ଭୁବନେଶ୍ୱର,୨୯।୬(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍ଡାଉନ କରାଯାଉଛି। ଏଥିଯୋଗୁ ରାଜ୍ୟ ଅର୍ଥନୀତି ବହୁ ମାତ୍ରାରେ ପ୍ରଭାବିତ ହେବାରେ…
ନରାଜ, ୨୯।୬ (ଡି.ଏନ୍.ଏ)ମହାନଦୀରେ ବନ୍ୟା ଆସିଲେ ମନେ ପଡ଼େ ମୁଣ୍ଡଳି ବ୍ୟାରେଜର କଥା। ଏଠାରେ ରହିଛି ବନ୍ୟା ଜଳସ୍ତର ଜାଣିବାର ବ୍ୟବସ୍ଥା। ହେଲେ ୬୦ବର୍ଷ ଧରି ଏହି…
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟରେ ଅଧିକାଂଶ ଜେଲ୍ରେ ଆବଶ୍ୟକ ଭିତ୍ତିଭୂମି ନ ଥିବାରୁ କରୋନା ସଂକ୍ରମଣ ଆଶଙ୍କା ରହିଛି। ଇତିମଧ୍ୟରେ ୩ ଜେଲ୍ରୁ ୧୦ କଏଦୀ ଆକ୍ରାନ୍ତ ହୋଇଛନ୍ତି। ବାସ୍ତବ…
ଭୁବନେଶ୍ୱର,୨୯।୬(ବ୍ୟୁରୋ): କୋଭିଡ୍-୧୯ ପ୍ରଭାବ ଯୋଗୁ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି ଓଡ଼ିଆ ସିନେମା ଶିଳ୍ପ। ରାଜ୍ୟର ପ୍ରଯୋଜକ, ନିର୍ଦ୍ଦେଶକ, କଳାକାର ଏବଂ ଫିଲ୍ମ ଶିଳ୍ପ ସହ ଜଡ଼ିତ…
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟ ସରକାର ଯୁକ୍ତ ୨ର ବାକି ପରୀକ୍ଷାଗୁଡିକ ବାତିଲ କରିଦେବା ନେଇ ସମ୍ଭାବନା ଅଧିକ ମାତ୍ରାରେ ଦେଖାଦେଇଛି। ସିବିଏସଇ ଓ ଆଇସିଏସଇ ପକ୍ଷରୁ ଯୁକ୍ତ ୨…
ଯାଜପୁର ଅଫିସ/ କଳିଙ୍ଗନଗର (ଡି.ଏନ.ଏ.),୨୯ା୬: କଳିଙ୍ଗନଗର ଟାଟା ଷ୍ଟିଲ୍ କାରଖାନା ଭିତରେ ଏକ ଚିରସ୍ରୋତା ଝରଣା ବୋହୁଛି। ଏହି ଝରଣା ପାଣି ଓ କାରଖାନାର ବର୍ଜ୍ୟପାଣି ମିଶି…
ଆନନ୍ଦପୁର,୨୯।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଲାଇଫ୍ଲାଇନ୍ କୁହାଯାଉଥିବା ବୈତରଣୀ ନଦୀ ସେତୁ ପୁଣି ବିପଦରେ। ୩ଟି ସ୍ପାନ ଦବିବା ଯୋଗୁ ଏହାର ସ୍ଥାୟିତ୍ୱ ନେଇ ଏବେ ପ୍ରଶ୍ନବାଚୀ…
ବଡ଼ମ୍ବା,୨୮ା୬(ଡି.ଏନ୍.ଏ.)- କଟକ ଜିଲା ବଡ଼ମ୍ବା ଅଞ୍ଚଳରେ କରୋନା କାୟା ବିସ୍ତାର କରୁଛି। ଶନିବାର ରାତିରେ ବଡ଼ମ୍ବା ଥାନା ଆଇଆଇସି ଓ ରବିବାର ଜାତୀୟ ବ୍ୟାଙ୍କରେ କାର୍ଯ୍ୟରତ ଜଣେ…
ବିନିକା,୨୮ା୬(ଡି.ଏନ.ଏ.)-ବାହାଘର ପାଇଁ ସବୁ ଆୟୋଜନ ସରିଥିଲା ା ଘରେ କୁଣିଆଙ୍କ ଭିଡ଼ ଜମିଥିଲା ା ହସଖୁସି ସାଙ୍ଗକୁ ଗହଳ ଚହଳ ଲାଗିଥିଲା ା ଆଉ କିଛି ଘଣ୍ଟା…
ଭୁବନେଶ୍ୱର,୨୮।୬(ବ୍ୟୁରୋ): ଆଇଏଏସ୍ ବିଜୟ କେତନ ଉପାଧ୍ୟାୟଙ୍କ ଉପରୁ ରାଜ୍ୟ ସରକାର ନିଲମ୍ବନ ଆଦେଶ ଉଠାଇ ଦେଇଛନ୍ତି। ତେବେ ବିଜୟଙ୍କୁ ପୁଣି ଥରେ ରାଜ୍ୟ ସରକାର ଅବସ୍ଥାପିତ କରିଛନ୍ତି।…