ରାଜ୍ୟ

ଖୋଲିଲା ନୀଳଗିରି ଜଗନ୍ନାଥ ମନ୍ଦିର, ପଞ୍ଚଲିଙ୍ଗେଶ୍ୱର ପୀଠ

ସଜନାଗଡ଼,୬।୧: ଭକ୍ତ ଓ ପର୍ଯ୍ୟଟକଙ୍କ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୯ ମାସର ବ୍ୟବଧାନ ପରେ ବୁଧବାର ବାଲେଶ୍ୱର ଜିଲା ନୀଳଗିରିର ତୃତୀୟ ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର…

6 years ago

ଆମପାଣି ଘାଟିରେ ବୁଲୁଛି କଳରାପତରିିଆ ବାଘ: ଜଙ୍ଗଲ ଭିତରକୁ ନ ଯିବାକୁ ବନ ବିଭାଗର ପରାମର୍ଶ

କୋକସରା,୬।୧: କଳାହାଣ୍ଡି ଜିଲା ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟିରେ ସୋମବାର ରାତିରେ ଏକ କଳରାପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଥିଲା। ସିଉନୀ ଗାଁର ଆଲୋକ ପାଣିଗ୍ରାହୀ ଓ…

6 years ago

ରାଜ୍ୟରେ ସୁସ୍ଥ ହେଲେ ୨୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୬।୧- ରାଜ୍ୟରେ ବୁଧବାର ୨୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଖ୍ୟା ୩,୨୭,୦୦୮ରେ ପହଞ୍ଚିଛି। ସୁନ୍ଦରଗଡ଼…

6 years ago

ଟ୍ରାକ୍ଟର ଧକ୍କାରେ କକା, ପୁତୁରାଙ୍କ ଜୀବନ ଗଲା

ଜୁନାଗଡ଼,୬।୧:କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ସନ୍ନ୍ୟାସୀକୁଣ୍ଡାମାଲ ଛକ ନିକଟରେ ବୁଧବାର ସାରେ ଟ୍ରାକ୍ଟର ଧକ୍କାରେ କକା, ପୁତୁରାଙ୍କ ମୃତ୍ୟୁ ଘଟିଛି। ମୃତ କକାଙ୍କ ନାମ ଜଗବନ୍ଧୁ ଶବର(୨୮)…

6 years ago

ଭିଜିଲାନ୍ସ ଜାଲରେ ସ୍ବାସ୍ଥ୍ୟକର୍ମୀ

ଭବାନୀପାଟଣା,୬।୧: କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଦୁଆରସୁନି ଉପସ୍ବାସ୍ଥ୍ୟକେନ୍ଦ୍ରର ସ୍ବାସ୍ଥ୍ୟକର୍ମୀ ଅନିଲ କୁମାର ସେନାପତି ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୁଧବାର ଭିଜିଲାନ୍ସ ହାତରେ…

6 years ago

ବିଷାକ୍ତ ଗ୍ୟାସ୍‌ ଲିକ୍‌ ଘଟଣା: ୨ ଡିଜିଏମ୍‌ ଅଧିକାରୀ ନିଲମ୍ବିତ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ରାଉରକେଲା/ ସୁନ୍ଦରଗଡ଼, ୬।୧: ରାଉରକେଲା ଇସ୍ପାତ କାରଖାନା(ଆର୍‌ଏସ୍‌ପି)ରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାରେ…

6 years ago

ଆର୍‌ଏସ୍‌ପିରେ ଗ୍ୟାସ୍‌ ଲିକ୍‌ ଘଟଣା: ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

ରାଉରକେଲା ଅଫିସ, ୬।୧: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍‌ ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ପ୍ଲାଣ୍ଟ କୋଲ କେମିକାଲ ବିଭାଗରେ ଗ୍ୟାସ…

6 years ago

ଆର୍‌ଏସ୍‌ପିରେ ଗ୍ୟାସ୍‌ ଲିକ୍‌: ଆଖିବୁଜିଲେ ୨

ରାଉରକେଲା ଅଫିସ, ୬।୧: ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି) କୋଲ କେମିକାଲ ବିଭାଗରେ ବୁଧବାର ସକାଳ ପ୍ରାୟ ୧୦ଟାରେ ଘଟିଛି ଅଘଟଣ। ମରାମତି କାମ ଚାଲିଥିବା ବେଳେ…

6 years ago

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୩୧ କରୋନା ପଜିଟିଭ: ମୃତ୍ୟୁ ସଂଖ୍ୟା ଶୂନ

ଭୁବନେଶ୍ୱର, ୬।୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୨୩୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୯୨୧ରେ ପହଞ୍ଚିଛି। ଏ ନେଇ…

6 years ago

ପ୍ରତି ସପ୍ତାହରେ ପ୍ରକଳ୍ପର ସ୍ଥିତି ଅନୁଧ୍ୟାନ କର

ଭୁବନେଶ୍ୱର,୬ା୧(ବ୍ୟୁରୋ): କୋଭିଡ୍‌ ପରବର୍ତ୍ତୀ ସ୍ଥିତିରେ ଜୀବିକା ଅର୍ଜନ ଓ ନିଯୁକ୍ତି ସୃଷ୍ଟିଭିତ୍ତିକ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜିଲାପାଳମାନଙ୍କୁ ନିର୍ଦ୍ଦେଶ…

6 years ago