ଭୁବନେଶ୍ୱର,୧୬।୩(ବ୍ୟୁରୋ)- ବିଦେଶରୁ ଓଡ଼ିଶା ଆସୁଥିବା ବ୍ୟକ୍ତିଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ କରାଯାଇଛି। ସେମାନେ ପହଞ୍ଚିବାର ୨୪ ଘଣ୍ଟା ମଧ୍ୟରେ ଟୋଲ୍ ଫ୍ରି ନମ୍ବର ୧୦୪କୁ କଲ୍ କରି…
ଭୁବନେଶ୍ୱର,୧୬।୩ (ବ୍ୟୁରୋ)-କରୋନା ଭୂତାଣୁକୁ ନେଇ ସମଗ୍ର ବିଶ୍ୱ ଆତଙ୍କିତ। ଭାରତରେ ଏହି ଭୂତାଣୁ କାୟା ବିସ୍ତାର କରିଚାଲିଛି। ପରିସ୍ଥିତି ଯେପରି ଅଣାୟତ୍ତ ନ ହେବ ସେ ନେଇ…
ଭୁବନେଶ୍ୱର, ୧୬।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଯୋଗାଣ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି। କଳାବଜାର ରୋକିବା ପାଇଁ ବିଭାଗ କଡ଼ା ପଦକ୍ଷେପ ନେଇଛି। ଖାଦ୍ୟ ସାମଗ୍ରୀ, ମାସ୍କ…
ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ରାଜ୍ୟବାସୀ ଚିନ୍ତାରେ ପଡ଼ିଯାଇଛନ୍ତି। ଏ ନେଇ ବିଭିନ୍ନ ସ୍ଥାନରେ ସଚେତନ କରାଯାଉଥିବା ବେଳେ ସୋମବାର ଛାତ୍ର କଂଗ୍ରେସ ରାଜ୍ୟ…
ପୁରୀ ଅଫିସ,୧୬।୩: ଓଡ଼ିଶାରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ରାଜ୍ୟବାସୀଙ୍କ ଚିନ୍ତା ବଢ଼ିଯାଇଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ପୁରୀ ବେଳାଭୂମିକୁ ଖାଲିକରିଛି ପୋଲିସ। ବେଳାଭୂମିକୁ ନ…
ଭୁବନେଶ୍ୱର, ୧୬।୩(ବ୍ୟୁରୋ): କରୋନା ସତର୍କତା ପାଇଁ ପୂର୍ବରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରାଯାଇଥିବା ବେଳେ ସୋମବାର ଭୁବନେଶ୍ୱର ବାଣୀବିହାର ହଷ୍ଟେଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।…
କଟକ ଅଫିସ,୧୬।୩: କରୋନା ସନ୍ଦେହରେ ଭୁବନେଶ୍ୱରର ଜଣେ ଯୁବକ ରବିବାର ବିଳମ୍ବିତ ରାତିରେ ଏସ୍ସିବି ମେଡିକାଲର ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି ହୋଇଛନ୍ତି। ସେ ପୂର୍ବରୁ ଥଣ୍ଡା, ଜ୍ୱରରେ…
ଭୁବନେଶ୍ୱର, ୧୬।୩(ବ୍ୟୁରୋ): ମହାମାରୀ କରୋନା ନେଇ ସାରା ବିଶ୍ୱରେ ଭୟର ବାତାବାରଣ ସୃଷ୍ଟି ହୋଇଛି। ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୋମବାର କଡ଼ା…
ଭୁବନେଶ୍ୱର,୧୬।୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଥିବା ବେଳେ ରାଜ୍ୟରେ ମଧ୍ୟ ଏହା ଚିହ୍ନଟ ହୋଇସାରିଛି। କରୋନାର ମୁକାବିଲା ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ…
ଯାଜପୁର ଅଫିସ,୧୬।୩: ପ୍ରସିଦ୍ଧ ବାରୁଣୀ ମେଳାକୁ ବାତିଲ କରାଯିବା ସହ ଯାଜପୁର ସହରରେ ୧୪୪ ଧାରା ଜାରି କରାଯାଇଛି। ଯାଜପୁର ଜିଲା ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି ନାୟକ…