ରାଜ୍ୟ

ରାଜଧାନୀରୁ ୨୭୭ କରୋନା ପଜିଟିଭ ଚିହ୍ନଟ: ସେଥିରୁ ୯୬ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୫।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶନିବାର ପୁଣି ୨୭୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୭୭ ମଧ୍ୟରୁ ୧୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୯୬ ଜଣ ହେଉଛନ୍ତି…

6 years ago

ବାଇକକୁ ଧକ୍କା ଦେଲା ପିକଅପ ଭ୍ୟାନ: ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ବାଲିକୁଦା, ୧୫ା୮(ଡି.ଏନ.ଏ.): ୫୫ନଂ. ଜାତୀୟ ରାଜପଥର ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ବାରିଲୋ ନିକଟରେ ଶନିବାର ସଡ଼କ ଦୁର୍ଘଟଣା ଘଟି ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ…

6 years ago

ବେଳାଭୂମିରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଗୋପାଳପୁର,୧୫।୮-ଗଞ୍ଜାମ ଜିଲା ସୁନାପୁର ବେଳାଭୂମିରୁ ଶନିବାର ଗୋଳନ୍ଥରା ଥାନା ପୋଲିସ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ପ୍ରକାଶ ଯେ,…

6 years ago

ସଂଗରୋଧ ସରିବା ପରେ ଭୁଲିଗଲା ଗଞ୍ଜାମ ପ୍ରଶାସନ: ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠି ପାଲଟିଲାଣି ସ୍କୁଲ-କଲେଜ କୋଠା

ବ୍ରହ୍ମପୁର,୧୫।୮- ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ନିଜ ନିଜ ଜିଲ୍ଲାକୁ ଫେରି ଆସିଥିଲେ। ରାଜ୍ୟ ସରକାର ସେମାନଙ୍କୁ ବିଭିନ୍ନ ସ୍କୁଲ ଓ କଲେଜ ସଂଗରୋଧ…

6 years ago

କରୋନା ଆକ୍ରାନ୍ତଙ୍କ ଘରୁ ଚୋରି

ଚୌଦ୍ୱାର,୧୫।୮(ଡି.ଏନ୍‌.ଏ.): ଶୁକ୍ରବାର ବିଳମ୍ବିତ ରାତିରେ ବର୍ଷା ଓ ଅନ୍ଧାରର ସୁଯୋଗ ନେଇ ଜଣେ କରୋନା ଆକ୍ରାନ୍ତଙ୍କ ଘରେ କଳାକନା ବୁଲାଇଛନ୍ତି ଚୋର। ଏହା ଚୌଦ୍ୱାର ଅଞ୍ଚଳରେ ଆଲୋଚନାର…

6 years ago

ଦୁଇ ଦିନରେ ଚିହ୍ନଟ ହେଲେ ୫୨ କରୋନା ଆକ୍ରାନ୍ତ: ଜୁନାଗଡ଼ର ଏହି ୭ ଓ୍ବାର୍ଡ୍‌କୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କଲା ଜିଲା ପ୍ରଶାସନ

ଜୁନାଗଡ,୧୫।୮(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ସହରରେ ୨ଦିନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨ରେ ପହଞ୍ଚିଛି। ଫଳରେ ସଂକ୍ରମଣ ବଢିବା ଆଶଙ୍କା କରି ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ମଧ୍ୟରାତ୍ରିଠାରୁ…

6 years ago

କୃଷି ମନ୍ତ୍ରୀଙ୍କ ପାଟଣା ଗସ୍ତ: ବୁଲି ଦେଖିଲେ ଲେମନ୍‌ ଗ୍ରାସ ଚାଷ

ପାଟଣା,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଯମୁନା ପଶି ପଞ୍ଚାୟତ କୋଡ଼ଖମଣ ଗ୍ରାମର ଲେମନ ଗ୍ରାସ ଚାଷ, ବାଁଉଶୁଳି ପଞ୍ଚାୟତ ଗୁଡିପୋଖରୀ ଗ୍ରାମର ଧାଡି ରୁଆ ଧାନ…

6 years ago

ରାଜ୍ୟରେ ଆହୁରି ୨ ଦିନ ବର୍ଷିବ: ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକାଅଂଶ ସ୍ଥାନରେ ବର୍ଷା ଲାଗିରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୯ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ…

6 years ago

ଆଜି ଆଉ ୯ ମୁଣ୍ଡ ନେଲା କରୋନା: ଏହି ଜିଲାରୁ ସର୍ବାଧିକ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି କରୋନା। ରାଜ୍ୟରେ ଶନିବାର କରୋନା ସଂକ୍ରମଣରେ ୯ଜଣଙ୍କ ମୃତ୍ୟୁ ଘଟିଛି। ସେଥିରୁ ଜଣେ କଟକ ଜିଲାର(୬୭ ବର୍ଷୀୟା…

6 years ago

ଅଗଷ୍ଟ ୧୫ରେ କରୋନାର ରେକର୍ଡ: ଆଜି ଚିହ୍ନଟ ହେଲେ ସର୍ବାଧିକ ୨୪୯୬ ଆକ୍ରାନ୍ତ; ୫୫ହଜାର ଟପିଲା ସଂଖ୍ୟା

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ ଜିଲାରୁ ୨୪୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୯୧ କ୍ୱାରାଣ୍ଟାଇନ୍‌ର ଥିବା…

6 years ago