ରାଜ୍ୟ

ଜନଗଣନା ପାଇଁ ପ୍ରକ୍ରିୟା ଆରମ୍ଭ କଲା ବିଏମ୍‌ସି

ଭୁବନେଶ୍ୱର,୧୪।୨ (ବ୍ୟୁରୋ)ସାମାଜିକ ସୁରକ୍ଷା ଓ ସଶକ୍ତୀକରଣ ନିମନ୍ତେ ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ, ସାମାଜିକ କର୍ମୀ, ଟ୍ରଷ୍ଟ ଏବଂ ବଦାନ୍ୟ ବ୍ୟକ୍ତିବିଶେଷଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେମାନଙ୍କ ଉଦ୍ୟମ…

6 years ago

କଟକରୁ ସ୍ଥାନାନ୍ତର ହେବ ମଧୁସୂଦନ ଆଇଟିଆଇ

କଟକ ଅଫିସ,୧୪।୨: କଟକ ଏସ୍‌ସିବି ମେଡିକାଲକୁ ନୂଆ ରୂପ ଦେବା ସହ ଚିକିତ୍ସା ବ୍ୟବସ୍ଥାକୁ ବ୍ୟାପକ କରିବା ଦିଗରେ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି। ଏଣୁ ଏହାର…

6 years ago

ସରକାରୀ ସଂସ୍ଥାକୁ ଦକ୍ଷ କରିବ ‘ମୋ ସରକାର’: ମନ୍ତ୍ରୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟ କୃଷକଙ୍କ ଆୟ ବୃଦ୍ଧିରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛି। ତେଣୁ ଏହାକୁ ତ୍ରୁଟିଶୂନ୍ୟ ଏବଂ ପ୍ରଗତିଶୀଳ…

6 years ago

ସିଙ୍ଗଲ୍‌ ଓ୍ବିଣ୍ଡୋ ବୈଠକରେ ୮ ପ୍ରକଳ୍ପ ଅନୁମୋଦିତ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟରେ ଶିଳ୍ପ ବିକାଶ ଏବଂ ନିଯୁକ୍ତି କ୍ଷେତ୍ରରେ ଅଧିକ ସୁଯୋଗ ସୃଷ୍ଟି କରିବା ପାଇଁ ପୁଞ୍ଜି ନିବେଶ କରିବାକୁ ଥିବା ୮ଟି ନୂତନ ପ୍ରସ୍ତାବିତ ପ୍ରକଳ୍ପକୁ…

6 years ago

ବକେୟା ୧୦ପ୍ରତିଶତ ଦରମା ପାଇବେ ସରକାରୀ କର୍ମଚାରୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): କେନ୍ଦ୍ର ସରକାର ଗତ ୧ ଜାନୁୟାରୀ ୨୦୧୬ରୁ ସରକାରୀ କର୍ମଚାରୀଙ୍କ ପାଇଁ ୭ମ ବେତନ କମିଶନ ଲାଗୁ କରିଥିଲେ, ଯାହା ଓଡ଼ିଶା ସରକାର ସେପ୍ଟେମ୍ବର ୨୦୧୭ରେ…

6 years ago

ମାର୍ଚ୍ଚ ୩୧ ପରେ ବନ୍ଦ ହେବ ବିଏସ୍‌-୪ ଯାନ ବିକ୍ରି

କଟକ ଅଫିସ୍‌,୧୪।୨: ଭାରତ ଷ୍ଟେଜ୍‌(ବିଏସ୍‌) ୪ ଯାନଗୁଡ଼ିକ ଆସନ୍ତା ମାର୍ଚ୍ଚ ୩୧ ପରଠୁ ବିକ୍ରି କିମ୍ବା ପଞ୍ଜୀକରଣ ହୋଇପାରିବ ନାହିଁ। ଗୁରୁବାର ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ପକ୍ଷରୁ…

6 years ago

ଶକ୍ତି ବିଭାଗକୁ ଦାୟୀ କଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଗଞ୍ଜାମ ଜିଲାରେ ନିକଟ ଅତୀତରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ ବସ୍‌ ଦୁର୍ଘଟଣା ଘଟିଯାଇଛି। ଏଥିପାଇଁ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗୁରୁବାର ପୁର୍ନବାର…

6 years ago

‘ମାନବିକତା ଉପରେ ଗଣମାଧ୍ୟମ ଗୁରୁତ୍ୱ ଦେଉ’

ଭୁବନେଶ୍ୱର,୧୪।୨(ବ୍ୟୁରୋ): ମାନବିକତା ଉପରେ ଗଣମାଧ୍ୟମ ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ। ବାଧ୍ୟବାଧକତା କି ଚାପରେ ନୁହେଁ, ବରଂ ସବୁ ଖବରକୁ ସମାନ ଢଙ୍ଗରେ ଦେଖିବା ହିଁ ଗଣମାଧ୍ୟମର…

6 years ago

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭକୁ ସଫଳ କରିବାକୁ ପ୍ରୟାସ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଚଳିତ ବର୍ଷ ଶେଷଭାଗରେ ମେକ୍‌ ଇନ୍‌ ଓଡ଼ିଶା-୨୦୨୦ କନ୍‌କ୍ଲେଭ ଅନୁଷ୍ଠିତ ହେବ। ଏହାକୁ ସଫଳତାର ସହ ଆୟୋଜନ କରିବା ପାଇଁ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ…

6 years ago

ଅଧିକ କ୍ରିୟାଶୀଳ, ସୁଦୃଢ଼ ହେବ ବୈଧ ମାପ ବିଜ୍ଞାନ ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ବୈଧ ମାପ ବିଜ୍ଞାନ ନିର୍ଦ୍ଦେଶାଳୟ (ଲିଗାଲ୍‌ ମେଟ୍ରୋଲୋଜି)କୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ନିମନ୍ତେ…

6 years ago