ରାଜ୍ୟ

କରୋନା ମାଡ଼: ଏମ୍‌ଏସ୍‌ଏମ୍‌ଇ ପ୍ରଭାବିତ

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା ମୁକାବିଲା ସମସ୍ତଙ୍କ ପ୍ରାଥମିକତା ହୋଇଛି। ସାରା ବିଶ୍ୱରେ ଏହି ସ୍ବାସ୍ଥ୍ୟଗତ ଜରୁରୀ ପରିସ୍ଥିତି ସୃଷ୍ଟି ହୋଇଛି। ଏହା ଅର୍ଥନୀତିକୁ ବହୁଳ ଭାବେ ପ୍ରଭାବିତ କରିଛି।…

6 years ago

ମୁଖ୍ୟମନ୍ତ୍ରୀଙ୍କ କରୋନା ମୁକାବିଲା ପାଣ୍ଠିକୁ ସହାୟତା ରାଶିର ସୁଅ

ଭୁବନେଶ୍ୱର,୧।୪(ବ୍ୟୁରୋ) କରୋନା ଭୂତାଣୁର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ପାଣ୍ଠି ବ୍ୟବସ୍ଥା କରିଛନ୍ତି। ଏହି ପାଣ୍ଠିକୁ ମଙ୍ଗଳବାର କଟକସ୍ଥିତ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ପକ୍ଷରୁ…

6 years ago

ମେ’ ଶେଷ ସପ୍ତାହରେ ଜେଇଇ ମେନ୍‌

ଭୁବନେଶ୍ୱର,୧।୪(ବ୍ୟୁରୋ): ଆସନ୍ତା ଏପ୍ରିଲ ୫,୭ ଓ ୧୧ରେ ହେବାକୁ ଥିବା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ମେନ୍‌କୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ମେ’ ଶେଷ ସପ୍ତାହରେ ଜେଇଇ ମେନ୍‌…

6 years ago

ସବୁ ଜିଲାରେ କୋଭିଡ୍‌-୧୯ ହସ୍ପିଟାଲ

ଭୁବନେଶ୍ୱର,୧।୪(ବ୍ୟୁରୋ)/ ଝାରସୁଗୁଡ଼ା ଅଫିସ୍‌: ରାଜ୍ୟର ସବୁ ଜିଲାରେ କୋଭିଡ୍‌-୧୯ ହସ୍ପିଟାଲ ସ୍ଥାପନ ହେବ। ଏଥିପାଇଁ ବିଭିନ୍ନ ଘରୋଇ ହସ୍ପିଟାଲ ସହଯୋଗରେ ଯୁଦ୍ଧକାଳୀନ ଭିତ୍ତିରେ ଏହା କରାଯିବ। ଏନେଇ…

6 years ago

ଲକ୍‌ଡାଉନ୍‌ ଦୁଃଖ: ବିପଦରେ ୩୦୦ ପେଟ୍‌ ଶପ୍‌ରେ ଥିବା ଜୀବଜନ୍ତୁ

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା କଟକଣାରେ ସମସ୍ତ ଜୀବଜଗତ ପ୍ରଭାବିତ। ଏଭଳିସ୍ଥିତିରେ ଜନସାଧାରଣଙ୍କୁ ଅତ୍ୟାବଶ୍ୟକ ସୁବିଧା ସୁଯୋଗ ଯୋଗାଇ ଦିଆଯିବାକୁ ସମସ୍ତ ପ୍ରକାର ଚେଷ୍ଟା କରାଯାଉଛି। ତେବେ ବୁଲା ଜୀବଜନ୍ତୁ,…

6 years ago

ନିଜାମୁଦ୍ଦିନ କରୋନା ହଟ୍‌ସ୍ପଟ : ଓଡ଼ିଶାରୁ ୧୫ ଯୋଗଦେଇଥିବା ଚର୍ଚ୍ଚା

ଭୁବନେଶ୍ୱର,୧।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ମୁସଲମାନ୍‌ଙ୍କ ଧର୍ମସଭାରେ ଓଡ଼ିଶାରୁ ୧୫ଜଣ ଯୋଗଦେଇଥିତ୍ବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଚାଲିଛି। ତେବେ ପ୍ରକୃତପକ୍ଷେ ଓଡ଼ିଶାରୁ କେତେଜଣ ଯାଇଥିଲେ ତାହା ସରକାରଙ୍କ…

6 years ago

ରାଶନ କାର୍ଡଧାରୀଙ୍କୁ ୧୦୦୦ ଟଙ୍କା ସହାୟତା

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା ଭାଇରସ୍‌କୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରଚେଷ୍ଟା ଜାରି ରଖିଛନ୍ତି। ଏହି ସମୟରେ ସାଧାରଣ ଲୋକଙ୍କ ପାଖରେ ଅତ୍ୟାବଶ୍ୟକ ସାମଗ୍ରୀ ଆବଶ୍ୟକ…

6 years ago

ଓଡ଼ିଶାରେ ଚତୁର୍ଥ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୩୧।୩(ବ୍ୟୁରୋ)-ଓଡ଼ିଶାରେ ମଙ୍ଗଳବାର ରାତିରେ ରାଜ୍ୟର ଚତୁର୍ଥ କରୋନା ସଂକ୍ରମିତଙ୍କୁ ଠାବ କରାଯାଇଛି। ଏହି ସଂକ୍ରମିତ ବ୍ୟକ୍ତି ଜଣେ ୨୯ ବର୍ଷୀୟ ଯୁବକ। ଭଦ୍ରକ ଜିଲାରୁ ଆସୁଥିବା ଏହି…

6 years ago

କଳିଙ୍ଗାରେ ସୀମା ସିଲ୍‌

ଜି.ଉଦୟଗିରି,୩୧ା୩(ଡି.ଏନ.ଏ.)-ଜି.ଉଦୟଗିରି ପୋଲିସ ଗଞ୍ଜାମ ଓ କନ୍ଧମାଳ ଜିଲା ପ୍ରବେଶ ଦ୍ୱାର ଭାବେ ପରିଚିତ କଳିଙ୍ଗା ଚେକ ଗେଟଠାରେ ଜିଲା ସୀମାକୁ ସିଲ କରି ଦେଇଛି। ରାଜ୍ୟ ଓ…

6 years ago

ଲକ୍‌ଡ଼ାଉନ୍‌ ଯୋଗଁ ତରଭୁଜ ଚାଷରେ ବ୍ୟାପକ କ୍ଷତି

ଦେବଗଡ଼,୩୧ା୩(ଡି.ଏନ୍‌.ଏ.)- ଲକଡ଼ାଉନ୍‌ କଟକଣା ଯୋଗୁ ଦେବଗଡ଼ ଜିଲାରେ ତରଭୁଜ ଚାଷରେ ବ୍ୟାପକ କ୍ଷତି ଘଟିଛି । ଗାଡିମୋଟର ଚଳାଚଳ କରୁ ନ ଥିବାରୁ ବେପାରୀ ତରଭୁଜ ନେବାକୁ…

6 years ago