ରାଜ୍ୟ

ମନ୍ତ୍ରୀମାନଙ୍କୁ ପ୍ଲାଜମା ଦାୟିତ୍ୱ ଦେଲେ ନବୀନ: ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ କେଉଁ ଜିଲା ଦାୟିତ୍ୱ …

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ଦେଇଛନ୍ତି। ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ଘରକୁ ଯାଇ…

6 years ago

ଚଳିତ ବର୍ଷ ହେବ ନାହିଁ ‘ଆଟ ହୋମ’ ସେଲିବ୍ରେସନ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମହାମାରୀ କରୋନା ପାଇଁ ଚଳିତବର୍ଷ ରାଜଭବନରେ ହେବ ନାହିଁ ଆଟ୍‌ହୋମ ପାର୍ଟି। କରୋନା ପାଇଁ ଚାରିଆଡେ ଭୟର ବାତାବରଣ ସୃଷ୍ଟି ହୋଇଛି। ତେବେ ରାଜ୍ୟର ଏଭଳି ଦୁଃଖଦ…

6 years ago

ରାଜ୍ୟରେ ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୫୩୦ ଜଣ ସୁସ୍ଥ ହୋଇଥିବାବେଳେ ରାୟଗଡାରୁ ୬୧, କଟକରୁ ୩୫, ମାଲକାନଗିରିରୁ୩୦,…

6 years ago

କରୋନା ଆଁରେ ରାଜଧାନୀ: ଆଉ ୨୪୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-କରୋନା ଆଁରେ ରାଜଧାନୀ। ଭୁବନେଶ୍ୱରରୁ ଶୁକ୍ରବାର ପୁଣି ୨୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୦୭ କ୍ୱାରାଣ୍ଟାଇନରେ  ଥିବାବେଳେ ୪୧ ଲୋକାଲ କଣ୍ଟାକ୍ଟ କେସ ରହିଛି।…

6 years ago

ଲକ୍‌ଡାଉନକୁ ବେଖାତିର: କ୍ଷୀର, ପରିବା ବିକ୍ରି ଆଳରେ ଖୋଲୁଛି ଚା’, ଭେରାଇଟ ଷ୍ଟୋର

କଣ୍ଟାପଡା,୨୪।୭(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ସେହିପରି କଣ୍ଟାପଡା ବ୍ଲକରେ ଗୁରୁବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ତେବେ ରାଜ୍ୟସରକାର…

6 years ago

ପୋଲସରା ବିଧାୟକଙ୍କୁ କରୋନା

ବ୍ରହ୍ମପୁର ଅଫିସ,୨୪।୭: ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନା ସଂକ୍ରମିତ ହୋଇଛନ୍ତି। ଏହାଛଡ଼ା…

6 years ago

ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନା ପଜିଟିଭ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି। ସମ୍ପୃକ୍ତ…

6 years ago

ପ୍ରସବ ପରେ ମହିଳାଙ୍କ କୋଭିଡ ରିପୋର୍ଟ ପଜିଟିଭ୍‌

କଟକ ଅଫିସ,୨୪।୭: କଟକ ଜିଲାର ଜଣେ ଗର୍ଭବତୀଙ୍କ କୋଭିଡ ରିପୋର୍ଟ ଶୁକ୍ରବାର ପ୍ରସବ ପରେ ପଜିଟିଭ୍‌ ଆସିିଛି। ଏବେ ଉଭୟ ମା’ ଓ ନବଜାତ ଶିଶୁକୁ ଆଇସୋଲେଶନରେ…

6 years ago

କରୋନାରୁ ସୁସ୍ଥ ହେଲେ ରାଜ୍ୟର ପ୍ରଥମ ପ୍ଲାଜମା ନେଇଥିବା ମହିଳା

କଟକ ଅଫିସ,୨୪।୭: ପ୍ଲାଜମା ଦେଲା ନୂଆ ଜୀବନ। ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ତଥା ପ୍ରଥମ ପ୍ଲାଜମା ନେଇଥିବା ୪୮ ବର୍ଷୀୟ ମହିଳା ସୁସ୍ଥ ହୋଇଛନ୍ତି।…

6 years ago

ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା: ଖାଲି ଗଞ୍ଜାମରୁ ୩

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୬ଜଣଙ୍କ ମୁଣ୍ଡ ନେଇଛି କରୋନା। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ୩ଜଣ ଗଞ୍ଜାମ ଜିଲାର ଥିବା ବେଳେ…

6 years ago