ରାଜ୍ୟ

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୬୩ରେ ପହଞ୍ଚିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ରାଉରକେଲାର ବୋଲି ଜଣାପଡ଼ିଛି। ତେବେ ଏହାକୁ ମିଶାଇ ରାଜ୍ୟରେ ୬୩ଜଣ ସୁସ୍ଥ…

6 years ago

CORONAVIRUS UPDATE : ନୂଆ ୨୬ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଜଣଙ୍କୁ ଛାଡ଼ି ସମସ୍ତେ ସୁରଟ ଫେରନ୍ତା, ଅଧିକାଂଶଙ୍କଠାରେ ଲକ୍ଷଣ ଥିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଚିହ୍ନଟ ନୂଆ ୨୬ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଏହି ୨୬ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୧୯ ଜଣ ରହିଥିବା…

6 years ago

କୋଲକାତା ପରେ ଭଦ୍ରକରେ ଚିନ୍ତା ବଢ଼ାଇଛନ୍ତି ସୁରଟ ଫେରନ୍ତା: ୧୯ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା,୩୨ ପଞ୍ଚାୟତ ସର୍ଭିଲାନ୍ସ ଜୋନ୍‌

ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଥିବା ବେଳେ ଏହା ରେଡ୍‌ ଜୋନ୍‌ ତାଲିକାରେ ରହିଛି। ଏଥିମଧ୍ୟରୁ ପର୍ଯ୍ୟାୟକ୍ରମେ ଜିଲାର ମୋଟ ୧୨…

6 years ago

ରଥଖଳା ଚଳଚଞ୍ଚଳ: ଆରମ୍ଭ ହେଲା ରଥ ନିର୍ମାଣ, ସାମାଜିକ ଦୂରତ୍ୱ ରକ୍ଷା କରି ଚାଲିଛି କାମ

ପୁରୀ ଅଫିସ,୮ା୫: ରଥ ନିର୍ମାଣକୁ ନେଇ କିଛିଦିନ ଧରି ଚାଲିଥିବା କଳ୍ପନା ଜଳ୍ପନାର ଅବସାନ ଘଟିଛି। ଶୁକ୍ରବାର ରଥଖଳାରେ ଆରମ୍ଭ ହୋଇଛି ତିନିରଥ ନିର୍ମାଣ କାର୍ଯ୍ୟ। କେନ୍ଦ୍ର…

6 years ago

ପର୍ଯ୍ୟଟନ ଶିଳ୍ପ ପାଇଁ ପୋଷ୍ଟ-ଲକ୍‌ଡାଉନ୍‌ ରୋଡ୍‌ମ୍ୟାପ୍‌

ଭୁବନେଶ୍ୱର,୮।୫(ବ୍ୟୁରୋ): ଲକ୍‌ଡାଉନ୍‌ ପରେ ରାଜ୍ୟର ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବାକୁ ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ର ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ଉଭୟ ସହର ଓ ଗ୍ରାମାଞ୍ଚଳରେ…

6 years ago

କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା: ସମସ୍ତ ଆକ୍ରାନ୍ତ ସୁରଟ ଫେରନ୍ତା, କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ

କେନ୍ଦ୍ରାପଡ଼ା ଅଫିସ,୮ା୫: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଶୁକ୍ରବାର ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଏହି ଜିଲାରେ ୩…

6 years ago

ଚାଷୀଙ୍କ ନାମ ପଞ୍ଜୀକରଣ ସମୟସୀମା ଜୁଲାଇ ୩୦କୁ ବୃଦ୍ଧି

ଭୁବନେଶ୍ୱର,୮।୫(ବ୍ୟୁରୋ): ୨୦୧୯-୨୦ରେ ରାଜ୍ୟରେ ସର୍ବନିମ୍ନ ସହାୟକ ମୂଲ୍ୟ ଜରିଆରେ ଚାଷୀଙ୍କଠାରୁ ମୁଗ, ବିରି, ଚିନାବାଦାମ, ସୂର୍ଯ୍ୟମୁଖୀ ମଞ୍ଜି ସଂଗ୍ରହ କରାଯାଉଛି। ଏଥିଲାଗି ଚାଷୀମାନଙ୍କ ନାମ ପଞ୍ଜୀକରଣର ସମୟସୀମା…

6 years ago

ବିଶୋଧନାଗାର ତିଆରି କଲା ଖପୁରିଆ ଆଇଟିଆଇ

କଟକ ଅଫିସ,୮।୫: ଜ୍ଞାନକୌଶଳର ସଦୁପଯୋଗ କରି ଆଉ ଏକ ଦୃଷ୍ଟାନ୍ତମୂଳକ ଉଦ୍ଭାବନ କରିଛି ଖପୁରିଆସ୍ଥିତ ସରକାରୀ ଆଇଟିଆଇ। ଲଗାତର ଭାବେ ଏଠାରୁ କରୋନା ମୁକାବିଲା ନିମନ୍ତେ ବିଭିନ୍ନ…

6 years ago

ଦ୍ୱିଗୁଣିତ କଲେ ସୁରଟ ଫେରନ୍ତା

ଭୁବନେଶ୍ୱର, ୮।୫(ବ୍ୟୁରୋ): ପଶ୍ଚିମବଙ୍ଗ ପରେ ଏବେ ସୁରଟ ଫେରନ୍ତା ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛନ୍ତି। ଏମାନଙ୍କ ପାଇଁ ୧୩ ଦିନ ଭିତରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା…

6 years ago

୧୦ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫(ବ୍ୟୁରୋ)-ଦକ୍ଷିଣ ତାମିଲନାଡୁ, ବିଦର୍ଭ ଏବଂ ରୟାଲ ସୀମା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ…

6 years ago