ଭୁବନେଶ୍ୱର,୨୦ା୫(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍ସି) ଦ୍ୱାରା ହେବାକୁ ଥିବା ସମସ୍ତ ପରୀକ୍ଷା ଓ ସାକ୍ଷାତ୍କାରକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍…
ପାରାଦୀପ,୨୦ା୫(ସ୍ବ.ପ୍ର.): ବଙ୍ଗୋପ ସାଗରରୁ ସୃଷ୍ଟ ବାତ୍ୟା ଅମ୍ଫାନ ପାରାଦୀପରେ ତାଣ୍ଡବ ରଚିଛି। ଏହାଦ୍ୱାରା ଅଞ୍ଚଳରେ ବ୍ୟାପକ କ୍ଷତି ଘଟିଛି। ଘଣ୍ଟାପ୍ରତି ୧୦୬ କି.ମି. ବେଗରେ ପବନ ବହିବା…
ହାଟଡିହୀ,୨୦।୫(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୪ଟି ପଞ୍ଚାୟତରେ କଣ୍ଟେନମେଣ୍ଟ ଅବଧିକୁ ଜିଲାପାଳ ଆଶିଷ ଠାକରେ ୭ ଦିନ ବୃଦ୍ଧି କରିଛନ୍ତି। ଆଦେଶନାମା ନଂ ୧୦୮୬/୧୮।୫।୨୦୨୦ଅନୁସାରେ ଢେଙ୍କା…
ଭୁବନେଶ୍ୱର,୨୦।୫(ବ୍ୟୁରୋ): ପୁରୀ ଜିଲାର କୋଣାର୍କ ଅଞ୍ଚଳକୁ ସୂର୍ଯ୍ୟ ନଗରୀରେ ପରିଣତ କରାଯିବ। କୋଣାର୍କ ମନ୍ଦିର ସମେତ ଏହାର ଚତୁଃପାର୍ଶ୍ୱ ଏବଂ ଏଠାରେ ଗଢି ଉଠିଥିବା ସହର ସୌର…
ଭୁବନେଶ୍ୱର,୨୦।୫(ବ୍ୟୁରୋ): ବାତ୍ୟା ଅମ୍ପନ ବୁଧବାର ସନ୍ଧ୍ୟାରେ ପଶ୍ଚିମବଙ୍ଗର ସୁନ୍ଦରବନ ଠାରେ ସ୍ଥଳଭାଗ ଅତିକ୍ରମ କରି ଯାଇଛି। ସ୍ଥଳଭାଗ ମୁହାଁ ହେବା ବେଳେ ଓଡିଶା ଉପକୂଳରେ କିଛି ସମୟ…
ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ଅପରାହ୍ନରେ କଳାହାଣ୍ଡି ଜିଲାରେ ଆଉ ୧୧ କରୋନା ପଜିଟଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ…
ଛତ୍ରପୁର, ୨୦।୫(ଡି.ଏନ୍.ଏ.)- କୁଏତରେ ମଙ୍ଗଳବାର ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ କାଳୀପାଲି ପଞ୍ଚାୟତ ବଡପୁଟି ଗାଁର ଡି.…
ଭୁବନେଶ୍ୱର,୨୦।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ବୁଧବାର ଅପରାହ୍ନ ୨ଟା ୩୦ରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି। ବାତ୍ୟାର ବାହ୍ୟ ଅଂଶ ପଶ୍ଚିମବଙ୍ଗରେ ପ୍ରବେଶ…
କଟକ ଅଫିସ,୨୦।୫: ଓଡ଼ିଶା ଦେଇ ରାଜପଥଗୁଡ଼ିକରେ ଚାଲିଚାଲି ନିଜ ରାଜ୍ୟକୁ ଫେରୁଥିବା ଶ୍ରମିକଙ୍କୁ ସହାୟତାର ହାତ ବଢ଼ାଇଛି ରାଜ୍ୟ ପୋଲିସ। ଗୋଟିଏ ପଟ ସୀମାରୁ ନେଇ ସେମାନଙ୍କୁ…
ଭୁବନେଶ୍ୱର,୨୦ା୫(ବ୍ୟୁରୋ): ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ‘ଘରେ ଘରେ ଅରୁଣିମା’ କ୍ୟାଲେଣ୍ଡରର ଦ୍ୱିତୀୟ ସଂସ୍କରଣ ଉନ୍ମୋଚିତ ହୋଇଛି। ୩ରୁ ୬ବର୍ଷ ମଧ୍ୟରେ…