ରାଜ୍ୟ

ସମୁଦ୍ର କୂଳରେ ‘ୱାଲର୍‌ଡ କ୍ଲେ ଡେ’

ବାଲେଶ୍ୱର ଅଫିସ,୧୬।୬-ବାଲେଶ୍ୱର ମଡ଼ ଆର୍ଟିଷ୍ଟଙ୍କ ଦ୍ୱାରା ମଙ୍ଗଳବାର ପୂର୍ବାହ୍ନରେ ଦୁବଲାଗଡ଼ି ସମୁଦ୍ରକୂଳରେ ‘ୱାଲର୍‌ଡ କ୍ଲେ ଡେ’ ପାଳନ କରାଯାଇଛି। ଶିଳ୍ପୀ କେଶୁ ଦାସଙ୍କ ତତ୍ତ୍ୱାବଧାନରେ ୧୫ଜଣ ମଡ଼…

6 years ago

ଆହୁରି ବଢ଼ିଲା ମହାପ୍ରଭୁଙ୍କ ଘୋଷଯାତ୍ରା ସମ୍ଭାବନା: ବଡ଼ଦାଣ୍ଡରୁ ହଟିବେ ଉଠା ଦୋକାନୀ, ୧୯ ସୁଦ୍ଧା କ୍ୟାବିନ୍‌ ଉଠାଇବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୧୬।୬: ପୁଣି ବଢ଼ିଲା ମହାପ୍ରଭୁଙ୍କ ଘୋଷଯାତ୍ରା ସମ୍ଭାବନା। ମଙ୍ଗଳବାର ବଡ଼ଦାଣ୍ଡରୁ ଉଠା ଦୋକାନୀଙ୍କୁ ହଟାଇବାକୁ ପୌରସଂସ୍ଥା ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୧୯ ତାରିଖ ସୁଦ୍ଧା…

6 years ago

ରାଉରକେଲା ଏସ୍‌ପିଙ୍କ ନାମରେ ଫେସବୁକ୍‌ରେ ଫେକ୍‌ ଆଇଡି ଖୋଲି ବନ୍ଧା ହେଲେ ନାବାଳକ

ରାଉରକେଲା ଅଫିସ,୧୬।୬: ରାଉରକେଲା ଏସ୍‌ପି କେ.ଶିବା ସୁବ୍ରମଣୀଙ୍କ ନାମରେ ଫେସ୍‌ବୁକରେ ଫେକ୍‌ ଆଇଡି ଖୋଲି ଲୋକଙ୍କୁ ବ୍ଲାକମେଲିଂ କରିବା ଜଣେ ନାବାଳକଙ୍କୁ ମହଙ୍ଗା ପଡ଼ିଛି। ଏହି ଘଟଣାରେ…

6 years ago

ମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଧାନ ଉଠିଲା

ଜୁନାଗଡ,୧୬।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବାଲିଛଡା ମଣ୍ଡିରେ ଗତ ୨ଦିନ ହେଲା ମିଲର୍ସଙ୍କ ଅବହେଳା ଯୋଗୁ ଟ୍ରକ ଆସୁ ନ ଥିବାରୁ ମଣ୍ଡିରୁ ଧାନ ଉଠୁ ନ…

6 years ago

ରାଜଧାନୀରେ ବଢ଼ୁଛି ବସ୍ତି ସଂକ୍ରମଣ ଆଶଙ୍କା: ସାଲିଆ ସାହିରୁ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜଧାନୀର ସବୁଠାରୁ ବଡ଼ ବସ୍ତି ସାଲିଆ ସାହିରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସାଲିଆ ସାହି ମଧ୍ୟରେ ଥିବା ନିରାଙ୍କାରୀ ନଗରରେ ଜଣେ…

6 years ago

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୨,୯୭୪କୁ ବୃଦ୍ଧି

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୧୨୦ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ଯାଜପୁରର ୧୯, କଟକର ୧୫, ମୟୂରଭଞ୍ଜର ୧୧, ଖୋର୍ଦ୍ଧାର ୧୧, ନୂଆପଡ଼ାର ୯,…

6 years ago

ରଥଯାତ୍ରା ହେଲେ କରୋନା ଭୟ ଦୂର ହୋଇଯିବ

ପୁରୀ ଅଫିସ, ୧୬।୬: ଚଳିତ ବର୍ଷ କରୋନା ପାଇଁ ରଥଯାତ୍ରା ହେବ କି ନାହିଁ ସେ ନେଇ କିଛି ସ୍ପଷ୍ଟ ହୋଇ ନାହିଁ। ସମସ୍ତେ ମହାପ୍ରଭୁଙ୍କ ରଥଯାତ୍ରାକୁ…

6 years ago

ଭୁବନେଶ୍ୱରରେ ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଭୁବନେଶ୍ୱରରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ରାଜଧାନୀ ଭୁବନେଶ୍ୱରର ବୋଲି…

6 years ago

ବଲାଙ୍ଗୀରରେ ଟଣା ହେବନି ରଥ

ବଲାଙ୍ଗୀର ଅଫିସ,୧୬।୬: ମହାମାରୀ କରୋନା ଯୋଗୁ ଚଳିତ ବର୍ଷ ରଥଯାତ୍ରା ହେବକି ନାହିଁ ସେ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ବଲାଙ୍ଗୀର ଜିଲା ପ୍ରଶାସନ…

6 years ago

ରାଜ୍ୟରେ ବଢ଼ିଲା ବସ୍‌ ଭଡ଼ା: ସାଧାରଣ-ଏକ୍‌ପ୍ରେସ୍‌ ୩ ପଇସା, ଡିଲକ୍ସ- ଏସି ଡିଲକ୍ସ ୬ ପଇସାକୁ ବୃଦ୍ଧି

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଉଛି। ଗତ ୧୦ ଦିନ ମଧ୍ୟରେ ପ୍ରାୟ ୫ ଟଙ୍କା ଅଧିକ ଟଙ୍କା ବଢ଼ି…

6 years ago