ରାଜ୍ୟ

ତ୍ୱରାନ୍ବିତ ହେବ ରଥ ନିର୍ମାଣ କାର୍ଯ୍ୟ: ସମସ୍ତ ମହାରଣା, ସେବାୟତଙ୍କ ହେବ ସ୍ବାସ୍ଥ୍ୟ ପରୀକ୍ଷା

ପୁରୀ ଅଫିସ,୮।୫: ରଥ ନିର୍ମାଣ କାର୍ଯ୍ୟକୁ କିଭଳି ତ୍ୱରାନ୍ବିତ କରାଯିବ ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ରଥ କାର୍ଯ୍ୟରେ…

6 years ago

କ୍ୱାରାଣ୍ଟାଇନ ବ୍ୟବସ୍ଥାରେ ଅବହେଳା: ପ୍ରତିବାଦରେ ଡାକ୍ତରଙ୍କ ସହ ଏମ୍‌କେସିଜି ଛାତ୍ରୀଛାତ୍ରଙ୍କ ଧାରଣା

ବ୍ରହ୍ମପୁର ଅଫିସ, ୮।୫: ବ୍ରହ୍ମପୁର ଉପକଣ୍ଠ ଶୀତଳାପଲିରେ ଥିବା ଟାଟା କୋଭିଡ-୧୯ ହସ୍ପିଟାଲରେ କାମସାରି ଫେରୁଥିବା ଡାକ୍ତରଙ୍କୁ କ୍ୱାରାଣ୍ଟାଇନରେ ରଖିବାନେଇ ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇ…

6 years ago

ଏମ୍‌କେସିଜିରେ ୨୯ କରୋନା ସନ୍ଧିଗ୍ଧ ଚିକିତ୍ସିତ

ବ୍ରହ୍ମପୁର ଅଫିସ, ୮।୫ -ଗଞ୍ଜାମ ଜିଲାରେ ଏବେ ସୁରଟ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି । ନିକଟରେ ଗଞ୍ଜମକୁ ସୁରାଟରୁ ଫେରିଥିବା ପ୍ରବାସୀ ଓଡ଼ିଆମାନଙ୍କୁ ବିଭିନ୍ନ…

6 years ago

ନୂଆପଡ଼ାରେ କାର୍ଯ୍ୟକ୍ଷମ ହେଲା କୋଭିଡ ହସ୍ପିଟାଲ: ରହିଛି ୧୬୫ ଶଯ୍ୟା, ୫ ଆଇସିୟୁ

ଭୁବନେଶ୍ୱର, ୮।୫(ବ୍ୟୁରୋ): ନୂଆପଡ଼ା ଜିଲାରେ ଥିବା କୋଭିଡ ହସ୍ପିଟାଲକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଶୁକ୍ରବାର ବୁଲି ଦେଖିବା ସହ ଏହାର…

6 years ago

ଗଞ୍ଜାମରେ ସୁରଟ ଫେରନ୍ତାଙ୍କୁ ବିରୋଧ: ଟେକାପଥର ମାଡ଼, ପୋଲିସର ଲାଠି ଚାଳନା

ଛତ୍ରପୁର,୮।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଗୁରୁବାର ରାତିରେ ସୁରଟ ଫେରନ୍ତାଙ୍କୁ ରଖିବାକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ଏପରିକି ପୋଲିସ ଉପରକୁ…

6 years ago

କଟକରେ ବିକ୍ରି ହେବନି ମଦ: ସମସ୍ତ ଦୋକାନ ସିଲ୍‌ କରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

କଟକ ଅଫିସ,୮।୫- କଟକ ଜିଲାରେ ମଦ ବିକ୍ରି ହେବନାହିଁ। ଜିଲାର ସମସ୍ତ ମଦ ଦୋକାନକୁ ସିଲ୍‌ କରିବା ପାଇଁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ ଭବାନୀ ଶଙ୍କର…

6 years ago

ସାଇକେଲରେ ବାରାଣସୀରୁ ଗଞ୍ଜାମ ଯାତ୍ରା: ରାସ୍ତାରେ ଅଟକାଇ କ୍ୱାରାଣ୍ଟାଇନ୍‌ରେ ରଖିଲା ବନହରପାଲି ଥାନା ପୋଲିସ

ଲଖନପୁର,୮।୫(ଡି.ଏନ୍‌.ଏ.)- ସାରା ବିଶ୍ୱରେ ମହାମାରୀ କରୋନା ଆଲୋଡନ ସୃଷ୍ଟି କରିଛି। ଏହି ସଂକ୍ରମଣକୁ ନିୟନ୍ତ୍ରଣ କରିବାପାଇଁ ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଏଥିମଧ୍ୟରେ ଯାନବାହାନ…

6 years ago

ଟ୍ରେନ୍‌ ବଗିରେ କରୋନା ହସ୍ପିଟାଲ: ଭୁବନେଶ୍ୱର, ଖୋର୍ଦ୍ଧା ରୋଡ ଷ୍ଟେଶନରେ ହେବ କୋଭିଡ କେୟାର ସେଣ୍ଟର

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟର ୨ଟି ରେଳ ଷ୍ଟେଶନରେ କୋଭିଡ କେୟାର ସେଣ୍ଟର ହେବ। ଭୁବନେଶ୍ୱର ଓ ଖୋର୍ଦ୍ଧା ରୋଡ ଷ୍ଟେଶନରେ ଟ୍ରେନ୍‌ ବଗିରେ କୋଭିଡ କେୟାର ସେଣ୍ଟର…

6 years ago

ନିଶ୍ଚିନ୍ତକୋଇଲି ବ୍ଲକରେ ପ୍ରଶାସନିକ ଅବହେଳା: ୨୧ ପଞ୍ଚାୟତରେ ସଙ୍ଗରୋଧ କେନ୍ଦ୍ର କାର୍ଯ୍ୟ ଅଧାପନ୍ତରିଆ, ଫେରିଲେ ୫୨ ପ୍ରବାସୀ

ନିଶ୍ଚିନ୍ତକୋଇଲି,୮।୫(ସ୍ବ.ପ୍ର.)- କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଳକ ୪୧ଟି ପଞ୍ଚାୟତ ମଧ୍ୟରୁ ମାତ୍ର ୨୦ଟି ପଞ୍ଚାୟତରେ ପ୍ରବାସୀ ଓଡିଆଙ୍କ ପାଇଁ ସଙ୍ଗରୋଧ କେନ୍ଦ୍ର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା…

6 years ago

ଭୁବନେଶ୍ୱର ୨୨୭ନଂ ଆକ୍ରାନ୍ତ ନିଶ୍ଚିନ୍ତକୋଇଲି କଟିକଟା ପଞ୍ଚାୟତର: ଦେହ ଖରାପ ହେବା ପରେ ଏକ ମାସ ଧରି ରହିଥିଲେ ଘରେ, ବୁଲିଛନ୍ତି ହାଟ ବଜାର

ନିଶ୍ଚିନ୍ତକୋଇଲି,୮।୫(ସ୍ବ.ପ୍ର.)- ଭୁବନେଶ୍ୱର ଭିଏସ୍‌ଏସ୍‌ ନଗର କରୋନା ଆକ୍ରାନ୍ତ ହେଉଛନ୍ତି କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କଟିକଟା ପଞ୍ଚାୟତ ମିରା ସାହିର। ଏହି ୩୪ ବର୍ଷୀୟ ଯୁବକ ଭୁବନେଶ୍ୱରରେ…

6 years ago