ଭୁବନେଶ୍ୱର,୧୧।୯(ବ୍ୟୁରୋ)-ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ…
ଭୁବନେଶ୍ୱର,୧୧।୯(ବ୍ୟୁରୋ)-ବନ୍ୟାରେ ପ୍ରଭାବିତ ହୋଇଥିବା ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୩୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ବନ୍ୟା ଯୋଗୁ ୩୩ ପ୍ରତିଶତ ଫସଲ…
ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ମାଟ୍ରିକ୍ ଏବଂ ଓପନ୍ ସ୍କୁଲ୍ ସପ୍ଲିମେଣ୍ଟାରୀ ପରୀକ୍ଷା ସେପ୍ଟେମ୍ବର ୧୪ରୁ ଆରମ୍ଭ ହେବ। ଚଳିତ ବର୍ଷ ୨୨, ୬୪୯ ଜଣ ଛାତ୍ରୀଛାତ୍ର ମାଟ୍ରିକ୍ ସପ୍ଲିମେଣ୍ଟାରୀ…
ଭୁବନେଶ୍ୱର, ୧୧।୯(ବ୍ୟୁରୋ): ନିଟ୍ ପରୀକ୍ଷାର୍ଥୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଆସନ୍ତା ୧୩ ତାରିଖରେ ୟୁନିଟ-୧ ହାଟକୁ ୬ ଘଣ୍ଟା ପାଇଁ ବନ୍ଦ ରଖିବାକୁ…
ବାଲେଶ୍ୱର ଅଫିସ,୧୧ା୯: ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ସହକାରୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ମହାନ୍ତି ଏବଂ ପ୍ରଫେସର ଡା.…
ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଏଥିରୁ ବାଦ୍ ପଡ଼ିନାହାନ୍ତି ମନ୍ତ୍ରୀ, ବିଧାୟକ ଏବଂ ଏମ୍ପି। ଶୁକ୍ରବାର ରାଜ୍ୟର ଆଉ…
ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (ଏନ୍ଇଇଟି) ଅନୁଷ୍ଠିତ ହେବ। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।…
ଭୁବନେଶ୍ୱର,୧୧। ୯(ବ୍ୟୁରୋ): କରୋନା କଟକଣା ପାଇଁ ୬ମାସ ଧରି ବନ୍ଦ ରହିଥିବା ରାଜ୍ୟର ପରିବେଶ ପର୍ଯ୍ୟଟନସ୍ଥଳୀ ବା ଇକୋ-ଟୁରିଜମ୍ ସେଣ୍ଟର ଅକ୍ଟୋବର ୧ରୁ ଖୋଲିବ। ପ୍ରଥମ ପର୍ଯ୍ୟାୟରେ…
ଭୁବନେଶ୍ୱର ୧୧।୯(ବ୍ୟୁରୋ): ମାର୍ଚ୍ଚ ୨୫ରୁ ବନ୍ଦ ଥିବା ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍) ଓ ଲର୍ନିଂ ଲାଇସେନ୍ସ (ଏଲ୍ଏଲ୍) ପୁନର୍ବାର ଆରମ୍ଭ ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।…
ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତା ବଢ଼ାଉଥିବା ସମୟରେ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ମାସ ଶେଷବେଳକୁ ସଂକ୍ରମଣ କମିବା ଆରମ୍ଭ କରିବ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା.…