ଭୁବନେଶ୍ୱର,୨୦ା୭(ବ୍ୟୁରୋ): କରୋନା ଫଳରେ ସବୁକିଛି ଏପଟ ସେପଟ ହୋଇସାରିଛି। ବର୍ତ୍ତମାନ ସମୟରେ ସରକାରୀ କାର୍ଯ୍ୟାଳୟଗୁଡିକରେ କର୍ମଚାରୀଙ୍କ ସମ୍ପୂର୍ଣ୍ଣ ଉପସ୍ଥିତି ମଧ୍ୟ ରହୁନାହିଁ। ଅଧାରୁ କମ୍ କର୍ମଚାରୀଙ୍କୁ ନେଇ…
ପୁରୀ ଅଫିସ, ୨୦ା୭: ସୋମବାର ଚିତାଲାଗି ଅମାବାସ୍ୟା। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ତିନିଠାକୁରଙ୍କ ଚିତାଲାଗି ନୀତି ସମ୍ପନ୍ନ ହେବ। ଦାରୁ ବିଗ୍ରହଙ୍କୁ ଦଇତାପତି ସେବକମାନେ ରତ୍ନଚିତା…
ଯାଜପୁର ଅଫିସ,୨୦।୭: ଯାଜପୁର ଓ କେନ୍ଦ୍ରାପଡା ଜିଲା ଦେଇ ପ୍ରବାହିତ ଖରସ୍ରୋତା ନଦୀ ପାଣିରେ ଭଦ୍ରକ ଜିଲାର ୯୧ଟି ଲବଣାକ୍ତ ପ୍ରଭାବିତ ପଞ୍ଚାୟତବାସୀଙ୍କ ପାଇଁ ଏକ ମେଗା…
ଭୁବନେଶ୍ୱର, ୨୦।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୪୮ଘଣ୍ଟା ପ୍ରବଳ ବର୍ଷା ହେବ। ସୋମବାର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ପରିମାଣର…
ଢେଙ୍କାନାଳ ଅଫିସ, ୧୯।୭-ଚଞ୍ଚକତା କରି ୮୮ ଲକ୍ଷ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଢେଙ୍କାନାଳ ଜିଲା ସଦର ଥାନା ମୂଳିସିଂହସ୍ଥିତ ସ୍ବେଚ୍ଛାସେବୀ ସଂସ୍ଥା ‘ଜନଜାଗରଣ କେନ୍ଦ୍ର’ର ନିର୍ଦ୍ଦେଶକ…
ଢେଙ୍କାନାଳ ଅଫିସ, ୧୯।୭-ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ନିମିଧା ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ଏକ ପଲରେ ୧୬ ହାତୀ ଉପଦ୍ରବ ସୃଷ୍ଟି କରିଛନ୍ତି। ହାତୀଙ୍କ ଉତ୍ପାତ…
ଢେଙ୍କାନାଳ ଅଫିସ, ୧୯ା୭-ଢେଙ୍କାନାଳ ସହରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ପ୍ରସବ ଲାଗି ଆସିଥିବା ଜଣେ ମହିଳା କରୋନା ଆକ୍ରାନ୍ତ ବୋଲି ଜଣାପଡ଼ିଛି। ଏହାପରେ ପୌରସଂସ୍ଥା ପକ୍ଷରୁ ରବିବାର…
ବାଲିଗୁଡା,୧୯ା୭(ଡି.ଏନ୍.ଏ.)- କୋଭିଡ୍ ନିୟମ ଉଲ୍ଲଂଘନ କରି ଶୁଦ୍ଧିକ୍ରିୟା ଚାଲିଥିଲା। ତହସିଲଦାର ପହଞ୍ଚତ୍ ବାରଣ କରିବାରୁ ଜଣେ ଅଧ୍ୟାପକ ତାଙ୍କୁ ଆକ୍ରମଣ କରିଥିଲେ। ଥାନାରେ ଅଭିଯୋଗ ପରେ ପୋଲିସ…
ଭୁବନେଶ୍ୱର,୧୯।୭(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୫୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୯୯ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୮୦, ଯାଜପୁରରୁ ୪୦, ସୁନ୍ଦରଗଡରୁ ୩୭,…
ଭୁବନେଶ୍ୱର,୧୯।୭(ବ୍ୟୁରୋ)-କରୋନା ସଂକ୍ରମଣ ରୋକିବା ପାଇଁ ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁର ଜିଲା ସମେତ ରାଉରକେଲା ମହାନଗର ନିଗମରେ ଜୁଲାଇ ୧୭ ରାତି ୯ଟାରୁ ଜୁଲାଇ ୩୧…