ପୁରୀ ଅଫିସ, ୨୯।୧୨: ପୁରୀ ଶ୍ରୀମନ୍ଦିରକୁ ବିନା ଅନୁମତିରେ ପ୍ରବେଶ କରିବା ଏଏନ୍ଏମ୍ କର୍ମୀଙ୍କୁ ମହଙ୍ଗା ପଡ଼ିଛି। ଭକ୍ତଙ୍କ ଥର୍ମାଲ ସ୍କ୍ରିନିଂ ଦାୟିତ୍ୱରେ ଥିବା ୪ ଏଏନ୍ଏମ୍ଙ୍କୁ…
ଖୋର୍ଦ୍ଧା ଅଫିସ,୨୯।୧୨: ଖୋର୍ଦ୍ଧା ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ଲକ୍ଡାଉନ, ଶଟ୍ଡାଉନ ସମୟରେ କୋଭିଡ୍ କଟକଣା, ଅପରାଧ, ଦୋକାନ ବଜାର ମଧ୍ୟରେ ଭିଡ଼ ନିୟନ୍ତ୍ରଣ ପୋଲିସ…
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରମୁଖ ସହଯୋଗୀ ଭି. ସର୍ବେଶ୍ୱର ରାଓଙ୍କୁ ସୋମବାରଠାରୁ ୨ ଦିନିଆ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ। ପ୍ରଥମେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା…
ଭୁବନେଶ୍ୱର, ୨୯।୧୨ (ବ୍ୟୁରୋ): ଜଗତ୍ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ହାସିମନଗର ନିବାସୀ ବରିଷ୍ଠ ସାମ୍ବାଦିକ ତଥା ଜ୍ୟୋତିର୍ବିଦ୍ ଦୋଳଗୋବିନ୍ଦ ପଣ୍ଡାଙ୍କ ମା’ ସରସ୍ବତୀ ପଣ୍ଡାଙ୍କ ଗତ…
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଧରିତ୍ରୀରେ କାର୍ଯ୍ୟରତ ବରିଷ୍ଠ ସହସମ୍ପାଦକ ଦୁର୍ଯ୍ୟୋଧନ ମିଶ୍ରଙ୍କ ମା’ ବିଶାଖା ଦେବୀଙ୍କ ରବିବାର ସନ୍ଧ୍ୟା ସାଢେ ୭ଟାରେ ହୃଦ୍ଘାତରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ…
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ମହିଳା ସଶକ୍ତୀରଣ ପ୍ରସଙ୍ଗରେ ବିଜେଡି-ଭାଜପା ଏବେ ମୁହାଁମୁହିଁ ହୋଇଛନ୍ତି। ଏହି ପ୍ରସଙ୍ଗରେ ଉଭୟ ଦଳର ନେତାଙ୍କ ଭିତରେ ବର୍ତ୍ତମାନ ଟୁଇଟ୍ ଯୁଦ୍ଧ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): କରୋନାଜନିତ ଲକ୍ଡାଉନ ପାଇଁ ସମଗ୍ର ଓଡ଼ିଶାରେ ବୁଣାକାରମାନେ ଅସୁବିଧା ଭୋଗୁଛନ୍ତି। ମେଳା, ମହୋତ୍ସବ ଓ ପ୍ରଦର୍ଶନୀ ବନ୍ଦ ଥିବାରୁ ବୁଣାକାରଙ୍କ ଉତ୍ପାଦିତ ସାମଗ୍ରୀ ବିକ୍ରି ହୋଇପାରୁନି।…
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ବରିଷ୍ଠ ଖ୍ୟାତନାମା ଓଡ଼ିଆ ସଙ୍ଗୀତଜ୍ଞ ଶାନ୍ତନୁ ମହାପାତ୍ର (୮୪) ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ନିମୋନିଆ ସହ ଅନ୍ୟ କେତେକ ରୋଗରେ…
ପୁରୀ ଅଫିସ, ୨୯।୧୨: ପୁରୀର ସ୍ବର୍ଣ୍ଣିମ ବେଳାଭୂମିକୁ ବିଧିବଦ୍ଧ ଭାବେ ମର୍ଯ୍ୟାଦାଜନକ ବ୍ଲୁ ଫ୍ଲାଗ୍ ମାନ୍ୟତା ମିଳିଛି। ଏଥିଲାଗି ପୁରୀ ବେଳାଭୂମି ୩୩ଟି ସର୍ତ୍ତ ପୂରଣ କରିଛି।…
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଓଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି…