ରାଜ୍ୟ

ଖାଲି ପଡ଼ିଛି ସୁପର ସ୍ପେଶିଆଲିଟି ପିଜି ସିଟ୍‌

କଟକ ଅଫିସ,୧୬।୯:ମେଡିକାଲ ପାଠ୍ୟକ୍ରମର ସର୍ବୋଚ୍ଚ ଡିଗ୍ରୀ ଏମ୍‌.ସିଏଚ୍‌(ମାଷ୍ଟର ଅଫ୍‌ ଚିରାଜି) ଏବଂ ଡିଏମ୍‌(ଡକ୍ଟର ଅଫ୍‌ ମେଡିସିନ) ପଢିବା ପାଇଁ ମେଡିକାଲ ଛାତ୍ରୀଛାତ୍ରଙ୍କ ଆଗ୍ରହ କମିବାରେ ଲାଗିଛି। ଫଳରେ…

6 years ago

ନନ୍ଦନକାନନ: ଭାଲୁ ଆରତି ଅସୁସ୍ଥ

ବାରଙ୍ଗ,୧୬।୯(ଡି.ଏନ୍‌.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ଭାଲୁ ସଫାରିରେ ଥିବା ଭାଲୁ ଆରତି ଅସୁସ୍ଥ ହୋଇଥିବା ଜଣାପଡ଼ିଛି। ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଏହି ଭାଲୁଟିକୁ ସୋମବାର ନନ୍ଦନକାନନରେ ଥିବା…

6 years ago

କରୋନା ନେଲା ୧୧ ଜୀବନ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ…

6 years ago

CORONAVIRUS UPDATE, ଆଜି ରାଜ୍ୟରେ ପୁଣି ୪୨୭୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ ପୁଣି ୪୨୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୭୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୯୨ଜଣ ଲୋକାଲ କେସ୍‌ ଥିବା ରାଜ୍ୟ…

6 years ago

ଇଟାଲୀୟ ଫିଲ୍ମ ନିର୍ମାତାଙ୍କ ସହ ହାତ ମିଳାଇଲେ ଜିତେନ୍ଦ୍ର

ଭୁବନେଶ୍ୱର, ୧୬।୯ (ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଡ୍ୟୁସର୍‌ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ଇଟାଲୀର ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ଦ୍ଦେଶକ…

6 years ago

କରୋନା: ଓଡ଼ିଶାରେ ମୃତ୍ୟୁ ହାର ଜାତୀୟଠୁ କମ୍‌

ଭୁବନେଶ୍ୱର, ୧୬।୯ (ବ୍ୟୁରୋ) :ରାଜ୍ୟରେ କରୋନାସ୍ଥିତି ଅଣାୟତ୍ତ ସ୍ଥିତିରେ ରହିଛି। ସଂକ୍ରମଣ ସହ ମୃତ୍ୟୁ ମଧ୍ୟ ବଢ଼ୁଛି। ଶେଷ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩,୬୪୫ଜଣ ସଂକ୍ରମିତ…

6 years ago

ଶ୍ରମିକଙ୍କ ମଜୁରି ସିଧାସଳଖ ଆକାଉଣ୍ଟକୁ ଯିବ

ଭୁବନେଶ୍ୱର,୧୬।୯(ବ୍ୟୁରୋ):ସମସ୍ତ ବିଭାଗ ଦ୍ୱାରା ହେଉଥିବା କାର୍ଯ୍ୟରେ ଶ୍ରମିକମାନଙ୍କ ମଜୁରିକୁ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ଶ୍ରମିକମାନଙ୍କୁ ସେମାନଙ୍କ ଦେୟ ଦେବାକୁ ଆଉ ମଧ୍ୟସ୍ଥ ରହିବେ ନାହିଁ।…

6 years ago

ଗୁରୁତର ନ ଥିଲେ କଟକ, ଭୁବନେଶ୍ୱର ପଠାଅ ନାହିଁ

ଭୁବନେଶ୍ୱର,୧୬।୯(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟାରେ ବୃଦ୍ଧି ଘଟି ଚାଲିଛି। କଟକ ଓ ଭୁବନେଶ୍ୱର ଏକ ପ୍ରକାର ହଟ୍‌ସ୍ପଟ୍‌ ପାଲଟିଛି। ଏପରି ସ୍ଥଳେ ଅନ୍ୟ ଜିଲାଗୁଡିକରୁ କମ୍‌…

6 years ago

ସ୍ତ୍ରୀ ଆଗରେ ଆଖିବୁଜିଲେ ସ୍ବାମୀ

ଢେଙ୍କାନାଳ ଅଫିସ, ୧୬।୯:କରୋନା ମାରିଦେଲା ମଣିଷପଣିଆ। ଡାକ୍ତରଖାନା ବାରଣ୍ଡାରେ ପଡ଼ି ଯନ୍ତ୍ରଣା ଭୋଗୁଥିଲେ ଅଥଚ, କେହି ପଚାରିଲେନି କି ପାଖ ମାଡ଼ିଲେନି। ଶେଷରେ ଛଟପଟ ହୋଇ ସ୍ତ୍ରୀଙ୍କ…

6 years ago

ଚନ୍ଦକାରେ ହେବ ହସ୍ତୀ ଥଇଥାନ କେନ୍ଦ୍ର

ଭୁବନେଶ୍ୱର,୧୬।୯(ବ୍ୟୁରୋ): ଚନ୍ଦକା-ଡମପଡ଼ା ବନ୍ୟପ୍ରାଣୀ ଅଭୟାରଣ୍ୟର କୁମାରଖୁଣ୍ଟିଠାରେ ହସ୍ତୀ ଥଇଥାନ କେନ୍ଦ୍ର ସ୍ଥାପନ ହେବ। ସାଢ଼େ ଦଶ ହେକ୍ଟର ପରିମିତ ସ୍ଥାନରେ ପ୍ରାୟ ୬ କୋଟି ଟଙ୍କା ବ୍ୟୟରେ…

6 years ago