ବଲାଙ୍ଗୀର ଅଫିସ,୨୯।୧୨: ପେନ୍ସନ୍ ଟଙ୍କା ହଡପ୍ ମାମଲାରେ ବଲାଙ୍ଗୀର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ(ବିଇଓ) ଅଫିସର ନିଲମ୍ବିତ କନିଷ୍ଠ କିରାଣି ପ୍ରମୋଦ ରଥଙ୍କୁ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛ।…
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ମଙ୍ଗଳବାର ରାଜ୍ୟରୁ ଆଉ ୩୮୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ଟୁଇଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…
ବରଗଡ଼ ଅଫିସ୍,୨୯।୧୨: ବରଗଡ଼ ଜିଲା ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ଝାରପାଲି ଗ୍ରାମର ନିହାର ରଞ୍ଜନ ପ୍ରଧାନ ଇସ୍ରୋର ବୈଜ୍ଞାନିକ ଭାବେ ସୁଯୋଗ ପାଇଛନ୍ତି। ସେ ଆସନ୍ତା ଜାନୁୟାରୀରେ…
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ରାଜଧାନୀରୁ ମଙ୍ଗଳବାର ପୁଣି ୧୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍ସି ଟୁଇଟ୍ କରି ସୂଚନା ଦେଇଛି।…
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ବରିଷ୍ଠ ପୋଲିସ ଅଧିକାରୀ ଅରୁଣ ବୋଥ୍ରା ଏଡିଜି ପାହ୍ୟାକୁ ପଦୋନ୍ନତି ପାଇଛନ୍ତି। ଏଥିସହିତ ୮ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ୨୦୨୧ ଜାନୁୟାରୀ ୧ରୁ ପଦୋନ୍ନତି ଦିଆଯାଇଛି।…
ସବଡେଗା,୨୯।୧୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ତଲସରା ଥାନା ଅଧୀନ ସବଡ଼େଗା ରୁନିପଡ଼ାରେ ସ୍ବାମୀଙ୍କ ଚାପୁଡ଼ାରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିିଛି। ଘଟଣାର ୩ ଦିନ ପରେ ପୋଲିସ ମଙ୍ଗଳବାର ଘର…
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): କରୋନାର ନୂଆ ଷ୍ଟ୍ରେନକୁ ନେଇ ଆଶଙ୍କା ଲାଗି ରହିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ୨୧ ଲକ୍ଷ ସିରିଞ୍ଜ ସହ କୋଭିଡ-୧୯ ଟିକାର ସରଞ୍ଜାମ ଓଡ଼ିଶାରେ ଆସି…
ଭୁବନେଶ୍ୱର, ୨୯।୧୨(ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଥିବା ୩ ବ୍ରିଟେନ ଫେରନ୍ତା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ସେମାନେ ନୂଆ ଷ୍ଟ୍ରେନ ଦ୍ୱାରା ଆକ୍ରାନ୍ତ କି ନାହିଁ ଜାଣିବା…
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୧୨ ଜଣ ଲୋକାଲ କେସ୍ ଥିବା…