ରାଜ୍ୟ

କାଶିଆ-କେନ୍ଦୁଘାଟୀ ସେତୁ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

କେନ୍ଦୁଝର, ୪ା୨(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତର କାଶିଆଠାରୁ କେନ୍ଦୁଘାଟି ପର୍ଯ୍ୟନ୍ତ ବୈତରଣୀ ନଦୀ ଉପରେ ପୋଲ ନିର୍ମାଣ ପାଇଁ ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ କାର୍ଯ୍ୟକାରୀ…

6 years ago

ବାଲି ମାଫିଆଙ୍କ ଆତଙ୍କରାଜ୍‌ ଆର୍‌ଆଇ, ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ

ଭଣ୍ଡାରିପୋଖରୀ, ୪ା୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବନ୍ଦାଳୋ ମଢ଼ିଆଳୀ ପଞ୍ଚାୟତ ବିରିଡ଼ିସ୍ଥିତ ବୈତରଣୀ ନଦୀପଠାରୁ ବାଲି ମାଫିଆମାନେ ବେଆଇନ ଭାବେ ବାଲି ଚାଲାଣ କରୁଛନ୍ତି।…

6 years ago

ପୁରୁଣା ବାରିପଦା କଲେଜରେ ଉତ୍ତେଜନା

କୁଆମରା ୪।୨(ଡିଏନଏ)- ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ମନୋଜ କୁମାର ସାହୁଙ୍କୁ ନେଇ କଲେଜର ସୋମବାର ପୁଣି…

6 years ago

ପୁଅର ଦରମା ପାଇଁ ମା’ ବାପାଙ୍କ ଆମରଣ ଅନଶନ

ଖୁଣ୍ଟା,୪ା୨(ଡ଼ି.ଏନ୍‌.ଏ.)-ପୁଅର ଦରମା ଟଙ୍କା ମଞ୍ଜୁର ପାଇଁ ମା’ବାପାଙ୍କୁ ଆମରଣ ଅନଶନରେ ବସିବାକୁ ପଡ଼ିଛି । ଏପରି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ଡୁକୁରା…

6 years ago

ପିଆରଏମ ମେଡିକାଲ କଲେଜ ଅଧୀକ୍ଷକଙ୍କ ବହିଷ୍କାର ଦାବି କଲା ଭଞ୍ଜସେନା

ବାରିପଦା ଅଫିସ, ୪ା୨- ପଣ୍ଡିତ ରଘୁନାଥ ମୁର୍ମୁ (ପିଆରଏମ୍‌) ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ବିପର୍ଯ୍ୟସ୍ଥ ସ୍ବାସ୍ଥ୍ୟସେବା ବିରୋଧରେ ସୋମବାର ଭଞ୍ଜସେନାର କାର୍ଯ୍ୟକର୍ତ୍ତା ଜିଲା ପ୍ରଶାସନ ଜରିଆରେ…

6 years ago

ସରସ୍ବତୀ ମୂର୍ତ୍ତି ଭସାଣି ବେଳେ ଗଣ୍ଡଗୋଳ, ୪ ଆହତ

ସୋର, ୪।୨(ଡି.ଏନ.ଏ.)-ସରସ୍ବତୀଙ୍କ ମୂର୍ତ୍ତି ଭସାଣକୁ କେନ୍ଦ୍ର କରି ସୋର ଥାନା ଅଧୀନ ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଈଶ୍ୱରପୁର ଓ ମାଟିଆପଲା ଗ୍ରାମର ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିଛି।…

6 years ago

ବେଆଇନ କାଠପୋଲ ଉଚ୍ଛେଦକୁ ବିରୋଧ

ଜଳେଶ୍ୱର, ୪।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ପୌରପରିଷଦ ଅନ୍ତର୍ଗତ ୭ ଓ ୮ ନଂ. ୱାର୍ଡ଼ ସନ୍ନିକଟ ସୁବର୍ଣ୍ଣରେଖା ନଦୀରେ ନିର୍ମିତ ହୋଇଥିବା ବେଆଇନ କାଠପୋଲକୁ ଉଚ୍ଛେଦ କରିବାକୁ…

6 years ago

କଳା, ସଂସ୍କୃତି ସଭ୍ୟତାର ପରିଚୟ ଦେଇଥାଏ

ବିନିକା,୪ା୨(ଡି.ଏନ୍‌.ଏ) ସୁବଣ୍ଣର୍ର୍ପୁର ଜିଲା ବିନିକା ପାପକ୍ଷୟ ଲୋକ ମହୋତ୍ସବର ସୋମବାର ଥିଲା ତୃତୀୟ ସନ୍ଧ୍ୟା ା ଉତ୍ସବରେ ରାଜ୍ୟ ପରିବହନ ଓ ଯୋଜନା ସମନ୍ବୟ ମନ୍ତ୍ରୀ ପଦ୍ମନାଭ…

6 years ago

ଚାଷୀ ସମସ୍ୟା ନେଇ ଜିଲାପାଳଙ୍କୁ ଅଭିଯୋଗ

ଲଖନପୁର, ୪।୨(ଡି.ଏନ୍‌.ଏ.) ଚଳିତ ବର୍ଷ ଝାରସୁଗୁଡା ଜିଲାରେ ଟୋକନ ପ୍ରଦାନରେ ଅବ୍ୟବସ୍ଥା ଯୋଗୁ ଚାଷୀମାନେ ନିଜ ନିଜର ଉପତ୍ାଦିତ ଧାନ ବିକ୍ରି କରିପାରୁନାହାନ୍ତି। ଧାନ ବିକ୍ରି ସମୟରେ…

6 years ago

ଟୋକନ ନାହିଁ, ମଣ୍ଡିରେ ପଡିଛି ଧାନ

ଗଣ୍ଡତୁରୁମ, ୪।୨ (ଡି.ଏନ.ଏ) - ବରଗଡ ଜିଲା ଅତାବିରା ଆରଏମସି ଅଧୀନ ଭେଡେନ ବ୍ଲକରେ ଟୋକନ ଓ ଆଲର୍ଟମେଣ୍ଟ ଅଭାବରୁ ବିକ୍ରି ହୋଇ ନ ପାରି ମଣ୍ଡି…

6 years ago