ରାଜ୍ୟ

IIFL ଲୁଟ୍‌ ଘଟଣା: ଭାଇ, ସାଙ୍ଗଙ୍କୁ ଲଗାଇ ଡକାୟତି କରିଥିଲେ କର୍ମଚାରୀ

କଟକ ଅଫିସ, ୨୪।୧୧: କଟକ ନୟାସଡ଼କସ୍ଥିତ IIFL ବ୍ରାଞ୍ଚରେ ଗତ ୧୯ ତାରିଖରେ ଏକ ବଡ଼ ଧରଣର ଲୁଟ୍‌ ହୋଇଥିଲା। IIFLର ଲାଲା ଅମ୍ରିତ ରାୟ ନାମକ…

6 years ago

ଡିସେମ୍ବରରେ ଖୋଲିପାରେ ଶ୍ରୀମନ୍ଦିର: ମୁଖ୍ୟ ପ୍ରଶାସକ

ପୁରୀ ଅଫିସ, ୨୪।୧୧: ଡିସେମ୍ବର ମାସରେ ଖୋଲିପାରେ ଶ୍ରୀମନ୍ଦିର। ଏହି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର। ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁଯାୟୀ,…

6 years ago

ବିଧାନସଭାରେ ଉଠିଲା ‘ପରୀ’ ହତ୍ୟା ଘଟଣା

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ବିଧାନସଭାରେ ଉଠିଲା ୫ ବର୍ଷର ଝିଅ ‘ପରୀ’ ହତ୍ୟା ଘଟଣା। ଗୃହରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଏହି ଘଟଣା ଉଠାଇଛନ୍ତି। ନୟାଗଡ଼ର ୫…

6 years ago

ପରୀ ହତ୍ୟାକାଣ୍ଡ ଘଟଣା: ନ୍ୟାୟ ନ ମିଳିବାରୁ ବିଧାନସଭା ସମ୍ମୁଖରେ ମା’ ବାପାଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର/ନୟାଗଡ଼ ଅଫିସ,୨୪।୧୧(ବ୍ୟୁରୋ): ନୟାଗଡ଼ ସଦର ଥାନା ଯଦୁପୁର ଗ୍ରାମରେ ପ୍ରାୟ ୪ମାସ ତଳେ ଘଟିଥିବା ପରୀ (୫) ନାମକ ଶିଶୁକନ୍ୟା ହତ୍ୟା ଘଟଣାରେ ଏଯାଏ ତାଙ୍କ ପରିବାରକୁ…

6 years ago

ଦାରିଙ୍ଗବାଡ଼ିରେ ବଢ଼ିଲା ଶୀତ, ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ

ଦାରିଙ୍ଗବାଡ଼ି,୨୪।୧୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଚଳିତ ବର୍ଷର ପ୍ରଥମ ଶୀତ ଅନୁଭୁତ ହୋଇଛି। ମଙ୍ଗଳବାର ସକାଳ ୮ଟାରେ ସର୍ବନିମ୍ନ ତାପମାତ୍ରା ୯ଡିଗ୍ରୀ ରହିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ…

6 years ago

କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୪ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୭୧ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ…

6 years ago

କମୁଛି ସଂଖ୍ୟା: ରାଜ୍ୟରେ ୬୪୨ନୂଆ ପଜିଟିଭ୍‌ ଚିହ୍ନଟ, ଆଗରେ କେନ୍ଦୁଝର

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୪୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧୫୨୭୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ…

6 years ago

ବିଜେଡି ଯୁବ କାର୍ଯ୍ୟକାରୀ ସଭାପତି ଶୁଭେନ୍ଦୁ ମଙ୍ଗରାଜ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ସୋମବାର ବିଜୁ ଓ ଛାତ୍ର ବିଜୁ ଜନତା ଦଳର ସାଂଗଠନିକ ନିଯୁକ୍ତି ଦିଆଯାଇଛି। ଏ…

6 years ago

ସିଲ୍‌ ହେଲା ଆଉଏକ ନକଲି ଗୁଟ୍‌ଖା କାରଖାନା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ):  ପୁରୁଣା ଆଇସ୍‌କ୍ରିମ ଫ୍ୟାକ୍ଟ୍ରି ଭିତରେ ଚାଲିଥିଲା ନକଲି ଗୁଟ୍‌ଖା ଓ ଜର୍ଦ୍ଦା କାରଖାନା। ବେଆଇନ ଭାବେ ହେଉଥିଲା କୋଟି କୋଟି ଟଙ୍କାର କାରବାର। ସୋମବାର ଜଗତପୁର…

6 years ago

୧,୦୦୩ ହାଇସ୍କୁଲରେ ପ୍ରଧାନଶିକ୍ଷକ ପଦବୀ ଖାଲି

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟର ୧,୦୦୩ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଛି। ସେଥିମଧ୍ୟରୁ ୯୩୯ଟି ସିନିୟର ଏସ୍‌ଇଏସ୍‌ ପ୍ରଧାନଶିକ୍ଷକ ଓ ୬୪ଟି ଓଇଏସ୍‌-୨ ପ୍ରଧାନଶିକ୍ଷକ…

6 years ago