ରାଜ୍ୟ

୭ ଦିନରେ ୫ ଜଣଙ୍କ ଘରୁ ଚୋରି

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଅବଧି ଏବେ ଚୋରଙ୍କୁ ସୁହାଉଛି। କରୋନା ଭୟରେ ରାଜଧାନୀ ଛାଡ଼ି ଗ୍ରାମକୁ ଯାଇଥିବା ଲୋକଙ୍କ ଘର ଏବେ ଅସୁରକ୍ଷିତ। ଚୋରମାନେ ଘର ତାଲା ଭାଙ୍ଗି…

6 years ago

କଏଦୀଙ୍କୁ କରୋନା ଭୟ: ମୁକୁଳିଲେ ୩୫ଶହ

କଟକ ଅଫିସ୍‌,୧୮ା୪: ରାଜ୍ୟରେ ଥିବା ଜେଲ୍‌ଗୁଡ଼ିକରେ ଅନ୍ତେବାସୀମାନେ କରୋନା ଭୂତାଣୁରେ ଆକ୍ରାନ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଥିଲା। ଏଣୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚସ୍ତରୀୟ କମିଟି ଜେଲ୍‌ଗୁଡ଼ିକର…

6 years ago

ଅଧିକ ଲୋକ ଦେଖୁଛନ୍ତି ଶିଶୁଙ୍କ ଅଶ୍ଳୀଳ ଭିଡିଓ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଲକ୍‌ଡାଉନ୍‌ ପାଇଁ ଲୋକେ ଘରେ ରହିଛନ୍ତି। ଅଧିକାଂଶ ସମୟ ମୋବାଇଲ୍‌ ଫୋନ୍‌ ଓ ଇଣ୍ଟରନେଟ୍‌ ସହ ବିତୁଛି। ଅନ୍‌ଲାଇନ୍‌ରେ କରୋନା ଅପ୍‌ଡେଟ୍‌ ସହ ବିଭିନ୍ନ ଖବର…

6 years ago

କରୋନା ଲଢ଼େଇରେ ଆଉ ଜଣେ ଯୋଦ୍ଧା

ଝାରସୁଗୁଡ଼ା ଅଫିସ,୧୮ା୪- କରୋନା ଭୁତାଣୁର ସଂକ୍ରମଣକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଏଥିପାଇଁ ସରକାର ସମଗ୍ର ଦେଶବାସୀଙ୍କ ସହଯୋଗ ଲୋଡୁଥିବା ବେଳେ ଏହି…

6 years ago

ଲକ୍‌ ଡାଉନ୍‌ ହେଲା ଚାଷୀଙ୍କ ପାଇଁ କାଳ

କୋକସରା, ୧୮ା୪(ଡି.ଏନ.ଏ.) - ପ୍ରଥମେ କରାବର୍ଷା ଓ ତାର କିଛିଦିନ ପରେ ଲକ୍‌ଡାଉନ କଳାହାଣ୍ଡି ଜିଲା କୋକସରା ବ୍ଲକର ପନିପରିବା ଓ ତରଭୁଜ ଚାଷୀଙ୍କ ପାଇଁ କାଳ…

6 years ago

ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୪(ବୁରୋ): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହି ୨ ଆକ୍ରାନ୍ତ ଭୁବନେଶ୍ୱରର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ କରି କୁହାଯାଇଛି। ଏହାକୁ…

6 years ago

ପୂର୍ବତନ ମନ୍ତ୍ରୀ ସହରାଇ ଓରାମଙ୍କ ପରଲୋକ

କେନ୍ଦୁଝର/ବଡ଼ବିଲ,୧୭।୪(ସ୍ବ.ପ୍ର.)-ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କୁହାଯାଉଥିବା ପୂର୍ବତନ ମନ୍ତ୍ରୀ ତଥା ଚମ୍ପୁଆ ନିର୍ବାଚନମଣ୍ଡଳୀର ପ୍ରାକ୍ତନ ବିଧାୟକ ସହରାଇ ଓରାମଙ୍କ ଶୁକ୍ରବାର ଅପରାହ୍ନରେ ତାଙ୍କ ବଡ଼ବିଲ…

6 years ago

୨୪ ଘଣ୍ଟାରେ ବିଶ୍ୱରେ ପ୍ରାୟ ୨ ଲକ୍ଷ ବଢ଼ିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର,୧୭।୪(ବ୍ୟୁରୋ): ସମଗ୍ର ବିଶ୍ୱ ଏବେ କରୋନା ମହାମାରୀ କବଳରେ। ଶୁକ୍ରବାର ସୁଦ୍ଧା ୨୧୦ ଦେଶ ଏବଂ ୨ ଜାହାଜରେ ଏହା ପହଞ୍ଚିଛି। ଗୁରୁବାର କରାଯାଇଥିବା ଆକଳନ ଅନୁଯାୟୀ…

6 years ago

ସ୍ୟାଣ୍ଡ ଆନିମେଶନ୍‌ରେ କରୋନା ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ସୁଦର୍ଶନଙ୍କ ବାର୍ତ୍ତା: ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ମହାମାରୀର ମୁକାବିଲା ପାଇଁ ସଚେତନ ହେବା ଆବଶ୍ୟକ। ଏହାକୁ ନେଇ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ବିଭିନ୍ନ ପରାମର୍ଶ ଦିଆଯାଉଛି। ବିଶେଷକରି…

6 years ago

ପ୍ରବାଦ ପୁରୁଷଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ: ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ପ୍ରବାଦ ପୁରୁଷ, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ଶୁକ୍ରବାର ୨୩ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌…

6 years ago