ରାଜ୍ୟ

ଶ୍ରୀମନ୍ଦିର ହୁଣ୍ଡିରେ ଲକ୍ଷେ ଟଙ୍କା ଟପିଲାନି, ସୁନା ରୁପା ଶୂନ

ପୁରୀ ଅଫିସ, ୧୭।୩: କରୋନାର ପ୍ରଭାବ କେବଳ ଲୋକଙ୍କ ଜୀବନ ଜୀବିକା ଉପରେ ନୁହେଁ, ଶ୍ରୀମନ୍ଦିର ହୁଣ୍ଡିରେ ବି ଏହା ଦେଖିବାକୁ ମିଳିଛି। ବିଶ୍ୱବ୍ୟାପୀ ଘାତକ ସାଜିଥିବା…

6 years ago

ପୁରୀ ଛାଡ଼ିଲେ ବିଦେଶୀ ପର୍ଯ୍ୟଟକ: ଜଗନ୍ନାଥଙ୍କ କୃପା ରହିଲେ ଭଲରେ ଘରେ ପହଞ୍ଚିବୁ

ପୁରୀ ଅଫିସ, ୧୭।୩: କରୋନାକୁ ନେଇ ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ ପକ୍ଷରୁ ଯେଉଁସବୁ କଟକଣା ଓ ପଦକ୍ଷେପ ଗ୍ରହଣ କରାଯାଇଛି ତାହା ସ୍ବାଗତଯୋଗ୍ୟ। ଏଭଳି…

6 years ago

ନବୀନଙ୍କ ପଦକ୍ଷେପକୁ ଅନୁସରଣ କରୁ ପାର୍ଲାମେଣ୍ଟ: ସସ୍ମିତ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ବିଶ୍ୱବ୍ୟାପୀ ପ୍ରଭାବ ବିସ୍ତାର କରୁଥିବା କରୋନାକୁ ମୁକାବିଲା କରିବା ପାଇଁ ସମସ୍ତେ ଚେଷ୍ଟା କରୁଛନ୍ତି। କିଛିଦିନ ତଳେ ଓଡ଼ିଶାରେ କରୋନାକୁ ରାଜ୍ୟ ବିପତ୍ତି ଘୋଷଣା କରିବା…

6 years ago

ଯୁବ ପିଢିିଙ୍କୁ ଦିଅନ୍ତି ପରିବତ୍ତର୍ର୍ନର ବାର୍ତ୍ତା : ନୃତ୍ୟ ଓ ଅଭିନୟ କଳାରେ ପ୍ରବୀଣ ଗୁରୁ ଦାସ

  କେନ୍ଦୁଝର, ୧୭ା୩ (ସ୍ବ.ପ୍ର.)-ଦୀର୍ଘ ୨୦ ବର୍ଷର କଳା ସାଧନା ଭିତରେ ଅନେକ ଘାତ ପ୍ରତିଘାତ ମଧ୍ୟରେ ଆଗକୁ ବଢିଛନ୍ତି । ଜଣେ କଳାକାର ହେବା ଲାଗି…

6 years ago

ଖଲିପତ୍ର ଦେଲା ନୂଆ ଆଶାଭରସା

କେନ୍ଦୁଝର, ୧୭ା୩(ଡି.ଏନ.ଏ.)-ପ୍ଲାଷ୍ଟିକର ବ୍ୟବହାର ବନ୍ଦ ଲାଗି ସରକାରୀ କଟକଣା ପରେ ଶାଳପତ୍ରରୁ ପ୍ରସ୍ତୁତ ହେଉଥିବା ଖଲି ଚଉତିର ବ୍ୟବହାର ବଢ଼ିଛି। ବିଭିନ୍ନ ସରକାରୀ ବୈଠକ ଓ କର୍ମଶାଳାରେ…

6 years ago

ନିଆରା ‘ବୁଢ଼ା ସାର୍‌’ : ବିନା ପାରିଶ୍ରମିକରେ ୪୨ ବର୍ଷ ଶିକ୍ଷାଦାନ

ପଦ୍ମପୁର,୧୭।୩(ଡି.ଏନ.ଏ.)- ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ଗୋରାମାଟି ଗଁ। ର ଜଣେ ନିଆରା ମଣିଷ ଗୋଲକ ପ୍ରସାଦ ପାଢ଼ୀ। ସ୍ଥାନୀୟ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ…

6 years ago

ଅତୀତକୁ ଝୁରୁଛି ଶିବମାହାରା

ଆରଡ଼ି,୧୭।୩(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ବାବା ଆଖଣ୍ଡଳମଣି ମନ୍ଦିରର ମାହାତ୍ମ୍ୟ ସର୍ବଜନବିଦିତ। ମନ୍ଦିର ବେଢ଼ାକୁ ଲାଗି ରହିଥିବା ପୁଷ୍କରିଣୀ ପୀଠର ଶୋଭାବର୍ଦ୍ଧନ କରୁଛି। ଭକ୍ତମାନେ ଏହାର…

6 years ago

ବେଆଇନ ବାଲି ଉଠାଣକୁ ଗ୍ରାମବାସୀଙ୍କ ବିରୋଧ

କପ୍ତିପଦା,୧୭ା୩(ଡି଼.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ସୋନ ନଦୀର ବିଶୋଳ ପଞ୍ଚାୟତ ନିକଟ ଏକ ବାଲି ଘାଟରୁ ଜେସିବି ଲଗାଇ ବେଆଇନ ଭାବେ ବାଲି ଉତ୍ତୋଳନ…

6 years ago

ପଲିଥିନ ତଳେ ଜୀବନ

କପ୍ତିପଦା,୧୭ା୩(ଡି.ଏନ୍‌.ଏ)- ସରକାର ଗରିବ ସୀମାରେଖା ତଳେ ଥିବା ହିତାଧିକାରୀଙ୍କୁ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ପକ୍କା ଘର ପ୍ରଦାନ ପାଇଁ ନିୟମ କରିଛନ୍ତି ା ଯୋଗ୍ୟ ହିତାଧିକାରୀ…

6 years ago

ସାହସିକତା ଦେଖାଇଲେ ସକୁଲୁ

ସିମୁଳିଆ, ୧୭।୩(ଡି.ଏନ.ଏ.)-ଟିକେ ଡେରି ହୋଇଥିଲେ ଜଣେ ୩ବର୍ଷର ଶିଶୁଙ୍କୁ ଜୀବନ ଚାଲିଯାଇଥାନ୍ତି। ହେଲେ ସକୁଲୁ ସିଂ ନାମକ ଜଣେ ୨୬ବର୍ଷୀୟ ଯୁବକ ନିଜ ଜୀବନକୁ ବାଜି ଲଗାଇ…

6 years ago