କଟକ ଅଫିସ,୧୬ା୫: ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜିଲାରେ ବ୍ୟାପକ ଫୋର୍ସ ମୁତୟନ ଓ ଏହା ପରବର୍ତ୍ତୀ ସ୍ଥିତିର ମୁକାବିଲା ପାଇଁ ଗୁରୁତ୍ୱାରୋପ…
କଟକ ଅଫିସ,୧୬ା୫: ମାଟ୍ରିକ୍ ଖାତା ମୂଲ୍ୟାୟନ ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ଦାଏର ହୋଇଥିବା ଦୁଇଟି ମାମଲାର ଶୁକ୍ରବାର ଶୁଣାଣି ହୋଇଛି। ଯଦି କୌଣସି ଶିକ୍ଷକଙ୍କ ଘର ମୂଲ୍ୟାୟନ…
ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ଲକ୍ଡାଉନ୍ ଜାରି ରହିଥିବାବେଳେ ମାର୍ଚ୍ଚ ଓ ଏପ୍ରିଲ୍ରେ ୧୦୮ ଏବଂ ୧୦୨ ଆମ୍ବୁଲାନ୍ସ ରେକର୍ଡ ସଂଖ୍ୟକ ରୋଗୀଙ୍କୁ ଜରୁରୀକାଳୀନ ସେବା ଯୋଗାଇଛି। ମୟୂରଭଞ୍ଜରେ ୧୦୮…
ଭୁବନେଶ୍ୱର,୧୬ା୫(ବ୍ୟୁରୋ): କରୋନା ଲକ୍ଡାଉନ୍ ପାଇଁ ରାଜ୍ୟର ବହୁ ଚିତ୍ରଶିଳ୍ପୀ ଓ ସ୍ଥାପତ୍ୟଶିଳ୍ପୀ ଘରେ ହାତବାନ୍ଧି ବସିଛନ୍ତି। ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମ ବନ୍ଦ ରହିଥିବାରୁ ସମସ୍ତ…
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଦିଲ୍ଲୀରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଆସିଥିବା ପ୍ରଥମ ସ୍ବତନ୍ତ୍ର ଟ୍ରେନ୍ ଶୁକ୍ରବାର ସନ୍ଧ୍ୟା ୭ଟା ୧୦ରେ ଭୁବନେଶ୍ୱର ରେଳ ଷ୍ଟେଶନରେ ପହଞ୍ଚିଥିଲା। ନୂଆଦିଲ୍ଲୀ-ଭୁବନେଶ୍ୱର ସ୍ପେଶାଲ ଏକ୍ସପ୍ରେକ୍ସ…
ଭୁବନେଶ୍ୱର, ୧୫।୫(ବ୍ୟୁରୋ): କରୋନା ଓ ଲକ୍ଡାଉନ୍ ପାଇଁ କୃଷି କାର୍ଯ୍ୟ ପ୍ରଭାତିତ ହୋଇଛି। ତେଣୁ ଚଳିତ ଖରିଫ୍ରେ ଚାଷୀମାନଙ୍କୁ ସୁବିଧାରେ ଅଧିକ ଉତ୍ପାଦନକ୍ଷମ ଓ ଉନ୍ନତ ମାନର…
ପୁରୀ ଅଫିସ,୧୫ା୫: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥ ନିର୍ମାଣରେ ଯେପରି କୌଣସି ଅସୁବିଧା ନ ହୁଏ ସେଥିପ୍ରତି ଗୁରୁତ୍ୱ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ସରକାରଙ୍କ କୋଭିଡ…
ଭୁବନେଶ୍ୱର,୧୫।୫(ବ୍ୟୁରୋ)- ଚଳିତ ବର୍ଷ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ସବୁ ପିଲା ପାସ। କରୋନା ମୁକାବିଲା ସ୍ଥିତିକୁ ନେଇ ଶୁକ୍ରବାର ରାଜ୍ୟ ସ୍କୁଲ ଓ ଗଣଶିକ୍ଷା…
ଭୁବନେଶ୍ୱର, ୧୫।୫(ବ୍ୟୁରୋ): କେବଳ ସ୍ବାସ୍ଥ୍ୟକର୍ମୀ କିମ୍ବା ସରପଞ୍ଚ ନୁହନ୍ତି ବରଂ ପଞ୍ଚାୟତସ୍ତରରେ କାର୍ଯ୍ୟରତ ଥିବା ସମସ୍ତ କର୍ମଚାରୀମାନଙ୍କୁ ସ୍ବାସ୍ଥ୍ୟ ବୀମା ପ୍ରଦାନ କରାଯାଉ। ଏହାଦ୍ୱାରା ସ୍ଥାୟୀ ନିଯୁକ୍ତି…
ଭୁବନେଶ୍ୱର,୧୫।୫(ବ୍ୟୁରୋ)-ଗତ ୨୦ ଦିନ ମଧ୍ୟରେ ୨୦ ଜଣ ଶିଶୁ ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଥିଲେ। ବର୍ତ୍ତମାନ ଏମାନେ ସଂପୂର୍ଣ୍ଣ ଭାବେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି…