ଭୁବନେଶ୍ୱର,୩।୫(ବ୍ୟୁରୋ): ବାଲେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧ରେ ପହଞ୍ଚିଛି। ଏନେଇ ରବିବାର ଅପରାହ୍ନରେ ରାଜ୍ୟ…
ଛତ୍ରପୁର, ୩।୫(ଡି.ଏନ୍.ଏ.)- ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଜଙ୍କଶନ ଷ୍ଟେଶନରେ ଏର୍ଣ୍ଣାକୁଲମ ଜଙ୍କଶନ - ଭୁବନେଶ୍ୱର ଶ୍ରମିକ ସ୍ପେଶିଆଲ ଟ୍ରେନ୍ ରବିବାର ସକାଳ ୫ଟା ୧୭ ମିନିଟ ରେ…
ଜଟଣୀ,୩।୫(ଡି.ଏନ୍.ଏ.): କେରଳରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ସ୍ବତନ୍ତ୍ର ଟ୍ରେନ୍ ରବିବାର ପୂର୍ବାହ୍ନ ୮ଟା ୫୦ମିନିଟରେ ଖୋର୍ଦ୍ଧା ରୋଡ୍ ଷ୍ଟେଶନରେ ପହଞ୍ଚିଥିଲା। ଏହି ଷ୍ଟେଶନରେ ବିଭିନ୍ନ ଜିଲାର ୫୯୩ଜଣ…
ଭୁବନେଶ୍ୱର,୩।୫(ବ୍ୟୁରୋ): କରୋନା ସହ ଲଢ଼େଇରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ସ୍ବାସ୍ଥ୍ୟକର୍ମୀ, ପୋଲିସ ଏବଂ ସ୍ବେଚ୍ଛାସେବୀମାନେ। ବିଶେଷକରି ସ୍ବାସ୍ଥ୍ୟକର୍ମୀମାନେ ପ୍ରତ୍ୟକ୍ଷ ଭାବେ ଏହି ଲଢ଼େଇକୁ ସାମ୍ନା କରୁଛନ୍ତି।…
ତାଳଚେର,୩।୫(ନି.ପ୍ର.): ଅନୁଗୋଳ ଜିଲାରେ ତାଳଚେରଠାରେ ଥିବା ଏମ୍ସିଏଲ୍ର ଅନନ୍ତ କୋଇଲା ଖଣିରେ ରବିବାର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଖଣି କର୍ମଚାରୀଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…
ବ୍ରହ୍ମପୁର ଅଫିସ, ୩।୫- ଗଞ୍ଜାମରୁ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲାକୁ ମିଶାଇ ରାଜ୍ୟରେ ଏବେ ମୋଟ ୧୬ ଜିଲା ସଂକ୍ରମିତ ତାଲିକାରେ ସାମିଲ…
ଝାରସୁଗୁଡା ଅଫିସ,୩।୫- କରୋନା କଟକଣା ଯୋଗୁ ଝାରସୁଗୁଡା ଜିଲାର ୭୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ରାଜସ୍ଥାନ କୋଟାରେ ଫସି ରହିଥିଲେ। ସେମାନେ ୩ଟି ବସ୍ ଯୋଗେ ରବିବାର ଝାରସୁଗୁଡାରେ…
ପୁରୀ ଅଫିସ,୩।୫: ବାତ୍ୟା ଫନୀକୁ ବିତିଗଲା ବର୍ଷେ। ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ୧୪ ଜିଲା ଫନୀଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା ଓ କଟକ…
କଟକ ଅଫିସ,୩।୫: ବାହାର ରାଜ୍ୟରେ କାମ କରୁଥିବା ପ୍ରବାସୀ ଶ୍ରମିକଙ୍କ ଓଡ଼ିଶା ଫେରିବା ଆରମ୍ଭ ହୋଇଗଲାଣି। ସ୍ବତନ୍ତ୍ର ଟ୍ରେନ୍ ଏବଂ ବସ୍ରେ ସେମାନେ ଓଡ଼ିଶା ଫେରୁଛନ୍ତି। ଏହାକୁ…
ଭୁବନେଶ୍ୱର, ୩।୫(ବ୍ୟୁରୋ): ଲକ୍ଡାଉନ୍ ଯୋଗୁ ଗାଡ଼ି ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି। ଫଳରେ ରାଜ୍ୟର ୧୪ ସହରରେ ଏବେ ବାୟୁ ପ୍ରଦୂଷଣ ମାତ୍ରା କମିଛି। କେତେକ…