ରାଜ୍ୟ

ଶିକ୍ଷାବିତ୍‌ ନିତ୍ୟାନନ୍ଦ ଶତପଥୀଙ୍କ ପରଲୋକ

ଭୁବନେଶ୍ୱର, ୩।୬(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକ, ପ୍ରାବନ୍ଧିକ ତଥା ସମାଲୋଚନ ପ୍ରଫେସର ନିତ୍ୟାନନ୍ଦ ଶତପଥୀ ଆଉ ନାହାନ୍ତି। ବୁଧବାର ସକାଳେ ତାଙ୍କର ପରଲୋକ ଘଟିଛି। ଗତ କିଛି ଦିନ…

6 years ago

କତା କାରଖାନାରେ ଅଗ୍ନିକାଣ୍ଡ: ଜଳିଗଲା ୫୦ ଲକ୍ଷ ଟଙ୍କାର ସମ୍ପତ୍ତି

ସାକ୍ଷୀଗୋପାଳ/ପିପିଲି, ୩।୬(ଡି.ଏନ.ଏ):  ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ପାଶର୍‌ବ ସାତଶଂଖ ନିକଟ ଶିରିଆପୁର ନାସନାଲ କୟର ଏକ କତା କାରଖାନାରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ତିନି…

6 years ago

ପରିବାର ସଦସ୍ୟଙ୍କ ମୃତ୍ୟୁ ପରେ ଅନ୍ୟ ୫ ସଦସ୍ୟଙ୍କ ଆତ୍ମହତ୍ୟା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ଜୀବନଗଲା

ଝାରସୁଗୁଡା ଅଫିସ,୩।୬: ଝାରସୁଗୁଡା ଥାନା ବିଟିଏମ୍‌ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ ଅଞ୍ଚଳରେ ପରିବାରର ଜଣେ ସଦସ୍ୟଙ୍କ ମୃତ୍ୟୁ ସହି ନ ପାରି ଅନ୍ୟ ୫ ଜଣ କୀଟନାଶକ…

6 years ago

୫ ଜିଲାରେ ଉଜାଡ଼ିବ ଜଙ୍ଗଲ, ଚାଷ

କଟକ ଅଫିସ,୩ା୬: ପାକିସ୍ତାନୀ ପଙ୍ଗପାଳ ଏବେ ଛତିଶଗଡ଼ରେ ଉପଦ୍ରବ ଚଳାଇଛି। କିନ୍ତୁ ଓଡ଼ିଶାରେ ସେମାନଙ୍କ ଆଗମନ ସୂଚନା ପାଇବା ପରେ ଫସଲ ବଞ୍ଚାଇବା ଚିନ୍ତାରେ ଚାଷୀଙ୍କ ଭିତରେ…

6 years ago

ଓଡ଼ିଶା ଫେରିବାକୁ ମଙ୍ଗଳସୂତ୍ର ବିକିଲେ: ବିକା ଟଙ୍କାରେ ସାଇକେଲ କିଣି ବେଙ୍ଗାଲୁରୁରୁ ଭଦ୍ରକ ଫେରିଲେ ଦମ୍ପତି

କଟକ ଅଫିସ,୩ା୬: ଜଣେ ସଧବା ନାରୀର ଅସ୍ମିତା ହେଉଛି ତା’ର ମଙ୍ଗଳସୂତ୍ର। କିନ୍ତୁ ଲକ୍‌ଡାଉନ୍‌ ଜନିତ ବେରୋଜଗାରି ଶ୍ରମିକମାନଙ୍କ ଦାରିଦ୍ର୍ୟ ଓ ଅଭାବକୁ ତେଜି ସେମାନଙ୍କୁ ଏଭଳି…

6 years ago

ରଥଯାତ୍ରା ସମ୍ପର୍କିତ ଜନସ୍ବାର୍ଥ ମାମଲା: ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ

କଟକ ଅଫିସ,୩ା୬: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ବାତିଲ କରିବା ପାଇଁ ହାଇକୋର୍ଟରେ ଯେଉଁ ଜନସ୍ବାଥର୍ର୍ ମାମଲା ରୁଜୁ ହୋଇଥିଲା, ସେଥିରେ ମଙ୍ଗଳବାର ରାଜ୍ୟ ସରକାର…

6 years ago

ବଡ଼ଦାଣ୍ଡକୁ ବାହାରିବନି ବିମାନ

ପୁରୀ ଅଫିସ,୩ା୬: ରାଜ୍ୟରେ ଦ୍ରୁତଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୂଆ ଗାଇଡ଼ଲାଇନ ଜାରି କରିଛନ୍ତି। ଜୁନ୍‌ ୩୦ ପର୍ଯ୍ୟନ୍ତ…

6 years ago

ବିରୋଧ ପରେ ପିପିଇ ରଖିଲେ

ଭୁବନେଶ୍ୱର,୩ା୬(ବ୍ୟୁରୋ): ରାଜ୍ୟକୁ ପ୍ରଥମେ ମନଇଚ୍ଛା ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପ୍‌ମେଣ୍ଟ(ପିପିଇ) କିଟ୍‌ ମଗାଇଦେଲେ। ତାହା ପହଞ୍ଚତ୍ବା ପରେ ରଖିବାକୁ ମନା କରିଦେଇଥିବା ରାଜ୍ୟ ସରକାର ଶେଷରେ ନିଜ ନିଷ୍ପତ୍ତି…

6 years ago

ଓଏଏସ୍‌ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩ା୬(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସରସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି…

6 years ago

ଚିନ୍ତା ବଢ଼ାଇଲେ ସ୍ଥାନୀୟ ଆକ୍ରାନ୍ତ

ଭୁବନେଶ୍ୱର, ୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୋଟିଏ ଦିନରେ ୧୮ଜିଲାରେ ଚିହ୍ନଟ ହୋଇଛନ୍ତି ଆଉ ୧୪୧ ନୂଆ ଆକ୍ରାନ୍ତ। ତେବେ…

6 years ago