ରାଜ୍ୟ

ସରକାରୀ କର୍ମଚାରୀଙ୍କ ଏସବୁ କାର୍ଯ୍ୟ ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୭।୭(ବ୍ୟୁରୋ): ସରକାରୀ କର୍ମଚାରୀ ଓ ଠିକା କର୍ମଚାରୀଙ୍କ ଉପରେ ନୂଆ କଟକଣା ଲାଗୁ କରାଯାଇଛି। ବିଶେଷକରି ଗଣମାଧ୍ୟମକୁ ପ୍ରେସ୍‌ ରିଲିଜ ବା ମତାମତ ଦେବା ଉପରେ କଟକଣା…

6 years ago

ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା: ଆସନ୍ତା ୯ରୁ ସମସ୍ତ ସହରାଞ୍ଚଳ, ୫ ବ୍ଲକ ସଟ୍‌ଡାଉନ୍‌; ଜାଣନ୍ତୁ..

ଛତ୍ରପୁର, ୭।୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏଥିପାଇଁ ଜ଼ିଲାର ବିଏମ୍‌ସି ସମେତ ୧୮ ସହରାଞ୍ଚଳ ଏବଂ ସାନଖେମୁଣ୍ଡି, ଶେରଗଡ଼,…

6 years ago

CORONAVIRUS UPDATE: ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୨୧୭ ଆକ୍ରାନ୍ତ, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୬,୭୦୩କୁ ବୃଦ୍ଧି

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ଆଉ ୨୧୭ କରେନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୯୮ଜଣ ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୧୮, ବାଲେଶ୍ୱରରୁ…

6 years ago

ରେଳଧାରଣାରୁ ସମାଜସେବୀ ଆଦିତ୍ୟ ଦାସଙ୍କ ମୃତଦେହ ଉଦ୍ଧାର: ମାସକ ତଳେ କରିଥିଲେ ବିବାହ

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜଧାନୀ ଲିଙ୍ଗରାଜ ଷ୍ଟେସନ ରେଳ ଧାରଣାରୁ ମଙ୍ଗଳବାର ସମାଜସେବୀ ଆଦିତ୍ୟ ଦାସଙ୍କ କ୍ଷତାକ୍ତ ମୃତଦେହକୁ ଜିଆରପି ପୋଲିସ ଉଦ୍ଧାର କରିଛି। ମୃତଦେହ ଜବତ ପରେ ବ୍ୟବଚ୍ଛେଦ…

6 years ago

ରାଜଧାନୀରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ: ଆଜି ଚିହ୍ନଟ ହେଲେ ଆଉ ୨୯ ପଜିଟିଭ୍‌

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜଧାନୀରୁ ମଙ୍ଗଳବାର ୨୯ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪ ଲୋକାଲ କେସ୍‌, ୧୪ କ୍ୱାରାଣ୍ଟାଇନ୍‌ କେସ୍‌ ଏବଂ ଜଣେ ଜଣେ କୋଭିଡ୍‌ ଯୋଦ୍ଧା…

6 years ago

ଜୁଲାଇ ଆରମ୍ଭରୁ କରୋନାର କରାଳ ରୂପ: ୭ ଦିନରେ ଚିହ୍ନଟ ହେଲେଣି ୩ହଜାରରୁ ଅଧିକ ଆକ୍ରାନ୍ତ, ବଢ଼ୁଛି ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୭।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜୁଲାଇ ପ୍ରଥମ ସପ୍ତାହ ଅର୍ଥାତ୍‌ ୭ ଦିନ ମଧ୍ୟରେ…

6 years ago

‘ମୋ ସରକାର’ରେ ସାମିଲ ହେବ କୋଭିଡ୍‌ ପରିଚାଳନା, ମାସ୍କ ନ ପିନ୍ଧିଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୭(ବ୍ୟୁରୋ): କୋଭିଡ ପରିଚାଳନା ‘ମୋ ସରକାର’ ଅଧୀନରେ ସାମିଲ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଭିଡିଓ କନଫରେନ୍ସିଂରେ ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା…

6 years ago

ବରଗଡ଼ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଘରୋଇ କ୍ଲିନିକ ୭୨ ଘଣ୍ଟା ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୭।୭: ବରଗଡ଼ ସହରରେ ଥିବା ହାଟପଦାସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ତୋରାସ୍ଥିତ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ର ‘ମେହେର କ୍ଲିନିକ’କୁ ମଙ୍ଗଳବାରଠାରୁ ୭୨ ଘଣ୍ଟା ପାଇଁ ପର୍ଯ୍ୟନ୍ତ…

6 years ago

ଭୁବନେଶ୍ୱର ଟେକ୍‌ ମହିନ୍ଦ୍ରା ଅଫିସ୍‌ ସିଲ୍‌: ୨୦ ତାରିଖ ପର୍ଯ୍ୟନ୍ତ ହୋମ୍‌ କ୍ୱାରାଣ୍ଟାଇନରେ ରହିବେ ସମସ୍ତ କର୍ମଚାରୀ

ଭୁବନେଶ୍ୱର, ୭।୭(ବ୍ୟୁରୋ): ଭୁବନେଶ୍ୱର ମୈତ୍ରୀ ବିହାର ଅଞ୍ଚଳରେ ଥିବା ସଫ୍ଟଓ୍ବେର କମ୍ପାନୀ ଟେକ ମହିନ୍ଦ୍ରା ଅଫିସକୁ ବିଏମ୍‌ସି ପକ୍ଷରୁ ମଙ୍ଗଳବାର ସିଲ୍‌ କରାଯାଇଛି। ୩ ଦିନ ଭିତରେ…

6 years ago

କାର୍‌ରେ ପ୍ରେସ୍‌ ଲେଖି ବୁଲୁଥିଲେ ଜଙ୍ଗଲରେ: ଟେକିନେଲେ ଗ୍ରାମବାସୀ

କେନ୍ଦୁଝର,୭।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ କରଦାଙ୍ଗୀ ଜଙ୍ଗଲରେ ମଙ୍ଗଳବାର ୬ ଜଣ ବ୍ୟକ୍ତି କାରରେ ପ୍ରେସ ଲେଖି ସନ୍ଦେହ ଜନକ ଭାବେ ବୁଲୁଥିଲେ। ହାତୀ…

6 years ago