ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ବୁଧବାର ରାଜଧାନୀରୁ ଆଉ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୭୭ ସ୍ଥାନୀୟ ସଂକ୍ରମିତ…
ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଜଗତସିଂହପୁର ଜିଲା ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭର୍ଚୁଆଲ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିର୍ବାଚନ ସମୟରେ ସମସ୍ତେ କୋଭିଡ୍ ଗାଇଡ୍ଲାଇନ ମାନିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ…
ମାଲକାନଗିର/ଚିତ୍ରକୋଣ୍ଡା,୨୮।୧୦(ଡି.ଏନ୍.ଏ.): ମାଲକାନଗିରି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ମାଓବାଦୀ କ୍ୟାମ୍ପରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ସାମଗ୍ରୀ ଜବତ ହୋଇଛି। ସ୍ବାଭିମାନ ଅଞ୍ଚଳରେ ଦୁଇଦିନ ହେଲା…
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଡିସେମ୍ବର ୩୧ ପୂର୍ବରୁ ବସିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ବିଧାନସଭା ନିୟମ ଅନୁସାରେ ୬୦ ଦିନ…
ପୁରୀ ଅଫିସ,୨୮।୧୦: ମହାମାରୀ କରୋନା ପାଇଁ ଦୀର୍ଘ ୭ ମାସରୁ ଊର୍ଦ୍ଧ୍ୱ ହେଲାଣି ଶ୍ରୀମନ୍ଦିର ସମେତ ରାଜ୍ୟର ଅନ୍ୟ ମନ୍ଦିରଗୁଡ଼ିକୁ ଭକ୍ତଙ୍କୁ ଛଡାଯାଉ ନାହିଁ। ଭକ୍ତଙ୍କ ପ୍ରବେଶ…
ନବରଙ୍ଗପୁର,୨୮।୧୦(ବି.ପ୍ର.): ୩୦ ବର୍ଷ କାଳ ଏକ ପରିବାରରେ ରହି ରୁବି ହୋଇଯାଇଥିଲା ଘରର ଜଣେ ସଦସ୍ୟ। ବର୍ତ୍ତମାନ ତା’ର ମୃତ୍ୟୁ ପରେ ଦୁଃଖରେ ଭାଙ୍ଗିପଡ଼ିଛି ସ୍ବାଇଁ ପରିବାର।…
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ଓଡ଼ିଶା ସହ ସାରା ଦେଶରୁ ବିଦାୟ ନେଇଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଦିନ ପୂର୍ବେ…
ଦାରିଙ୍ଗବାଡ଼ି,୨୮।୧୦(ଡି.ଏନ.ଏ.): ବିଶ୍ୱରେ ବଜାରୀକରଣ ବ୍ୟବସ୍ଥା ହେବା ପରେ ପାରମ୍ପରିକ ଚାଷର କୁପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲାରେ। ଏଠାରେ ପୂର୍ବରୁ ପାରମ୍ପରିକ ଚାଷ ମଧ୍ୟରେ କୁଏରୀ, ମାଣ୍ଡିଆ, କାଙ୍ଗୁ,…
ନବରଙ୍ଗପୁର,୨୮।୧୦(ବି.ପ୍ର.): ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ନିଜର ନିଆରା କାର୍ଯ୍ୟଶୈଳୀକୁ ନେଇ ପ୍ରାୟ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ବିଧାୟକ ତାଙ୍କ ବ୍ୟସ୍ତ ବହୁଳ ଜୀବନରୁ ସମୟ ବାହାର…
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ…