କଟକ ଅଫିସ,୨୦ା୭-ଖାନ୍ନଗର ସାହିରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଠାରେ ଏହା ପ୍ରଥମ ଘଟଣା। ଉଭୟ ଆକ୍ରାନ୍ତ ବାପା-ପୁଅ। ଆକ୍ରାନ୍ତ ବାପା ହେଉଛନ୍ତି ସ୍ଥାନୀୟ ଅଞ୍ଚଳର…
ଭୁବନେଶ୍ୱର,୨୦ା୭(ବ୍ୟୁରୋ)-ପ୍ରସିଦ୍ଧ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭୀର ଶୋକ ପ୍ରକାଶ କରିଛନ୍ତି। ଓଡିଆ ଅଭିନୟ ଜଗତକୁ ବିଜୟଙ୍କ ଅବଦାନ…
ଭୁବନେଶ୍ୱର,୨୦ା୭(ବ୍ୟୁରୋ)-ପ୍ରସିଦ୍ଧ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ମୃତ୍ୟୁରେ ଓଡିଶା ସିନେ ଜଗତରେ ଏକ…
ଭୁବନେଶ୍ୱର,୨୦ା୭(ବ୍ୟୁରୋ)- ପ୍ରସିଦ୍ଧ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି ଯେ ବିଜୟ…
ଭୁବନେଶ୍ୱର,୨୦।୭(ବ୍ୟୁରୋ)ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଆଉ ନାହାନ୍ତି। ଦୀର୍ଘ ମାସର ଅସୁସ୍ଥତା ପରେ ସୋମବାର ରାତିରେ ବିଜୟ ଆଖି ବୁଜିଛନ୍ତି। ସନ୍ଧ୍ୟାରେ ଗୁରୁତର…
ଭୁବନେଶ୍ୱର,୨୦।୭(ବ୍ୟୁରୋ)-ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି ସୋମବାର ପୁଣି ଥରେ ଗୁରୁତର ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଭୁବନେଶ୍ୱର,୨୦।୭(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୧୮ ଜଣ ସୁସ୍ଥ ହୋଇଥିବାବେଳେ ନୟାଗଡରୁ ୫୩, କଟକରୁ ୪୪, ସୁନ୍ଦରଗଡରୁ ୩୮,…
ଜୟପୁର,୨୦ା୭(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ଚିକିତ୍ସାଳୟର ୨ଜଣ ହେଲ୍ପ ଡେସ୍କରେ କାର୍ଯ୍ୟରତ ଅସ୍ଥାୟୀ ମହିଳା କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ତୁରନ୍ତ…
ଭୁବନେଶ୍ୱର,୨୦।୭(ବ୍ୟୁରୋ)-ମଙ୍ଗଳବାରଠାରୁ ଗଞ୍ଜାମ ଜିଲାର ଶିତଳାପଲ୍ଲୀ ସ୍ଥିତ ଟାଟା କୋଭିଡ୍ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହାଦ୍ୱାରା…
ସମ୍ବଲପୁର,୨୦।୭(ବ୍ୟୁରୋ)-କରୋନା ସଂକ୍ରମଣ ରାଜ୍ୟରେ ଦିକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଆସନ୍ତା ୨୨ ତାରିଖଠାରୁ…