ରାଜ୍ୟ

କରୋନା UPDATE: ବିଶ୍ୱରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୭ହଜାର ୯୭୬, ଭାରତରେ ୧୯୬୫, ଓଡ଼ିଶାରେ ୫ ପଜିଟିଭ

ଭୁବନେଶ୍ୱର,୨।୪(ବ୍ୟୁରୋ): ସମଗ୍ର ବିଶ୍ୱ ଏବେ ମହାମାରୀ କରୋନା କବଳରେ। ବୁଧବାର ୨୦୩ ଦେଶ ଏବଂ ଦୁଇଟି ଜାହାଜରେରେ କରୋନା ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହା ସମାନ…

6 years ago

୧୪ ଦିନ ମଧ୍ୟରେ ବିଦେଶରୁ କିମ୍ବା ଓଡ଼ିଶା ବାହାରୁ ଫେରିଥିଲେ ଘରେ ରହିବାକୁ ପରାମର୍ଶ, ସ୍ବାସ୍ଥ୍ୟ ସମସ୍ୟା ହେଲେ ୧୦୪ନଂ ଫୋନ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨।୪(ବ୍ୟୁରୋ): ଯେଉଁମାନେ ବିଦେଶରୁ କିମ୍ବା ଓଡ଼ିଶା ବାହାର ରାଜ୍ୟରୁ ଗସ୍ତ ସାରି ଗତ ୧୪ ଦିନ ମଧ୍ୟରେ ଫେରିଛନ୍ତି, ସେମାନଙ୍କୁ ଘରେ ରହିବାକୁ ପରାମର୍ଶ। ଅଲଗା ଘରେ…

6 years ago

ଅନୁଗୋଳ ଆସିଥିଲେ ନିଜାମୁଦ୍ଦିନ ଫେରନ୍ତା : ଚିହ୍ନଟ ପରେ କ୍ୱାରାଣ୍ଟାଇନରେ ୧୨ ଜଣ

ଅନୁଗୋଳ ଅଫିସ୍, ୨ା୪- ଦିଲ୍ଲୀର ହଜରତ ନିଜାମୁଦ୍ଦିନରେ ଯୋଗ ଦେଇଥିବା ମୁସଲିମ ସମ୍ପ୍ରଦାୟର ପ୍ରାୟ ୩ ଜଣ ଧର୍ମଗୁରୁ ଅନୁଗୋଳ ଆସିଥିବା ଜଣାପଡିଛି । ସେମାନେ ଶିମିଳିପଡାର…

6 years ago

କରୋନା କଟକଣା ଭାଙ୍ଗିବା ଅଭିଯୋଗ: ୨୪୫ ମାମଲା ରୁଜୁ

ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ୨୧ ଦିନିଆ କଟକଣା ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। ବିଭିନ୍ନ ଛକ ସ୍ଥାନରେ ପୋଲିସମାନେ ଗାଡ଼ିମୋଟର ଯାତାୟାତ…

6 years ago

କଟକଣା ପାଇଁ ରାମନବମୀ ପୂଜା ଫିକା: ୭ ଦିନ ପରିବର୍ତ୍ତେ ୨ ଘଣ୍ଟାରେ ପୂଜା ଶେଷ

ବନ୍ତ,୨ା୪(ଡି.ଏନ୍‌.ଏ.)-ଚଳିତ ବର୍ଷ କରୋନା କଟକଣା ପାଇଁ ବନ୍ତ ବ୍ଳକ ଟିଲୋ ମାଳିସାହି ଛକ ଠାରେ ନିରାଡମ୍ବର ସହକାରେ ରାମନବମୀ ପୂଜା ପାଳିତ ହୋଇଛି । ଦୀର୍ଘ ୪୩…

6 years ago

ବଢ଼ିଲା ପାରଦ: ୩ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ, ବର୍ଷାପବନକୁ ନେଇ ୮ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇଛି। ଗୁରୁବାର ରାଜ୍ୟର ୩ଟି ଜିଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଟିଟଲାଗଡ଼ରେ ତାପମାତ୍ରା ୪୦.୫ ଡିଗ୍ରୀ, ମାଲକାନଗିରି ୪୦.୨…

6 years ago

ନିଜାମୁଦ୍ଦିନ ଯାଇଥିବା ଲୋକେ ନିଜ ଆଡ଼ୁ ଆସି ସରକାରଙ୍କୁ ସହଯୋଗ କରନ୍ତୁ: ଡିଏମ୍‌ଇଟି

ଭୁବନେଶ୍ୱର,୨।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନରେ ଅନୁଷ୍ଠିତ ଧର୍ମସଭାରୁ ଓଡ଼ିଶାରୁ ଫେରିଥିବା ଲୋକଙ୍କୁ ଅନୁଧ୍ୟାନ କରାଯାଉଛି। ତେବେ ଏହା ଅନ୍ୟମାନଙ୍କୁ ବ୍ୟାପିବାର ସମ୍ଭାବନା ରହିଛି। ଏଣୁ ନିଜର ପରୀକ୍ଷା କରାଇ…

6 years ago

୬୨୫ ଶଯ୍ୟା ସହ ଦୁଇ କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ

ଭୁବନେଶ୍ୱର,୨।୪(ବ୍ୟୁରୋ): ଭୁବନେଶ୍ୱର ଓ କଟକରେ ଦୁଇଟି କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ ହୋଇଛି। ଭୁବନେଶ୍ୱରରେ କିମ୍‌ସ ଏବଂ କଟକରେ ଅଶ୍ୱିନୀ ହସ୍ପିଟାଲ ପ୍ରସ୍ତୁତ ହୋଇଛି। କିମ୍‌ସରେ ୫୦୦ ଓ…

6 years ago

ଘର ପାଖରେ ପହଞ୍ଚିବ ପନିପରିବା: କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଭ୍ରାମ୍ୟମାଣ ପରିବା ଦୋକାନର ଶୁଭାରମ୍ଭ

କେନ୍ଦୁଝର,୨।୪(ସ୍ବ.ପ୍ର.): କରୋନା ମୁକାବିଲାକୁ ନେଇ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ସମୟରେ ଖାଉଟି ସାମଗ୍ରୀ, ପନିପରିବା, ମାଛମାଂସ, ଔଷଧ ଆଦି ଦୋକାନ ଖୋଲା ରହିବ…

6 years ago

ରଥକାଠ ଚିରଟ ଅନୁକୂଳ ଲାଗି ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧିଙ୍କ କଟକ ଗସ୍ତ

ପୁରୀ ଅଫିସ,୨ା୪ : ଆସନ୍ତା ଜୁନ୍‌ ୨୩ରେ ମହାପ୍ରଭୁଙ୍କ ରଥଯାତ୍ର୍ରା ଅନୁଷ୍ଠିତ ହେବ। ଅକ୍ଷୟ ତୃତୀୟାରୁ ତିନିରଥ ନିର୍ମାଣ ଆରମ୍ଭ ହେବାକୁ ଥିବାବେଳେ ଗୁରୁବାର ରଥକାଠ ଚିରଟ…

6 years ago