ରାଜ୍ୟ

୨ ନୂଆ ବ୍ଲକର ୫ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଭଦ୍ରକ ଅଫିସ,୨୫ା୪: ଭଦ୍ରକ ଜିଲାରେ ଶୁକ୍ରବାର ଗୋଟିଏ ଦିନରେ ୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ବାସୁଦେବପୁରରୁ ଗୋଟିଏ, ତିହିଡିର ୨ ଓ ଧାମନଗରରୁ ୨ଜଣ…

6 years ago

ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ନେଇ ଆଶଙ୍କା ଦେଖାଦେଇଛି। କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ସମସ୍ତ ସାମାଜିକ…

6 years ago

ବିଧି ରକ୍ଷା ହେଉ: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୫ା୪: ଶ୍ରୀମନ୍ଦିର ଭିତରେ ହେବ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା । ରଥଖଳାରେ ନୁହେଁ ମେଘନାଦ ପାଚେରି ପରିସରରେ ହେବ ଅକ୍ଷୟ ତୃତୀୟା ନୀତି ।…

6 years ago

ଶ୍ରମିକଙ୍କୁ ଆଣିବା ଆଗରୁ କରୋନା ପରୀକ୍ଷା ଜରୁରୀ

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ସବୁ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହିତ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଆଲୋଚନା କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ…

6 years ago

ଓଡ଼ିଶାର ୩୬.୨୮ ଲକ୍ଷ ଚାଷୀଙ୍କୁ ଆର୍ଥିକ ସହାୟତା

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଦେଶବ୍ୟାପୀ ଜାରି ରହିଥିବା ଲକ୍‌ଡାଉନରୁ କୃଷି ଓ ଏହାର ଆନୁଷଙ୍ଗିକ କାର୍ଯ୍ୟକୁ କେନ୍ଦ୍ର ସରକାର ବାଦ୍‌ ଦେଇଛନ୍ତି। ଏହାସହ ଦେଶର ଗରିବ କୃଷକମାନଙ୍କୁ କୃଷି…

6 years ago

୧୦ ଦିନରେ ବଢ଼ିଗଲେ ୩୪ ଆକ୍ରାନ୍ତ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରଥମେ ବିଦେଶ ଫେରନ୍ତାଙ୍କ ପାଇଁ ରାଜ୍ୟରେ ସଂକ୍ରମଣ ବଢ଼ିଥିଲା। ହେଲେ ଏବେ ପଶ୍ଚିମବଙ୍ଗ…

6 years ago

ବାହାର ରାଜ୍ୟ ଫେରନ୍ତାଙ୍କ ପଞ୍ଜୀକରଣ ଆରମ୍ଭ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ପରେ ରାଜ୍ୟରେ କରୋନା ସଂକ୍ରମଣର ହଟ୍‌ସ୍ପଟ୍‌ ପାଲଟିଛି ଭଦ୍ରକ, ବାଲେଶ୍ୱର ଏବଂ ଯାଜପୁର। ବିଶେଷକରି ପଶ୍ଚିମବଙ୍ଗ ଫେରନ୍ତାଙ୍କ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ସର୍ବାଧିକ…

6 years ago

ସ୍ଥଗିତ ରଥଯାତ୍ରାର ଇତିହାସ

ପୁରୀ ଅଫିସ,୨୫ା୪: ଜୁନ୍‌ ୨୩ରେ ରଥଯାତ୍ରା। ହେଲେ ବର୍ତ୍ତମାନ ରାଜ୍ୟରେ କରୋନା ସ୍ଥିତି ବେଶ୍‌ ଉଦ୍‌ବେଗଜନକ ରହିଛି। ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ଜୁନ୍‌ ବେଳକୁ…

6 years ago

୧୪ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉପରେ ଉତ୍ତର ବିହାରରୁ ଦକ୍ଷିଣ ଝାଡଖଣ୍ଡ ଏବଂ ଉତ୍ତର ଛତିଶଗଡ ଉପରେ ଏକ ଟ୍ରପ୍‌ ଲାଇନ ସୃଷ୍ଟିି ହୋଇଛି। ଏଥିସହିତ…

6 years ago

ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ଉପରାଷ୍ଟ୍ରପତିଙ୍କ ପ୍ରଶଂସା

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଜାତୀୟ ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଏକ ଜାତୀୟସ୍ତରୀୟ ଇଂଲିଶ ମୁଦ୍ରିତ ଗଣମାଧ୍ୟମରେ ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁଙ୍କର ଏକ ସ୍ତମ୍ଭ ପ୍ରକାଶ ପାଇଥିଲା। ଏହି ଆଲେଖ୍ୟରେ…

6 years ago