୫୦୦ବର୍ଷ ତଳର ଗୋପୀନାଥ ମନ୍ଦିର। ପାଣି ଉପରକୁ ମନ୍ଦିରର…

6 years ago

ପୁଣି ମାତିଲେ ସାଇବର ଠକ: ସେକେଣ୍ଡରେ ଆକାଉଣ୍ଟରୁ କଟିଗଲା ୮ ଲକ୍ଷ ଟଙ୍କା

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ପୋଲିସ ଏବଂ କ୍ରାଇମ୍‌ବ୍ରାଞ୍ଚର ବିଫଳତା ଫଳରେ ଦିନକୁ ଦିନ ସାଇବର ଅପରାଧୀମାନେ ମାତିଲେଣି। ସେମାନେ ବିଶେଷ କରି ଲକ୍‌ଡାଉନ୍‌ ସମୟରେ ଏକାଧିକ ଲୋକଙ୍କୁ ଟାର୍ଗେଟ କରି…

6 years ago

କୋଭିଡ୍‌ ପରୀକ୍ଷା ନେଇ ଭାଜପା-ବିଜେଡି ଭିତରେ କଟାକ୍ଷ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ଏହାସତ୍ତ୍ୱେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଦେଇଥିବା ନିର୍ଦ୍ଦେଶକୁ କୌଣସି ସରକାରୀ ଅଧିକାରୀ ପାଳନ…

6 years ago

ଆଜିଠୁ ଖୋଲିବ କଲେଜ, ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବୁଧବାରଠାରୁ ଖୋଲିବ। ଅଧ୍ୟାପକ ଓ କର୍ମଚାରୀମାନେ ଅଫିସ ଆସିବେ। କିନ୍ତୁ ପାଠପଢ଼ା ହେବ ନାହିଁ। ଏନେଇ ଗତ…

6 years ago

ଆଜି ଦଶମୂଳ ଲାଗି ହେବେ ଦାରୁଦିଅଁ

ପୁରୀ ଅଫିସ,୧୭ା୬: ଅଣସରରେ ଥିବା ମହାପ୍ରଭୁ ବୁଧବାର ଦଶମୂଳ ଲାଗି ହେବେ। ଜ୍ୱରରେ ପୀଡ଼ିତ ଦାରୁଦିଅଁ ଦଶମୂଳ ଲାଗି ହେଲେ ସୁସ୍ଥ ହୁଅନ୍ତି। ଏଥିଲାଗି ମଙ୍ଗଳବାର ସନ୍ଧ୍ୟାରେ…

6 years ago

ଭର୍ଚୁଆଲ ରାଲିକୁ ସମ୍ବୋଧିତ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ମୋଦିଙ୍କ ଉପରେ ଦେଶର ଜନତାଙ୍କ ବିଶ୍ୱାସ ବଢ଼ିଛି। ଅନ୍ୟ ରାଜନୈତିକ ବ୍ୟକ୍ତିତ୍ୱଙ୍କ ଅପେକ୍ଷା ୮୫ ପ୍ରତିଶତ ଲୋକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଶ୍ୱାସ କରିଛନ୍ତି। ଓଡ଼ିଶାରେ…

6 years ago

ରାଜ୍ୟରେ ୩୫୭୬ ପୁରୁଷ, ୫୮୭ ମହିଳା ଆକ୍ରାନ୍ତ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ଆଉ ୧୦୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚତ୍ଥିବାବେଳେ ୫୮୭ଜଣ ମହିଳା ଓ…

6 years ago