ଭୁବନେଶ୍ୱର, ୨୩।୯(ବ୍ୟୁରୋ):ଏଣିକି ରାଜଧାନୀରେ ଥିବା ଐତିହ୍ୟସ୍ଥଳୀଗୁଡ଼ିକରେ ଅସମାନ ସାଇନ୍ ବୋର୍ଡ ରହିବ ନାହିଁ। ସେହିପରି ଐତିହ୍ୟସ୍ଥଳର ନିର୍ଦ୍ଧାରିତ ପରିସୀମା ଭିତରେ କେହି ମନଇଚ୍ଛା ସାଇନ୍ବୋର୍ଡ ଲଗାଇପାରିବେ ନାହିଁ।…
ପୁରୁଷୋତ୍ତମପୁର, ୨୩।୯(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ସଂଧ୍ୟାରେ ଏକ ବିସ୍ମୟକର ଘଟଣା ଦେଖିବାକୁ ମିଳଥିଲା। ଏକ ପାତି ମାଙ୍କଡ…
ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ…
ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ପୁଣି ୪୨୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୮୫ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୭୫୨ଜଣ ଲୋକାଲ କେସ୍ ଥିବା ରାଜ୍ୟ…
ଭୁବନେଶ୍ୱର, ୨୩।୯(ବ୍ୟୁରୋ):କରୋନା ଯୋଗୁ କ୍ୟାପିଟାଲ ହସ୍ପିଟାଲରେ ମୃତଦେହ ରଖିବାରେ ଏବେ ବଡ଼ ସମସ୍ୟା ଦେଖାଦେଇଛି। କାରଣ କୋଭିଡ୍ ପାଇଁ ଏହି ହସ୍ପିଟାଲକୁ ଦିନକୁ ୧୫ରୁ ଉର୍ଦ୍ଧ୍ୱ ମୃତଦେହ…
ଭୁବନେଶ୍ୱର, ୨୩।୯(ବ୍ୟୁରୋ):କରୋନା ସଂକ୍ରମିତ ଗର୍ଭବତୀ ହୋମ୍ ଆଇସୋଲେଶନରେ ରହିପାରିବେ। କିନ୍ତୁ ସେ ପରିବାରର ଅନ୍ୟ କାହା ସହିତ ମିଶିବେ ନାହିଁ ବୋଲି ଏସ୍ସିବି ମେଡିକାଲର ସ୍ତ୍ରୀ ଓ…
ପୁରୀ ଅଫିସ, ୨୩।୯:ପୁରୀ ଜିଲାରେ କରୋନା ସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ସେପ୍ଟେମ୍ବର ଆରମ୍ଭରୁ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। ତେବେ ଏଭଳି ସମୟରେ ପର୍ଯ୍ୟଟକଙ୍କ…
ଭୁବନେଶ୍ୱର, ୨୩।୯(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମିବାର ନାଁ ନେଉନି। ଗତ କିଛିଦିନ ହେବ ରାଜ୍ୟରେ ଦୈନିକ ସଂକ୍ରମଣ ୪ହଜାର ଉପରେ ରହୁଛି। ଏହି ଧାରା ଜାରି ରହିଲେ…
ଭୁବନେଶ୍ୱର, ୨୩।୯(ବ୍ୟୁରୋ):ରାଜ୍ୟର ସମସ୍ତ ସରାକରୀ ଓ ଘରୋଇ ହସ୍ପିଟାଲରେ କୋଭିଡ୍ ହେଲ୍ପ ଡେସ୍କ ରହିବ। ଚିକିତ୍ସିତ ହେଉଥିବା କୋଭିଡ୍ ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସଂକ୍ରାନ୍ତରେ ପରିବାର ଲୋକେ ପଚାରି…
ଭୁବନେଶ୍ୱର, ୨୩।୯(ବ୍ୟୁରୋ):ଜାତୀୟ ଶିକ୍ଷାନୀତି ଭାରତୀୟ ସଂସ୍କୃତି, ଶୈକ୍ଷିକ ପରମ୍ପରା, ଚିନ୍ତନ ଓ ତତ୍ତ୍ବ ଉପରେ ଆଧାରିତ। ଏହା ମାଧ୍ୟମରେ ଭାରତୀୟତା ସ୍ପଷ୍ଟ ଭାବରେ ପ୍ରକାଶିତ ଓ ପ୍ରସାରିତ…