ରାଜ୍ୟ

ଦୋକାନ ଖୋଲିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୬।୪(ବ୍ୟୁରୋ): କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ମାସେରୁ ଊର୍ଦ୍ଧ୍ୱକାଳ ଧରି ଲକ୍‌ଡାଉନ ରହିଛି। ଦୋକାନ ବଜାର, ବେପାର ବାଣିଜ୍ୟ, କାମଧନ୍ଦା ସବୁକିଛି ବନ୍ଦ ହୋଇଯାଇଛି। ଲୋକମାନେ…

6 years ago

ମହଙ୍ଗା ପଡ଼ିଲା ନକଲି ଇନ୍ସପେକ୍ଟରଙ୍କ ମିଶନ ଲଭ୍‌: ଗିରଫ ହେଲେ ଖବରଦାତା ଓ ସହଯୋଗୀ

ଭୁବନେଶ୍ୱର,୨୬।୪ (ବ୍ୟୁରୋ): ଶୁକ୍ରବାର ଜଣେ ନକଲି ମହିଳା ଆଇପିଏସ୍‌ଙ୍କ କାରନାମା ପଦାକୁ ଆସିଥିବା ବେଳେ ଶନିବାର ଅନୁରୂପ ଘଟଣା ଘଟିଛିି। ନକଲି ଇନ୍ସପେକ୍ଟରଙ୍କ ମିଶନ୍‌ ଲଭ୍‌ ମହଙ୍ଗା…

6 years ago

ଆଜି ଅକ୍ଷୟ ତୃତୀୟା: କରୋନା ପାଇଁ ଅଧୁରା ରହିବ ସୁନା କିଣାବିକା ସ୍ବପ୍ନ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଆଜି ଅକ୍ଷୟ ତୃତୀୟା। ଏହିଦିନଠାରୁ ସୁନା କିଣିବାକୁ ହିନ୍ଦୁ ପରମ୍ପରା ଅନୁଯାୟୀ ଶୁଭ ବୋଲି ବିବେଚନା କରାଯାଏ। ସୁନା କିଣି ଘରକୁ ଆଣିଲେ ଲକ୍ଷ୍ମୀ ଆସନ୍ତି…

6 years ago

ଜରୁରୀକାଳୀନ ପାସ୍‌ ଦେବାକୁ ଡାକ୍ତର ନେଲେ ଲାଞ୍ଚ, ସିଡିଏମ୍‌ଓଙ୍କ ନିର୍ଦ୍ଦେଶ ପରେ ତଦନ୍ତ ଆରମ୍ଭ

କାକଟପୁର, ୨୬।୪(ଡି.ଏନ.ଏ): ଲକ୍‌ଡାଉନ ସମୟରେ ବାହାରକୁ ଯିବା ପାଇଁ ଆବଶ୍ୟକ ଜରୁରୀକାଳୀନ ପାସ୍‌ ଦେବାକୁ କାକଟପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତର ଲାଞ୍ଚ ନେଇଥିବା ଅଭିଯୋଗ ହୋଇଛି।…

6 years ago

ଆଜି ଅଖିମୁଠି, ଚିନ୍ତାରେ ଚାଷୀ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରବିବାର ଅକ୍ଷୟ ତୃତୀୟା ବା ଅଖିମୁଠୀ। ପ୍ରତିବର୍ଷ ଭଳି ଚାଷୀପୁଅ କୃଷି କାର୍ଯ୍ୟର ଶୁଭାରମ୍ଭ କରିବ। ମାଟି ମା’କୁ ପୂଜାକରି ବର୍ଷକ ପାଇଁ ଯୋଗାଡ଼ କରିବ…

6 years ago

ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ: ୧୦ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଛତିଶଗଡ, ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବିଦର୍ଭ ଏବଂ ପୂର୍ବ ମଧ୍ୟ ପ୍ରଦେଶ ଉପରେ ଏକ ଟ୍ରପ୍‌ ଲାଇନ୍‌…

6 years ago

ଜାରି ହେଲା ଗାଇଡ୍‌ଲାଇନ: କ୍ୱାରାଣ୍ଟାଇନ ପରେ କାମକୁ ଯାଇପାରିବେ ଶ୍ରମିକ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଅନ୍ୟରାଜ୍ୟରୁ ଓଡ଼ିଶାକୁ ଆସିଥିବା ଓ ରାଜ୍ୟ ଭିତରେ ଥିବା ଶ୍ରମିକଙ୍କୁ ଆଶ୍ୱସ୍ତି ମିଳିଛି। ବିଭିନ୍ନ ଜିଲାରେ ଥିବା ୨,୬୧୦ ରିଲିଫ କ୍ୟାମ୍ପରେ ୧୪ଦିନ କ୍ୱାରାଣ୍ଟାଇନ୍‌ ବିତାଇ…

6 years ago

ଆଜିଠୁ ଚନ୍ଦନଯାତ୍ରା: କଟକଣା ପାଇଁ ନରେନ୍ଦ୍ର ସରୋବରକୁ ବିଜେ କରିବେନି ମହାପ୍ରଭୁ, ଶ୍ରୀମନ୍ଦିର ଭିତରେ ସମ୍ପନ୍ନ ହେବ ବିଧି

ପୁରୀ ଅଫିସ,୨୬।୪: ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଥାଏ ଚନ୍ଦନ ଯାତ୍ରା। ତେଣୁ ରବିବାରଠାରୁ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରାରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ। କିନ୍ତୁ କରୋନା…

6 years ago

ରାଉରକେଲାର ୩ ନୂଆ ପଜିଟିଭ୍‌ଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ପୁରୁଷ, ୨ ମହିଳା

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ପାର କରିଛି। ରବିବାର ଆଉ ୩ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି।…

6 years ago

CORONAVIRUS UPDATE: ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୩

ଭୁବନେଶ୍ୱର,୨୬।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ…

6 years ago