ରାଜ୍ୟ

ଆଜିଠାରୁ ଡବଲ ହେଲ୍‌ମେଟ ଚେକିଂ

ଭୁବନେଶ୍ୱର,୧ା୧(ବ୍ୟୁରୋ): ଜାନୁୟାରୀ ପହିଲାରୁ ବାଇକ ପଛ ସିଟ୍‌ରେ ବସୁଥିବା ବ୍ୟକ୍ତିଙ୍କ ପାଇଁ ହେଲ୍‌ମେଟ ବାଧ୍ୟତାମୂଳକ କରାଯିବ। ଏ ନେଇ ଯାଞ୍ଚ କଡ଼ାକଡ଼ି କରାଯିବ। ଯେଉଁମାନେ ହେଲ୍‌ମେଟ ପିନ୍ଧି…

6 years ago

୧୫ହଜାର ଟଙ୍କା ଲାଞ୍ଚନେଉଥିବା ବେଳେ ଧରାପଡିଲେ ସୁନ୍ଦରଗଡ଼ ପୌର ନିର୍ବାହୀ ଅଧିକାରୀ

ସୁନ୍ଦରଗଡ଼,୩୧।୧୨(ଡି.ଏନ୍‌.ଏ.): ପୌର କର୍ମଚାରୀଙ୍କ ୟୁନିଫର୍ମ ବିଲ୍‌ ମଞ୍ଜୁର ପାଇଁ ଜଣେ ଦରଜିଙ୍କଠାରୁ ୧୫ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଗୁରୁବାର ସୁନ୍ଦରଗଡ ପୌର ନିର୍ବାହୀ ଅଧିକାରୀ…

6 years ago

କବିତା ଆସର ‘ଶେଷସ୍ପର୍ଶ’

ଭୁବନେଶ୍ୱର,୩୧।୧୨: କେଦାରନାଥ ଗବେଷଣା ଅନୁଷ୍ଠାନ ପକ୍ଷରୁ ଗୁରୁବାର କବିତା ଆସର ‘ଶେଷ ସ୍ପର୍ଶ’ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ସଭାପତି ରଘୁନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ କବିତା ଆସରରେ ପ୍ରାକ୍ତନ…

6 years ago

ସୁସ୍ଥ ହେଲେ ୩୨୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧।୧୨: ରାଜ୍ୟରେ ଗୁରୁବାର ୩୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ଆରୋଗ୍ୟ ଲାଭ କରିଛନ୍ତି ସର୍ବାଧିକ ୭୧ ଜଣ। ଅନୁଗୁଳରୁ ୪୦, ସମ୍ବଲପୁରରୁ ୩୧, ପୁରୀ…

6 years ago

ସ୍ନେହାଙ୍ଗୀନି ଛୁରିଆ ବିଜେଡି ମହିଳା ସଭାନେତ୍ରୀ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)- ବିଜୁ ଜନତା ଦଳର ମହିଳା ସଭାନେତ୍ରୀ ଭାବେ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗୀନି ଛୁରିଆଙ୍କୁ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି…

6 years ago

ଜାନୁୟାରୀ ପହିଲାରୁ ଡବଲ ହେଲ୍‌ମେଟ ଚେକିଂ କଡ଼ାକଡ଼ି

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)-ଜାନୁୟାରୀ ପହିଲାରୁ ବାଇକ ପଛ ସିଟ୍‌ରେ ବସୁଥିବା ବ୍ୟକ୍ତିଙ୍କ ପାଇଁ ହେଲ୍‌ମେଟ ବାଧ୍ୟତାମୂଳକ କରାଯିବ। ଏ ନେଇ ଯାଞ୍ଚ କଡ଼ାକଡ଼ି କରାଯିବ। ଯେଉଁମାନେ ହେଲ୍‌ମେଟ ପିନ୍ଧି ନ…

6 years ago

ମନ୍ଥର ଗତିରେ ଧାନକିଣା : ଅପେକ୍ଷାରେ ବସିଛନ୍ତି ୨୭ହଜାର ଚାଷୀ

ସୋନପୁର,୩୧।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଧାନ କିଣା ଆରମ୍ଭ ହେବା ଇତିମଧ୍ୟରେ ୪୦ଦିନ ବିତିଲାଣି । ସରକାର ଜିଲାର ଚାଷୀଙ୍କଠାରୁ ୩ ଲକ୍ଷ ୪୦ହଜାର କୁଇଣ୍ଟାଲ ଧାନ ସଂଗ୍ରହ…

6 years ago

ବିଶ୍ୱସ୍ତରୀୟ ହେବ ଏସ୍‌ସିବି ମେଡିକାଲ କଲେଜ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)-କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ହେବ ନବକଳେବର। ୩୫୦୦ କୋଟି ଟଙ୍କା ବ୍ୟୟରେ ଏହାକୁ ଏକ ଅତ୍ୟାଧୁନିକ ବିଶ୍ୱସ୍ତରୀୟ ଚିକିତ୍ସା ପ୍ରତିଷ୍ଠାନରେ…

6 years ago

ଘରେ ରହି ନୂଆବର୍ଷ ସ୍ବାଗତ କରିବାକୁ ପରାମର୍ଶ

ଛତ୍ରପୁର,୩୧ା୧୨(ଡି.ଏନ୍‌.ଏ.)-ଘରେ ନିଜ ପରିବାର ସହ ରହି ନୂଆବର୍ଷର ପ୍ରଥମ ଦିନକୁ ସ୍ବାଗତ କରିବାକୁ ଗଞ୍ଜାମ ଜିଲାବାସୀଙ୍କୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରାମର୍ଶ ଦେଇଛନ୍ତି। ଏକ ଭିଡିଓ…

6 years ago

ସମ୍ବଲପୁର ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସ୍‌ର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ସମ୍ବଲପୁର,୩୧।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆସନ୍ତା ଜାନୁୟାରୀ ୨ ତାରିଖରେ ସମ୍ବଲପୁରସ୍ଥିତ ଆଇଆଇଏମ୍‌ (ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ ମ୍ୟାନେଜମ୍ୟାଣ୍ଟ) ସ୍ଥାୟୀ କ୍ୟାମ୍ପସର ନିର୍ମାଣ…

6 years ago