ରାଜ୍ୟ

ଜୁନ୍‌ରେ ଓଡ଼ିଶା ଆସିପାରନ୍ତି ପଙ୍ଗପାଳ: ମୁକାବିଲା ପାଇଁ ବୈଠକ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ଓଡ଼ିଶାକୁ ପଙ୍ଗପାଳ ଆସିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯିବା ପରେ ବୈଠକ ଅନୁଷ୍ଠିତ ହୋଇଛି। ବୈଠକ ପରେ ଓୟୁଏଟି ଡିନ୍‌ ଲଳୀତ ମୋହନ…

6 years ago

ମାଲକାନଗିରିରେ ଭୀଷଣ ବଜ୍ରପାତ ସମ୍ଭାବନା: ୪ଟାରୁ ୧୦ ଯାଏ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରବିବାର ଅପରାହ୍ନ ୪ଟାରୁ ୧୦ ମଧ୍ୟରେ ମାଲକାନଗିରିରେ ଭୀଷଣ ବଜ୍ରପାତ ହେବାର ସମ୍ଭାବନା ରହିଛି। ଜିଲାର ୨ ବ୍ଲକ କୋରକୁଣ୍ଡା ଓ କୁଡ଼ୁମୁଲଗୁମାରେ ବଜ୍ରପାତ ହୋଇପାରେ।…

6 years ago

ବାଲେଶ୍ୱର ସହରରେ ଲାଗିଛି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ନିଖୋଜ ପୋଷ୍ଟର

ବାଲେଶ୍ୱର ଅଫିସ,୩୧ା୫: ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ନିଖୋଜ ହୋଇଥିବା ପୋଷ୍ଟର ରବିବାର ପୂର୍ବାହ୍ନରେ ସହରର ବିଭିନ୍ନ ସ୍ଥାନରେ ଲଗାଯାଇଥିବା ଦେଖିବାକୁ ମିଳିଛି।…

6 years ago

ଶ୍ରୀମନ୍ଦିରରେ ଏଏସ୍‌ଆଇ ଟିମ୍‌

ପୁରୀ ଅଫିସ,୩୧।୫: ଶ୍ରୀମନ୍ଦିର ରକ୍ଷଣାବେକ୍ଷଣରେ ଥିବା ଭାରତୀୟ ପତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ଏକ ଟିମ୍‌ ଶ୍ରୀମନ୍ଦିରରେ ସ୍ଥିତି ଅନୁଧ୍ୟାନ କରିଛନ୍ତି। ପୂର୍ବାହ୍ନରେ ଏଏସ୍‌ଆଇ ସୁପରିଟେଣ୍ଡଣ୍ଟଙ୍କୁ ଅରୁଣ…

6 years ago

ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌କୁ ପଛରୁ ପିଟିଲା ଟ୍ରଲର, ୭ ଗୁରୁତର

ବସ୍ତା,୩୧।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ ଜାତୀୟ ରାଜପଥର ଦଣ୍ଡିକା ଛକ ନିକଟରେ ରବିବାର ବସ୍‌କୁ ଏକ ଟ୍ରଲର ପଛପଟୁ ଧକ୍କା ଦେଇଛି।…

6 years ago

ଜୁନ୍‌ ୧୭ରୁ ରାଜ୍ୟରେ ଖୋଲିବ ନାହିଁ ସ୍କୁଲ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ଜୁନ୍‌ ୧୭ ତାରିଖରୁ ସ୍କୁଲ ଖୋଲିବ ନାହିଁ। ଏନେଇ ରବିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଶନିବାର…

6 years ago

ଆଜି ରାଜ୍ୟରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ: କ୍ୱାରାଣ୍ଟାଇନ୍‌ ସେଣ୍ଟରର ୧୧୯, ଲୋକାଲ କେସ୍‌ ୧୦

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରବିବାର ରାଜ୍ୟରେ ସର୍ବାଧିକ ୧୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ପଜିଟିଭ୍‌ ୧୯ ଜିଲାର ଥିବା ବେଳେ କେନ୍ଦ୍ରାପଡ଼ାରୁ ସର୍ବାଧିକ ଆକ୍ରାନ୍ତ ଅଛନ୍ତି। ତେବେ…

6 years ago

୧୯ ଜିଲାରୁ ୧୨୯ ପଜିଟିଭ୍‌: କେନ୍ଦ୍ରାପଡ଼ାରୁ ସର୍ବାଧିକ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ୧୨୯ ନୂଆ ପଜିଟିଭ୍‌ ୧୯ ଜିଲାର। ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲାରେ ସର୍ବାଧିକ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଗଜପତିରେ…

6 years ago

CORONAVIRUS UPDATE: ରାଜ୍ୟରେ ଆଉ ୧୨୯ ପଜିଟିଭ୍‌ ଚିହ୍ନଟ, ମୋଟ ଆକ୍ରାନ୍ତ ସଂଖ୍ୟା ୧,୯୪୮କୁ ବୃଦ୍ଧି

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧,୯୪୮କୁ ବୃଦ୍ଧି ପାଇଛି। ସେଥିରୁ ମୋଟ ଆକ୍ଟିଭ୍‌…

6 years ago

କେନ୍ଦୁପତ୍ର କେରି ଦାମ୍‌ ବଢ଼ାଇଲେ ସରକାର: ଉପକୃତ ହେବେ ୮ ଲକ୍ଷ ୩୫ ହଜାର ବନ୍ଧାଳି, ତୋଳାଳି

ଭୁବନେଶ୍ୱର,୩୧। ୫(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ଆର୍ଥିକ ଦୁଃସ୍ଥିତିରେ ଥିବା କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଏବଂ ସାମୟିକ କର୍ମଚାରୀଙ୍କୁ ରାଜ୍ୟ ସରକାର ସହାୟତା ପ୍ରଦାନ କରିବେ। ରାଜ୍ୟରେ କାର୍ଯ୍ୟରତ…

6 years ago