ରାଜ୍ୟ

ଝରିଗାଁରେ କରୋନା ଭୟ: ଶ୍ରୀହରିକୋଟାରୁ ଫେରିଥିବା ୨ ଯୁବକଙ୍କୁ ଗାଁରେ ପୂରାଇ ଦେଲେନି ଗ୍ରାମବାସୀ

ଝରିଗାଁ,୧୪।୩(ସ୍ବ.ପ୍ର.): ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ମଧ୍ୟ ଏହି ଆତଙ୍କ ଖେଳିଯାଇଛି। ପ୍ରାପ୍ତ ସୂଚନାରୁ ପ୍ରକାଶ,…

6 years ago

ଧରିତ୍ରୀ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌: ରକ୍ତ କର୍କଟ ପୀଡ଼ିତ ଶିଶୁଙ୍କ ଚିକିତ୍ସା ସହାୟତା ପାଇଁ ନିବେଦନ କଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ, ୧୪।୩- ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ ନଂ-୧୬ ଡ୍ୟାମ୍‌ କଲୋନୀ (ଗାନ୍ଧୀନଗର) ନିବାସୀ ଅଜୟ ଦୀପଙ୍କ ଏକମାତ୍ର ଶିଶୁପୁତ୍ର ରୋହିତ(୫) ରକ୍ତ କର୍କଟ…

6 years ago

ବିଜେଡିକୁ କରୋନା ଘାରିଛି; ୟେସ୍‌ ବ୍ୟାଙ୍କ ପ୍ରସଙ୍ଗରୁ ଦୃଷ୍ଟି ହଟାଇବାକୁ ବିଧାନସଭା ବନ୍ଦ: ଭାଜପା

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ବଜେଟ ଅଧିବେଶନକୁ…

6 years ago

କରୋନା ମୁକାବିଲା ପାଇଁ ଏସ୍‌ସିବି ପ୍ରସ୍ତୁତ

କଟକ ଅଫିସ, ୧୪।୩: ଚାଇନାରୁ ସୃଷ୍ଟି ହୋଇଥିବା କରୋନା ଭାଇରସ୍‌ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନେଇ କଟକ ଏସ୍‌ସିବି ମେଡିକାଲ ସମ୍ପୂର୍ଣ୍ଣ…

6 years ago

ଏମ୍‌କେସିଜିରେ କରୋନା ସନ୍ଦିଗ୍ଧ: ଦୁବାଇରୁ ଫେରିଥିଲେ

ବ୍ରହ୍ମପୁର ଅଫିସ ,୧୪।୩ - ସାରା ବିଶ୍ୱରେ ଏବେ ମାରାତ୍ମକ କରୋନା ଭୂତାଣୁ ଆତଙ୍କ। ଏଭଳି ସ୍ଥିତିରେ ଗଞ୍ଜାମ ଜିଲା ଚିକିଟି ଅଞ୍ଚଳର ଜଣେ କରୋନା ସନ୍ଦିଗ୍ଧ…

6 years ago

ସଶସ୍ତ୍ର ଡକାୟତଙ୍କ ଲୁଟ୍‌ ଉଦ୍ୟମ: ଆକ୍ରମଣରେ ବାପଝିଅ ଗୁରୁତର

ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଝାରବେଡା ଗାଁର ଏକ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମ କରି ବିଫଳ ହୋଇଛନ୍ତି। ୬ଜଣ ସଶସ୍ତ୍ର ଡକାୟତ…

6 years ago

୪୮ ଦିନ ପରେ ବ୍ରହ୍ମପୁର ଫେରିଲେ ଶିବାଶିଷ: କହିଲେ ‘ମୁଁ ପୁନର୍ଜନ୍ମ ପାଇଛି’

ବ୍ରହ୍ମପୁର ଅଫିସ, ୧୪।୩- ସମ୍ପ୍ରତି ବିଶ୍ୱରେ ଭୟଙ୍କର କରୋନା ଭାଇରସ୍‌ ଆତଙ୍କ ଜାରି ରହିଥିବା ବେଳେ ଜାପାନ ଜଳଜାହାଜରେ ଫସି ରହିଥିବା ଶିବାଶିଷ ନାୟକ ଫେବୃୟାରୀ ୨୭ରେ…

6 years ago

ଚିନିକଳର ୮ କର୍ମଚାରୀଙ୍କ ବିରୋଧରେ ମାମଲା

ଆସିକା,୧୪।୩ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ସମବାୟ ଚିନିକଳରେ ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗରେ ୮ଜଣ କର୍ମଚାରୀଙ୍କ ବିରୋଧରେ ଶୁକ୍ରବାର ଆସିକା ଥାନାରେ ମାମଲା…

6 years ago

‘ସତର୍କ ରହିଲେ ମୁକାବିଲା କରିହେବ’

କଟକ ଅଫିସ, ୧୪।୩: ରାଜ୍ୟରେ କରୋନା ଭୂତାଣୁର ମୁକାବିଲା ପାଇଁ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ବାଟାଲିୟନ୍‌, ବାରାକ୍ସ ଓ ବିଭିନ୍ନ…

6 years ago

ଟିଟିଲାଗଡରେ କରୋନା ସନ୍ଦିଗ୍ଧଙ୍କୁ ନେଇ ଚର୍ଚ୍ଚା

ବଲାଙ୍ଗୀର ଅଫିସ/ଟିଟିଲାଗଡ,୧୪।୩ (ଡି.ଏନ୍‌.ଏ.): କାନାଡାରୁ ଟିଟିଲାଗଡ ଆସିଥିବା ଯୁବ ଇଞ୍ଜିନିୟର ଦମ୍ପତିଙ୍କୁ କରୋନା ସନ୍ଦେହରେ ଶୁକ୍ରବାର ସନ୍ଧ୍ୟାରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ଆଇସୋଲେସନ୍‌ ୱାର୍ଡରେ…

6 years ago