ରାଜ୍ୟ

୧୦୦ କି.ମି. ଚାଲିଲେ ୫ ଯୁବକ

ପିପିଲି,୧୮ା୪(ଡି.ଏନ.ଏ): ଚାଲିବାକୁ ବଳ ପାଉନାହିଁ। ତଥାପି କଷ୍ଟେମଷ୍ଟେ ପାଦ ପକାଇବାକୁ ପଡ଼ୁଛି। ଭୋକ ବାଟ କଢାଇ ନେଉଛି। ଢେଙ୍କାନାଳରୁ ପିପିଲି ପାଖାପାଖି ୧୦୦ କିମି ଚାଲି ଚାଲି…

6 years ago

ଅସ୍ତିତ୍ୱ ହରାଉଛି ରତ୍ନଚିରା

ସାକ୍ଷୀଗୋପାଳ,୧୮ା୪(ଡି.ଏନ.ଏ.): ସତ୍ୟବାଦୀ ଅଞ୍ଚଳର ଜୀବନଧାରା ଭାବେ ପରିଚିତ ରନତ୍ଚିରା ନଦୀ ଏବେ ଅସ୍ତିତ୍ୱ ହରାଇଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଓ ପୁନରୁଦ୍ଧାର ଅଭାବରୁ ଏହି ନଦୀ ପୋତି ହୋଇପଡୁଛି।…

6 years ago

ମଟନ ପାଇଁ ଆସି ଔଷଧ ନେବା ଆଳ

ଖୋର୍ଦ୍ଧା ଅଫିସ,୧୮ା୪: ଲକଡାଉନ ବେଳେ ମାସ୍କ ନ ପିନ୍ଧିଲେ ଓ ବିନା କାରଣରେ ବାଇକରେ ବୁଲିଲେ କଡ଼ା କାର୍ଯ୍ୟନୁଷ୍ଠାନ ହେବ ବୋଲି ସରକାରଙ୍କ ନିର୍ଦ୍ଦେଶ ରହିଛି। ତେବେ…

6 years ago

ଛାତିରୁ ଅଲଗା ହେଲା ମୁହଁ

କଟକ ଅଫିସ,୧୮ା୪: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ହୋଇଛି ଏକ ବିରଳ ଅସ୍ତ୍ରୋପଚାର। ଆକସ୍ମିକ ଦୁର୍ଘଟଣାର ଶିକାର ହୋଇଥିବା ଜଣେ ୧୪ ବର୍ଷୀୟା ବାଳିକାଙ୍କ ଛାତିରୁ…

6 years ago

ଲକ୍‌ଡାଉନ୍‌: ବଦଳୁଛି ଟ୍ରେଣ୍ଡ

ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ଘରେ ବସି ଟାଇମ୍‌ପାସ୍‌ କରିବା ଏବେ ସମସ୍ତଙ୍କ ଚିନ୍ତାର ବିଷୟ। ବିଶେଷକରି ୱାର୍କ ଫ୍ରମ୍‌ ହୋମ୍‌ କରୁ ନଥିବା ଲୋକଙ୍କ ପାଇଁ…

6 years ago

ଉଜୁଡ଼ିଗଲା ସହର ସୌନ୍ଦର୍ଯ୍ୟକରଣ

ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ହକି ବିଶ୍ୱକପ୍‌ ସମୟରେ ଭୁବନେଶ୍ୱରରେ ସୌନ୍ଦର୍ଯ୍ୟକରଣ ପାଇଁ ନାନା କିସମର ବୃକ୍ଷଲତା ଲଗାଯାଇଥିଲା। କରୋନା ମାଡ଼ରେ ଏବେ ସେସବୁ କେଉଁଠି ପାଣି ନପାଇ ଶୁଖି…

6 years ago

କରୋନା ମୁକାବିଲା ପାଇଁ ବରିଷ୍ଠ ନାଗରିକଙ୍କୁ ପୁସ୍ତକ ବାଣ୍ଟିଲା ପୋଲିସ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କମିଶନରେଟ ପୋଲିସ ପକ୍ଷରୁ କରୋନା ମୁକାବିଲା ପାଇଁ ଟ୍ବିନସିଟିର ବିଭିନ୍ନ ଥାନା ଅଞ୍ଚଳରେ ପଞ୍ଜୀକୃତ ବରିଷ୍ଠ ନାଗରିକଙ୍କ ପାଇଁ ଏକ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି।…

6 years ago

ଗରିବଙ୍କୁ ରାଶନ ଦେବାକୁ ବିଧାୟକଙ୍କ ଦାବି

କଟକ ଅଫିସ୍‌,୧୮ା୪: କଟକ ମହାନଗର ନିଗମ ଅଞ୍ଚଳରେ ଅନେକ ଗରିବ ଖଟିଖିଆ, ଦିନମଜୁରିଆ, ଶ୍ରମିକ ମୂଲିଆ ରହିଛନ୍ତି, ଯେଉଁମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା…

6 years ago

୭ ଦିନରେ ୫ ଜଣଙ୍କ ଘରୁ ଚୋରି

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଅବଧି ଏବେ ଚୋରଙ୍କୁ ସୁହାଉଛି। କରୋନା ଭୟରେ ରାଜଧାନୀ ଛାଡ଼ି ଗ୍ରାମକୁ ଯାଇଥିବା ଲୋକଙ୍କ ଘର ଏବେ ଅସୁରକ୍ଷିତ। ଚୋରମାନେ ଘର ତାଲା ଭାଙ୍ଗି…

6 years ago

କଏଦୀଙ୍କୁ କରୋନା ଭୟ: ମୁକୁଳିଲେ ୩୫ଶହ

କଟକ ଅଫିସ୍‌,୧୮ା୪: ରାଜ୍ୟରେ ଥିବା ଜେଲ୍‌ଗୁଡ଼ିକରେ ଅନ୍ତେବାସୀମାନେ କରୋନା ଭୂତାଣୁରେ ଆକ୍ରାନ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଥିଲା। ଏଣୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚସ୍ତରୀୟ କମିଟି ଜେଲ୍‌ଗୁଡ଼ିକର…

6 years ago